ବଲାଙ୍ଗୀର ଅଫିସ, ୩୧। ୫: ବାଲେଶ୍ୱରରୁ ବଲାଙ୍ଗୀର ଆସୁଥିବା ଏକ ବସ୍ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ…
ସୋନପୁର,୩୧।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ତମାଖୁ ମୁକ୍ତ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା…
ରାଜନଗର, ୩୧।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସମ୍ମିଳନୀ କକ୍ଷରେ ବିଶ୍ୱ ତମାଖୁ ବର୍ଜନ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଭାରାପ୍ରାପ୍ତ…
କାମାକ୍ଷାନଗର,୩୧।୫(ଡି.ଏନ.ଏ.)-କାମାକ୍ଷାନଗର ଏନ୍ଏସି ୧୦ ନମ୍ବର ଓ୍ବାର୍ଡରେ ଶୁକ୍ରବାର ଏକ ଭାଲୁ ଆକ୍ରମଣରେ ଭୁଲୁ ନାଏକଙ୍କ(୬୫) ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ କାମାକ୍ଷାନଗର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି…
ଭୋଗରାଇ,୩୧।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ କମର୍ଦା ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିକୁ ସନ୍ଦେହ କରି ଜଣେ…
ବାରିପଦା ଅଫିସ,୩୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଜାନୁୟାରୀ ୩୦ ତାରିଖରେ ବାରିପଦା ଗସ୍ତରେ ଆସିଥିଲେ। ସେହି ସମୟରେ ବାରିପଦା ତକତପୁରସ୍ଥିତ ମୟୂରଭଞ୍ଜ ଆୟୁର୍ବେଦିକ କଲେଜକୁ ସରକାର…
ଭବାନୀପାଟଣା, ୩୧।୫ (ଡି.ଏନ୍.ଏ.): ଓଡ଼ିଶାରେ ନବୀନ ପଟ୍ଟନାୟକ ଓ ବିଜେଡିର ଅସାଧାରଣ ସଫଳତା ଭିତରେ ଭାଜପା ବଞ୍ଚାଇ ରଖିଛି ପଶ୍ଚିମ ଓଡ଼ିଶା। ପଶ୍ଚିମ ଓଡ଼ିଶାରୁ ଭାଜପାର କଳାହାଣ୍ଡି…
ଭବାନୀପାଟଣା, ୩୧।୫ (ଡି.ଏନ୍.ଏ.): ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ଦୁଇଟି ଅପହରଣ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଭବାନୀପାଟଣା ସହରରେ ଗତ କିଛି…
ବ୍ରହ୍ମପୁର ଅଫିସ୍,୩୧।୫: ଗଞ୍ଜାମ ଜିଲା ଖଲ୍ଲିକୋଟ କଲେଜ ଷ୍ଟାଡିୟମଠାରେ ଶୁକ୍ରବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଖଲ୍ଲିିକୋଟ…
ମହାକାଳପଡ଼ା, ୩୧।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ବ୍ଲକ ଅଧୀନ ଜାଲକଣା ଗ୍ରାମରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟି ୩୩ ପରିବାରର ୬୦ରୁ ଊର୍ଦ୍ଧ୍ୱ ବଖରା ପୋଡ଼ି ପାଉଁଶ…