ଆମ ଜିଲା ଖବର

ଉଚ୍ଚ ଅଟ୍ଟାଳିକାରେ ଅଗ୍ନିକାଣ୍ଡ ଭୟ

ବ୍ରହ୍ମପୁର ଅଫିସ,୨୭ା୫- ଗୁଜରାଟର ସୁରଟସ୍ଥିତ ଏକ କୋଚିଂ ସେଣ୍ଟରରେ ଶୁକ୍ରବାର ନିଆଁ ଲାଗିଯାଇଥିଲା। ଏଥିରେ ପୋଡ଼ି ହୋଇ ଓ ନିଆଁରୁ ବର୍ତ୍ତିବା ପାଇଁ ତୃତୀୟ ଓ ଚତୁର୍ଥ…

7 years ago

ମା’ ତାରାଦେବୀଙ୍କ ଯାତ୍ରା ୮ମ ଦିନରେ: ୬ ସାହିରେ ଘଟ ପରିକ୍ରମା

ବ୍ରହ୍ମପୁର ଅଫିସ,୨୭ା୫-ବ୍ରହ୍ମପୁରର ଅନ୍ୟତମ ପ୍ରସିଦ୍ଧ ଲାଞ୍ଜିପଲ୍ଲୀ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ରବିବାର ଅଷ୍ଟମ ଦିବସରେ ପହଞ୍ଚିଛି। ଛୁଟିଦିନ ଥିବାରୁ ଅସ୍ଥାୟୀ ପୀଠରେ ମା’ଙ୍କ ଦର୍ଶନ ପାଇଁ…

7 years ago

ତାତି ବଢ଼ାଉଛି ବେଆଇନ ଇଟାଭାଟି

ପାଟପୁର,୨୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଶତାଧିକ ବେଆଇନ ଇଟାଭାଟି ପୋଡ଼ା ଚାଲିଛି। ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ଅସ୍ବାଭାବିକ ଭାବେ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ…

7 years ago

ଫିରିଙ୍ଗିଆ ମେଡିକାଲରେ ଜେନେରେଟର ଅଚଳ: ଲାଇନ କଟିଲେ ରୋଗୀ ହନ୍ତସନ୍ତ

ଫିରିଙ୍ଗିଆ,୨୭ା୫-ଫିରିଙ୍ଗିଆ ମେଡିକାଲ ବହୁ ଅବ୍ୟବସ୍ଥା ନେଇ ଗତି କରୁଛି। ରବିବାର ଏଠାରେ ବିଦ୍ୟୁତ୍‌ କାଟ ହୋଇଥିବାବେଳେ ଜେନେରେଟର ଚାଲୁ ନ ଥିଲା। ରୋଗୀମାନେ ଅସହ୍ୟ ଗରମରେ ନାହିଁ…

7 years ago

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ତ୍ରୁଟି ଯୋଗୁ ଗଣନାରୁ ବାଦ୍‌ ପଡ଼ିଲା ୧୨ ଇଭିଏମ୍‌

ଦିଗପହଣ୍ଡି,୨୭ା୫(ଡି.ଏନ୍‌.ଏ.)-ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସୂର୍ଯ୍ୟ ନାରାୟଣ ପାତ୍ର ୪୦,୪୫୨ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୂର୍ଯ୍ୟ ୭୫,୦୧୬ ଭୋଟ ପାଇଥିବା ବେଳେ…

7 years ago

ମଦମୃତ୍ୟୁକୁ ମାସେ ପୂରିନି: ଅବାଧରେ ଚାଲିଛି ଚୋରାମଦ କାରବାର

ଭଦ୍ରକ ଅଫିସ, ୨୭।୫ - ନିର୍ବାଚନ ସମୟରେ ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣା ସାରା ରାଜ୍ୟରେ ଚଳହ ସୃଷ୍ଟି କରିଥିଲା। ବିଷାକ୍ତ ମଦପିଇ ପୀରହାଟ ଓ ଚାନ୍ଦବାଲି…

7 years ago

ବେଆଇନ ବାଲି ଚାଲାଣ: ବିପଦରେ ତଟବର୍ତ୍ତୀ ଅଞ୍ଚଳ

ବଡ଼ସାହି,୨୭ା୫(ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାଳବଙ୍ଗ ନଦୀରୁ ବେଆଇନ ଭାବେ ବାଲି ଉତ୍ତୋଳନ ଦିନକୁ ଦିନ ବଢିଚାଲଛି। ଏହାକୁ ପ୍ରଶାସନ ରୋକି ପାରୁ ନ ଥିବାରୁ ସରକାର…

7 years ago

କୋଚିଂ ସେଣ୍ଟରରେ ଅଗ୍ନି ନିରାପତ୍ତା ଚିନ୍ତା

ବାଲେଶ୍ୱର ଅଫିସ, ୨୭।୫-ଗୁଜୁରାଟର ସୁରଟ ଜିଲା ଅନ୍ତର୍ଗତ ସୁରଥନା ଅଞ୍ଚଳର ଏକ ଘରୋଇ କୋଚିଂ ସେଣ୍ଟରରେ ଗତ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ୨୦ଜଣ ଛାତ୍ରୀଛାତ୍ର ମୃତ୍ୟୁବରଣ କରିବା…

7 years ago

ସମସ୍ୟା ଅନେକ, ସମାଧାନ ନାହିଁ: ହନ୍ତସନ୍ତ ହେଉଛନ୍ତି ଅଞ୍ଚଳବାସୀ

(ଅମିତ କୁମାର ସାମଲ) ଅନୁଗୋଳ ଅଫିସ, ୨୭।୫:  ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ୪ର୍ଥ ଥର ପାଇଁ ନିର୍ବାଚିତ ହୋଇଛନ୍ତି ବିଧାୟକ ରଜନୀକାନ୍ତ ସିଂ। ପୂର୍ବରୁ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ…

7 years ago

ପ୍ରକଳ୍ପ ଅଛି : ପାଣି ଆସୁନି, ଅସୁବିଧା ଭୋଗୁଛନ୍ତି ୮ ୱାର୍ଡ଼ର ଲୋକେ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.)୨୭ା୫:  ପାନୀୟ ଜଳ ପ୍ରକଳ୍ପ ଥିଲେ ମଧ୍ୟ ଏହା କାର୍ଯ୍ୟକ୍ଷମ ହେଉ ନାହିଁ। ଫଳରେ ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ କୁଳାସର, ନୀଳପଲ୍ଲୀ…

7 years ago