ଆମ ଜିଲା ଖବର

ଶହୀଦ ଦିବସ ଉପଲକ୍ଷେ ବିଏସ୍‌ଏଫ୍‌ ପକ୍ଷରୁ ପାନୀୟ ଜଳ ବଣ୍ଟନ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାର ଏମ୍‌ଭି-୩ସ୍ଥିତ ବିଏସ୍‌ଏଫ୍‌ର ୧୬୦ ବାଟାଲିୟନ ପକ୍ଷରୁ ସୋମବାର ୫ମ ଗୁରୁ ଶହୀଦ ଅର୍ଜୁନ ଦେବ ସାହାବଙ୍କ ଶହୀଦ ଦିବସ ପାଳିତ…

7 years ago

ପୋଲ ତଳୁ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ମୁନିଗୁଡ଼ା,୨୦ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ବଂଶଧାରା ନଦୀ ପୋଲ ତଳୁ ସୋମବାର ସକାଳେ ଏକ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

7 years ago

ଟିପ୍ପର ଓଲଟିଲା : ଚାଳକ ଗୁରୁତର

କେନ୍ଦୁଝର,୨୦ା୫(ସ୍ବ.ପ୍ର.):ପଳାଶପଙ୍ଗା-ବାମେବାରୀ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଯାତାୟାତ ଅସୁରକ୍ଷିତ ହୋଇପଡୁଛି। ସୋମବାର ଏକ ଟିପ୍ପର ମଲଦା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବାରୁ ଚାଳକ…

7 years ago

ଆଞ୍ଚଳିକ ନିଦାନ କେନ୍ଦ୍ରରେ ରୋଗୀଙ୍କୁ ଶୋଷଣ ଅଭିଯୋଗରେ ବିକ୍ଷୋଭ: ଅଧ୍ୟକ୍ଷଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ୍‌,୨୦।୫: ବ୍ରହ୍ମପୁର ବଡ଼ ମେଡ଼ିକାଲ ପରିସରରେ ଥିବା ଆଞ୍ଚଳିକ ନିଦାନ କେନ୍ଦ୍ର(ଆର୍‌ଡିସି)ରେ ରୋଗୀଙ୍କୁ ଶୋଷଣ ଏବଂ ଦୁର୍ବ୍ୟବହାର କରାଯାଉ ଥିବା ନେଇ ସୋମବାର ଅଭିଯୋଗ ହୋଇଛି…

7 years ago

୪ ମାସ ଦରମା ପାଇ ନ ଥିବା ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ ବାରମ୍ବାର…

7 years ago

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ଅନୁଗୋଳ,୨୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ତାଳତଇଲାରେ ସୋମବାର ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ଜୀବନ ଯାଇଛି। ବୃଦ୍ଧା…

7 years ago

ଡମ୍ପର ଧକ୍କାରେ ବ୍ୟାଙ୍କ କର୍ମଚାରୀଙ୍କ ଜୀବନ ଗଲା

ଖଇରା,୨୦।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ବ୍ରାହ୍ମଣପୋଖରୀ ଛକ ନିକଟରେ ରବିବାର ରାତିରେ ଏକ ଡମ୍ପର ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ…

7 years ago

ପାନୀୟଜଳ, ପକ୍କାରାସ୍ତା, ବିଦ୍ୟୁତ୍‌ରୁ ବଞ୍ଚିତ

ଖଜୁରିପଡା,୨୦ା୫(ଡି.ଏନ.ଏ.)-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର ମେଣିଆଁକୋଠି ଗାଁ। ଜଙ୍ଗଲ ଘେରା ଏହି ଗାଁରେ ୧୫ ପରିବାର ରହୁଥିବାବେଳେ ଜନସଂଖ୍ୟା ୬୦ରୁ ୭୦। ସ୍ବାଧୀନତାର ୭୨ବର୍ଷ…

7 years ago

୧୫ ଦିନ ହେଲା ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ଟ୍ରାନ୍ସଫର୍ମର ଅଚଳ: ବ୍ରାହ୍ମଣୀରେ ମିଶୁଛି ନର୍ଦ୍ଦମା ପାଣି

ତାଳଚେର,୨୦ା୫(ନି.ପ୍ର.) ତାଳଚେର ସ୍ବେରେଜ ବୋର୍ଡ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଟ୍ରାନ୍ସଫର୍ମର ୧୫ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ସହରର ସମସ୍ତ ଡ୍ରେନ୍‌ ପାଣି ବିଶୋଧନ ହୋଇ ନ…

7 years ago

ଦିନରେ ଆହାର କେନ୍ଦ୍ର, ରାତିରେ ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ଗଞ୍ଜାମ,୨୦ା୫(ଡି.ଏନ.ଏ.)-ଗଞ୍ଜାମ ସହରର ବହୁ ପୁରାତନ ଭାରତୀ ବିଦ୍ୟାପୀଠ ନିକଟରେ ରହିଛି ମିନି ଷ୍ଟାଡିୟମ। ଏନ୍‌ଏସିର ପୂର୍ବତନ ନଗରପାଳ ସ୍ବର୍ଗତ ଶରତ ଚନ୍ଦ୍ର ପଣ୍ଡାଙ୍କ ସମୟରେ ଏହାର ଭିତ୍ତିପ୍ରସ୍ତର…

7 years ago