ଆମ ଜିଲା ଖବର

ଏମ୍‌ଆରଙ୍କ କବ୍‌ଜାରୁ ମୁକୁଳିପାରୁନି ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୮।୯-ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ଏମ୍‌ଆର (ମେଡିସିନ ରିପ୍ରେଜେଣ୍ଟେଟିଭ)ଙ୍କ କବ୍‌ଜାରୁ ମୁକୁଳି ପାରୁନାହିଁ। ମେଡ଼ିକାଲ ପରିସରକୁ କୌଣସି ଏମ୍‌ଆର ଆସିପାରିବେ ନାହିଁ ବୋଲି ନୋଟିସ୍‌ ଲଗାଯାଇଛି।…

7 years ago

ଲଗାଣ ବର୍ଷା: ବଢୁଛି ମହାନଦୀ ଜଳସ୍ତର; ବନ୍ୟା ଆଶଙ୍କାରେ ନଦୀକୂଳିଆ ଗ୍ରାମବାସୀ

ଗଣିଆ,୮ା୯ (ଡି.ଏନ.ଏ.): ଗତ ୩ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ହୀରାକୁଦ ନଦୀବନ୍ଧରୁ ବନ୍ୟାଜଳ ପ୍ରବାହିତ ହେଉଥିବା…

7 years ago

ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟ: ଭୁଶୁଡିଲା ୬୦ ଫୁଟ୍‌ର ତାଜା ଓ ଲିନ୍‌ଟେଲ; ପ୍ରାର୍ଥନା କ୍ଲାସ ଯୋଗୁ ବର୍ତ୍ତିଲେ ଛାତ୍ରୀ

ରଣପୁର,୮ା୯(ସ୍ବ.ପ୍ର.): ଶନିବାର ଭୋର ସମୟରେ ପ୍ରାର୍ଥନା ହେଉଥିବାବେଳେ ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟ ଉପର ମହଲାରେ ନିର୍ମାଣାଧୀନ ଗୃହର ୬୦ ଫୁଟ୍‌ର ତାଜା ଓ…

7 years ago

ଅଜବ ଟ୍ରାଫିକ୍‌ ନିୟମ: ବାବୁଙ୍କୁ କୋହଳ, ଲୋକଙ୍କୁ କଡ଼ା

ଢେଙ୍କାନାଳ ଅଫିସ, ୮।୯ - ସାରା ରାଜ୍ୟରେ ଲାଗୁ ହୋଇଛି ସଂଶୋଧିତ ମୋଟର ଯାନ ଆଇନ। ନିୟମ ଉଲ୍ଲଂଘନକାରୀଙ୍କଠାରୁ ମୋଟା ରକମର ଜରିମାନା ଆଦାୟ କରାଯାଉଛି। ଏହାକୁ…

7 years ago

ଅନ୍ତର୍ଜାତୀୟ ଥିଏଟର ଅଲିମ୍ପିଆଡରେ ଦେଖାଇଲେ ପ୍ରତିଭା: ସାଇପ୍ରସନ୍ନଙ୍କୁ ‘ଇଣ୍ଟରନ୍ୟାଶନାଲ ନୃତ୍ୟଗୌରବ’ ସମ୍ମାନ

ଢେଙ୍କାନାଳ ଅଫିସ, ୮।୯ - କଟକ ଇନ୍‌ଡୋର ଷ୍ଟାଡିୟମସ୍ଥିତ ଶାରଳା ଭବନ ପ୍ରେକ୍ଷାଳୟରେ ଅଗଷ୍ଟ ୨୭ରେ ଆୟୋଜିତ ଅନ୍ତର୍ଜାତୀୟ ଥିଏଟର ଅଲିମ୍ପିଆଡରେ ଢେଙ୍କାନାଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର…

7 years ago

ବ୍ରାହ୍ମଣୀରେ ଡଙ୍ଗାବୁଡ଼ି: ୪ ନିଖୋଜ, ୫ ଉଦ୍ଧାର

ପରଜଙ୍ଗ, ୮।୯(ଡି.ଏନ୍‌.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ ବ୍ରାହ୍ମଣୀ ନଦୀରେ ଶନିବାର ରାତି ପ୍ରାୟ ୮ଟାରେ ଡଙ୍ଗାବୁଡ଼ି ୪ଜଣ ନିଖୋଜ ହୋଇଯାଇଛନ୍ତି।…

7 years ago

ସୂଚନା ନ ଦେଇ ଖୋଲିଦେଲେ ଗେଟ୍‌: ଦଣ୍ଡାଧାର ପାଣିରେ ତଳି ଅଞ୍ଚଳ ଉବୁଟୁବୁ

କାମାକ୍ଷାନଗର, ୮।୯(ଡି.ଏନ୍‌.ଏ.) - ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଢେଙ୍କାନାଳ ଜିଲାର ଡମଶାଳ, ରାମିଆଳ ନଦୀରେ ବନ୍ୟା ଆସିଛି। ବିନା ସୂଚନାରେ ଦଣ୍ଡାଧାର ଡ୍ୟାମର ୨ଟି ଗେଟ୍‌…

7 years ago

ଅକ୍ଟୋବର ୧୪ରୁ ଆଞ୍ଚଳିକ ସରସ ମେଳା

ଢେଙ୍କାନାଳ ଅଫିସ, ୮ା୯ - ପ୍ରସିଦ୍ଧ ଲକ୍ଷ୍ମୀପୂଜା ଅବସରରେ ଢେଙ୍କାନାଳ ମହିଷାପାଟ ବାଇପାସ୍‌ ନିକଟ ପଡ଼ିଆରେ ଅକ୍ଟୋବର ୧୪ରୁ ୨୩ ଯାଏ ଆଞ୍ଚଳିକ ସରସ ମେଳା-୨୦୧୯ ଅନୁଷ୍ଠିତ…

7 years ago

ରାସ୍ତା ଅପେକ୍ଷାରେ ବଡ଼ମୂଳବାସୀ

ଛେଣ୍ଡିପଦା, ୮ା୯(ଡି.ଏନ.ଏ.) - ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିଥିଲେ ବି ମିଳୁନି ମୌଳିକ ସୁବିଧା। ବିଭିନ୍ନ ମୁଖ୍ୟ ସ୍ଥାନକୁ ସଂଯୋଗ କରୁଥିବା ଅସ୍ଥାୟୀ ମାଟି…

7 years ago

ପୋଲିସ ଡିଜି ଦେଲେ ଅନୁମୋଦନ: ପିଟିସିରେ ପ୍ରଶିକ୍ଷଣ ନେବେ ଅଫିସର

ଅନୁଗୋଳ ଅଫିସ, ୮।୯ - ଅନୁଗୋଳ ସ୍ଥିତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର(ପିଟିସି)ରେ ଦୀର୍ଘ ବର୍ଷ ପରେ ପୋଲିସ ଅଫିସରମାନେ ପ୍ରଶିକ୍ଷଣ ନେବେ। ଏ ନେଇ ରାଜ୍ୟ ପୋଲିସ…

7 years ago