ଆମ ଜିଲା ଖବର

ଭୟାବହ ଅଗ୍ନିକାଣ୍ଡ : ୬୦ ବଖରା ପୋଡ଼ି ପାଉଁଶ

ମହାକାଳପଡ଼ା,୩୦ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜାଲକଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୩ ପରିବାରର ୬୦ରୁ ଊର୍ଦ୍ଧ୍ୱ ବଖରା ପୋଡ଼ି ପାଉଁଶ…

7 years ago

ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଭବାନୀପାଟଣା,୩୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାର ମୋଟାଗୁଡା ଜଙ୍ଗଲରେ ଜଣେ ଶ୍ରମିକଙ୍କୁ ବାଡ଼ିରେ ପିଟି ହତ୍ୟା କରିବା ମାମଲାରେ ପୋଲିସ ଅଭିଯୁକ୍ତ କାଠବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

7 years ago

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବିକ୍ଷୋଭ

ବାଲେଶ୍ୱର ଅଫିସ,୩୦ା୫: ସିଆଇଟିୟୁର ପ୍ରତିଷ୍ଠା ଦିବସରେ ସିଆଇଟିୟୁର ଶ୍ରମିକ ସଂଗଠନ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି। ସର୍ବନିମ୍ନ ମଜୁରୀ ଲାଗୁ,…

7 years ago

ପୂର୍ବତନ ପ୍ରଶାସକଙ୍କ ଦେହାନ୍ତ

ଧାମନଗର,୩୦ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ବଙ୍କିମ ଚନ୍ଦ୍ର ରାଉତଙ୍କର ୮୪ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଗୁରୁବାର ଦେହାନ୍ତ…

7 years ago

୩ ମହଲାରୁ ଖସି ଯୁବକଙ୍କ ଜୀବନ ଗଲା : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭଦ୍ରକ ଅଫିସ,୩୦ା୫: ସ୍ଥାନୀୟ ନୂଆବଜାରସ୍ଥିତ ଏକ ନର୍ସିଂହୋମ୍‌ରେ ସୁଇପର ଭାବେ କାମ କରୁଥିବା ମହେଶ୍ୱର ଦାସ(୩୫)ଙ୍କ କୌଣସି କାରଣରୁ ୩ ମହଲାରୁ ଖସିପଡ଼ି ମୃତ୍ୟୁ ଘଟିଛି। ସୂଚନା…

7 years ago

ସର୍ପ ଦଂଶନରେ ଯୁବକଙ୍କ ଗଲା ଜୀବନ

ପାଟଣା,୩୦।୫ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦମାହୁଦା ପଞ୍ଚାୟତ ଜାହିରା ସାହିରେ ସାପ କାମୁଡିଥିବା ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଖଗେଶ୍ୱର…

7 years ago

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟାଟା ଏସି

ପାଟଣା,୩୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଜଣଙ୍କ ଆହତ ହୋଇଥିବା ଜଣାପଡ଼ିଛି।…

7 years ago

ପଞ୍ଚାୟତ ସଭା ଚାଲିଥିବା ବେଳେ ତଡ଼ା ଖାଇଲେ ସରପଞ୍ଚଙ୍କ ସ୍ବାମୀ

ଆନନ୍ଦପୁର,୩୦।୫: ଘଷିପୁରା ବ୍ଲକ ବଳରାମପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପଞ୍ଚାୟତର ସଭା ଚାଲିଥିବା ବେଳେ ସରପଞ୍ଚଙ୍କ ସ୍ବାମୀଙ୍କୁ ତଡ଼ା ଖାଇବାକୁ ପଡ଼ିଛି। ସୂଚନାଯୋଗ୍ୟ, ମହିଳା…

7 years ago

ବିଜୁ ଯୁବ ବାହିନୀ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟାଜିତ

ହାଟଡିହି,୩୦।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଆମ୍ବୋ ମହାଦେବ ପଡ଼ିଆରେ ପଞ୍ଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ବୁଧବାର ଆୟୋଜିତ ହୋଇଥିଲା। ଉକ୍ତ ଟର୍ଣ୍ଣାମେଣ୍ଟରେ ଆମ୍ବୋ…

7 years ago

ଝଡ଼ ବତାସ ନେଲା ଜୀବନ

ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ…

7 years ago