ଭଞ୍ଜନଗର,୨୩।୫(ଡି.ଏନ୍.ଏ.)- ଭଞ୍ଜନଗର, ଆସିକା, ସୋରଡା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ଆଗୁଆ ରହିଛନ୍ତି। ଭଞ୍ଜନଗର ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ୨୦,୩୭୩ ଭୋଟ…
ଭବାନୀପାଟଣା,୨୩।୫: ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଦିଶରି ଆଗୁଆ ରହିଛନ୍ତି। ସେହିପରି ନର୍ଲା ବିଧାନସଭାରେ ବିଜେଡିର ଭୂପିନ୍ଦର ସିଂ ଆଗରେ ଥିବା ସୂଚନା ମିଳିଛି।
ବାରିପଦା ଅଫିସ,୨୩।୫: ଚତୁର୍ଥ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ମୟୂରଭଞ୍ଜ ଲୋକ ସଭା ଆସନ ଅନ୍ତର୍ଗତ ବାଙ୍ଗିରପୋଷି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗଦା ମୁର୍ମୁ ତାଙ୍କ…
ନୂଆପଡ଼ା ଅଫିସ,୨୩।୫: ନୂଆପଡ଼ା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଆଗରେ ଅଛନ୍ତି। ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଘାସିରାମ ୬୭୨୮ ଭୋଟ ପାଇଥିବାବେଳେ…
ନୂଆପଡ଼ା ଅଫିସ,୨୩।୫: ଖଡ଼ିଆଳ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ଆଗୁଆ ଅଛନ୍ତି। ଚତୁର୍ତ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଲମ୍ବୋଦର ୬୮୨୯ ଭୋଟ ପାଇଥିବାବେଳେ…
ବୀରମହାରାଜପୁର,୨୩।୫: ବୀରମହାରାଜପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ପଦ୍ମନାଭ ବେହେରା ପଛରେ ପଡ଼ିଛନ୍ତି। ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପଦ୍ମନାଭ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର…
ସୋନପୁର,୨୩।୫: ସୋନପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଆଗୁଆ ରହିଛନ୍ତି। ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନିରଞ୍ଜନ ୪୭୧୮ ଖଣ୍ଡ ଭୋଟ ପାଇଥିବାବେଳେ…
କୋରାପୁଟ,୨୩ା୫(ସ୍ବ.ପ୍ର.): ପଟ୍ଟାଙ୍ଗି ବିଧାନସଭା ଆସନରେ ୩ଟି ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରୀତମ ପାଢ଼ୀ ପ୍ରଥମ ରାଉଣ୍ଡରେ ୨୦୯୭, ଦ୍ୱିତୀୟ ରାଉଣ୍ଡରେ ୪୫୬୩ ଓ…
ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀରେ ଭାଜପା ଏବଂ ବିଜେଡି ମଧ୍ୟରେ କଡା ଟକ୍କର ଚାଲିଛି। ପ୍ରଥମ ରାଉଣ୍ଡରେ ବିଜେଡିର ଉଷା ଦେବୀ ୨୩୩୩ ଭୋଟ…
ଭବାନୀପାଟଣା,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଜୁନାଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଦିବ୍ୟଶଙ୍କର ମିଶ୍ର ଆଗୁଆ ଅଛନ୍ତି। ଦିବ୍ୟଶଙ୍କର ୪୫୫୬ ଭୋଟ ପାଇଥିବାବେଳେ ଭାଜପାର…