ଆମ ଜିଲା ଖବର

ଦଶମ ଶ୍ରେଣୀ ଟପ୍ପର୍‌ଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର ଅଫିସ୍‌,୨୧ା୫-ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାରେ ବ୍ରହ୍ମପୁରରେ ଟପ୍ପର୍‌ ହୋଇଥିଲେ ଉମେଶ ପ୍ରସାଦ ପଣ୍ଡା। ସୋମବାର ଉମେଶଙ୍କୁ ନେହେରୁ ନଗର ଉନ୍ନୟନ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।…

7 years ago

ମାଳତେନ୍ତୁଳିଆ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ପଞ୍ଚାୟତବାସୀ

ପୋଲସରା,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ପୋଲସରା ବ୍ଲକ ମାଳତେନ୍ତୁଳିଆ ପଞ୍ଚାୟତରେ ବିଭିନ୍ନ ଯୋଜନାରେ ଆସୁଥିବା ଟଙ୍କାକୁ ନେଇ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଛି। ସୋମବାର ପୂର୍ବତନ ସରପଞ୍ଚ ତଥା…

7 years ago

ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ ଭଞ୍ଜନଗର ବନ୍ଦ ଆଜି

ଭଞ୍ଜନଗର,୨୧।୫(ଡି.ଏନ.ଏ.)-ଭଞ୍ଜନଗର ଓଏସ୍‌ଆର୍‌ଟିସି ଡିପୋରୁ ଅନ୍ୟ ଜୋନକୁ ବସ୍‌ ସ୍ଥାନାନ୍ତର ଯୋଜନାର ପ୍ରତିବାଦ ଏବଂ ବକେୟା ଦରମା ପ୍ରଦାନ ଦାବି ନେଇ କର୍ମଚାରୀ ଓ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ…

7 years ago

୨୩ରେ ଭୋଟ ଗଣତି: ଏସ୍‌ପିଙ୍କ ନିର୍ଦ୍ଦେଶ ଅପରାଧୀଙ୍କ ଉପରେ କଡ଼ା ନଜର ରଖ

ବ୍ରହ୍ମପୁର ଅଫିସ,୨୧ା୫-ବ୍ରହ୍ମପୁର ସହରରେ ଥିବା ୫ ଥାନାଧିକାରୀଙ୍କୁ ନେଇ ଅପରାଧ ସମୀକ୍ଷା କରିଛନ୍ତି ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର। ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏସ୍‌ପି…

7 years ago

ପ୍ରକୃତିର ନୈସ୍ବର୍ଗ ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୧।୫(ଡି.ଏନ.ଏ.)- ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାୟଗଡ ବ୍ଲକ ଅନ୍ତର୍ଗତ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟଭରା…

7 years ago

୫ ପରାନୀ କୁଟୁମର ବୋଝ୍‌:ସରକାରୀ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଗଣେଶ

ବିନିକା,୨୧ା୫(ଡି.ଏନ୍‌.ଏ.) ବିନିକା,୨୦ା୫(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁା ହାଇସ୍କୁଲ ପଡ଼ାର ଦିବ୍ୟାଙ୍ଗ ଗଣେଶ ବାଘ(୨୮)। ଜନମୁ ତାକର ଗୁଟେ ଆଏଁଖ୍‌ ନାଇଁ ଦିଶବାର। ସେ…

7 years ago

ପେଟର ଲାଗି ନାଟ:୪୪ ଡିଗ୍ରୀ ଖରାରେ ସିଝୁଛେ ମୁନୁଷ୍‌

ଅତାବିରା, ୨୧ା୫ (ଡି.ଏନ୍‌.ଏ): ଦିନୁଦନ୍‌କେ ଖରା ତାତି ବଢ଼ତେଲ ଯାଉଛେ। ଲୋକ୍‌ ଖରା ଝାଉର ଲାଗି ଅଥାଥାଲି ହେଇଯାଉଛନ୍‌। ସଭେ ଛାଇତଲ ଖୁଜୁଛନ୍‌। ସକାଲର ୯ ବାଜଲେ…

7 years ago

ଆବାସ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଭାଇବହେନ

ଲୋଇସିଂହା,୨୧।୫(ଡି.ଏନ.ଏ.): ଦିବ୍ୟାଙ୍ଗମାନକର ଲାଗି ସରକାର ଅନେକ ପରକାର ଖାସ୍‌ ଯୋଜନା ତିଆର କରିଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ ଅଧ୍‌କାରୀ ଆର ଜନ ପରତିନିଧିମାନକର ଉଦାସୀନତା ଲାଗି…

7 years ago

ଚାଷୀଙ୍କୁ ଘାରିଛି ଧାନ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲାର ସଦର, ବାଲିଆପାଳ, ବସ୍ତା, ଭୋଗରାଇ ସମେତ ବିଭିନ୍ନ ବ୍ଲକରେ ଏଯାଏ ଧାନମଣ୍ଡି ଖୋଲି ନ ଥିବାରୁ ଚାଷୀ ମହଲରେ ଅସନ୍ତୋଷ ଦେଖାଦେଇଛି।…

7 years ago

ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି।…

7 years ago