ବାରିପଦା ଅଫିସ,୫।୧୦: ଡାକ୍ତରଖାନା ଯିବା ରାସ୍ତାରେ ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ଗର୍ଭବତୀ ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ…
ରେମୁଣା, ୫ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଶେରଗଡ ଛକରେ ଶନିବାର ଅପରାହ୍ନ ୩ଟା ବେଳେ ଜଣେ ବ୍ୟବସାୟୀଙ୍କୁ ଗୁଳିମାଡ କରାଯାଇଛି। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର…
ଯୋଡ଼ା,୫।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟାଷ୍ଟିଲ ପୂର୍ବଯୋଡ଼ା ଲୌହଖଣିରେ କାର୍ଯ୍ୟରତ ଜଣେ ସୁରକ୍ଷାକର୍ମୀଙ୍କୁ ଦୁର୍ବୃତ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର…
କେନ୍ଦୁଝର,୫।୧୦(ଡି.ଏନ୍.ଏ.) : କେନ୍ଦୁଝରରେ କଳା ପଲସର ଆତଙ୍କ ଦେଖାଦେଇଛି। ଟାଉନ ଥାନାଠାରୁ ମାତ୍ର ୫ଶହ ମିଟର ଦୂର ତଥା ସ୍ପଷ୍ଟ ଦିବାଲୋକରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ…
ଡାବୁଗାଁ,୫।୧୦(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକର ଜଣେ ଛାତ୍ରୀ ଓ ୨ ଜଣ ଛାତ୍ରଙ୍କ ବନ୍ୟପ୍ରାଣୀ ସପ୍ତାହ ପାଳନ ଉତ୍ସବରେ ପୁରସ୍କୃତ ହୋଇଛନ୍ତି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି…
ଜୟପୁର,୫।୧୦(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ପୋଲିସ ୭ କୁଖ୍ୟାତ ଡକାୟତଙ୍କୁ ଗିରଫ କରିଛି। ଏ ନେଇ ଶନିବାର ଏସ୍ଡିପିଓ ହରେକୃଷ୍ଣ ମାଝି ଏକ ଖବରଦାତା ସମ୍ମିଳନୀରେ ସୂଚନା…
ଖପ୍ରାଖୋଲ,୫।୧୦: ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡ଼ରେ ଏସ୍ଓଜି ପକ୍ଷରୁ ଶନିବାର ସକାଳେ କୋମ୍ବିଂ ଅପରେଶନ କରାଯାଇଥିଲା। ଏହି ସର୍ଚ୍ଚ ଅପରେଶନ ସମୟରେ ଏସ୍ଓଜି ପୋଲିସ…
ନୟାଗଡ଼ ଅଫିସ,୫।୧୦: ନୟାଗଡ଼ ଜିଲା ଓଡ଼ଗାଁ ଥାନା ଦ୍ୱିତିକେଶ୍ୱର ମନ୍ଦିର ନିକଟସ୍ଥ ଶୁଳିଆ ସଂରକ୍ଷିତ ଜଙ୍ଗଲରୁ ଶନିବାର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ…
ଆନନ୍ଦପୁର,୫। ୧୦(ସ୍ବ.ପ୍ର.): ଚେନ୍ନାଇରୁ ଚୋରି କରିଥିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ଦରଡ଼ିପାଳ ଗ୍ରାମର ଜଣେ ଯୁବକଙ୍କୁ ଶୁକ୍ରବାର ରାତିରେ ଚେନ୍ନାଇ ପୋଲିସ ଗିରଫ କରିଛି।…
ବାଲିଗୁଡ଼ା,୫।୧୦.(ଡି.ଏନ୍.ଏ.): ଜଣେ ଦିନମଜୁରିଆ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗର ବିଚାରକରି ବାଲିଗୁଡ଼ା ଏସ୍ଡିଜେଏମ୍ ସୌମ୍ୟ ସ୍ବରୂପ ସାହୁ ସାରଙ୍ଗଗଡ଼ ଥାନା…