ଆମ ଜିଲା ଖବର

ଚାଷୀଙ୍କ ପାଇଁ ସମର୍ପିତ ବସନ୍ତ ସାହୁ : ବିନା ପାରିଶ୍ରମିକରେ କରୁଛନ୍ତି ସେବା

ବନ୍ତଳା,୧୮ା୫(ଦୀନେଶ ଦେହୁରୀ)- ଇଚ୍ଛା ଥିଲା ସେନାବାହିନୀରେ ଚାକିରି କରିବେ। ଦେଶର ସୀମାକୁ ସୁରକ୍ଷିତ କରିବେ। ସେଥିପାଇଁ ଭଲ ପାଠ ପଢ଼ୁଥିଲେ। ହେଲେ ଭାଗ୍ୟ ତାଙ୍କୁ ଟାଣିଆଣିଲା କୃଷି…

7 years ago

ସପ୍ତାହେ ନ ପୂରୁଣୁ ଉଠିଲା ପିଚୁ, ରାସ୍ତାରେ ଡ୍ରେନ୍‌ ପାଣି

ଫୁଲବାଣୀ ଅଫିସ, ୧୮ା୫ -ଫୁଲବାଣୀ ପୂର୍ତ୍ତ ବିଭାଗର ମନମୁଖୀ କାର୍ଯ୍ୟକୁ ନେଇ ଅସନ୍ତୋଷ ସୃଷ୍ଟି ହୋଇଛି। ଏବେ ସହରର ମୁଖ୍ୟ ରାସ୍ତାରେ ହୋଇଥିବା ପିଚୁ, ଡ୍ରେନ୍‌ ଓ…

7 years ago

କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବନ୍ଦ ଡାକରା

ଭଞ୍ଜନଗର,୧୮।୫(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆରଟିସି ଜୋନରୁ ସମସ୍ତ ବସ୍‌ ଅନ୍ୟ ଜୋନକୁ ସ୍ଥାନାନ୍ତର ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଆପଣାଇଛି। ବସ୍‌ ସ୍ଥାନାନ୍ତର ସମୟରେ ବିବାଦ ଉପୁଜିବା ଆଶଙ୍କାରେ ବିଭାଗୀୟ…

7 years ago

ଦଳବଦଳ କରିଥିବା ପ୍ରାର୍ଥୀଙ୍କ ବଢ଼ୁଛି ଟେନ୍‌ସନ

ବ୍ରହ୍ମପୁର ଅଫିସ,୧୮ା୫-ଆସନ୍ତା ୨୩ରେ ଭୋଟଗଣତି ସହ ଫଳାଫଳ ଘୋଷଣା କରାଯିବ। ତେବେ କିଏ ଜିତିବ ଓ କିଏ ହାରିବ ସେ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି।…

7 years ago

ଆସିକା ଲୋକ ସଭା ଆସନ :ଭୋଟ ଗଣତି ପାଇଁ ପ୍ରାର୍ଥୀ ପ୍ରତିନିଧିଙ୍କୁ ନେଇ ବୈଠକ

ଛତ୍ରପୁର,୧୮ା୫(ଡି.ଏନ୍‌.ଏ.) -ଆସିକା ଲୋକସଭା ପାଇଁ ହୋଇଥିବା ଭୋଟର ଗଣତି ଚଳିତ ମାସ ୨୩ ତାରିଖରେ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସିକା ଲୋକ ସଭା…

7 years ago

ସିପିଏସ୍‌ ମହୁଡ଼ା ଦୁର୍ନୀତିର ତଦନ୍ତ ଦାବି

ବ୍ରହ୍ମପୁର ଅଫିସ୍‌,୧୮ା୫-କଲେଜ ଅଫ୍‌ ଫାର୍ମାସିୟୁଟିକାଲ୍‌ ସାଇନ୍ସ(ସିପିଏସ୍‌) ମହୁଡ଼ାରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଶୁକ୍ରବାର ବିଭିନ୍ନ ସଂଗଠନ ତରଫରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର୍‌ଙ୍କ ନିକଟରେ ଅଭିଯୋଗ କରାଯାଇଛି…

7 years ago

୨୯୪ ମିଟର ଡ୍ରେନ୍‌ ନିର୍ମାଣକୁ ଲାଗିଲାଣି ୬ ବର୍ଷ

ଭଦ୍ରକ ଅଫିସ, ୧୮।୫ - ଆଉ କିଛି ମାସ ଗଲେ ଭଦ୍ରକ ସହର କୃତ୍ରିମ ବନ୍ୟାରେ ଉବୁଟୁବୁ ହେବ। ସାମାନ୍ୟ ବର୍ଷା ହେଲେ ବର୍ଷାପାଣି ନିଷ୍କାସିତ ହୋଇ…

7 years ago

ଜିଲାରେ ୫୫୫ ଶିଶୁ ଅପପୁଷ୍ଟିର ଶିକାର

ଭଦ୍ରକ ଅଫିସ, ୧୮।୫ - ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା। ଗର୍ଭବତୀ ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟର ବିକାଶ ପାଇଁ ସରକାରଙ୍କ ନାନା…

7 years ago

କଟକଣା ନାହିଁ: ବାହାର ରାଜ୍ୟକୁ ଚାଲାଣ ହେଉଛି ଧାନ

ବାଲିଆପାଳ, ୧୮ା୫(ଡି.ଏନ.ଏ.)-ଚଳିତ ରବିଋତୁରେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ୭ହଜାର ୫ଶହ ହେକ୍ଟର ଜମିରେ ଅଧିକ ଅମଳକ୍ଷମ ଧାନ ଚାଷ ହୋଇଛି। ଏଥିରୁ ୨ଲକ୍ଷ ୫ହଜାର କୁଇଣ୍ଟାଲ…

7 years ago

ବିଏସ୍‌ଏନ୍‌ଏଲ୍‌ କାଜୁଆଲ କର୍ମଚାରୀ ସଂଘ ପକ୍ଷରୁ ଧାରଣା

ବାଲେଶ୍ୱର ଅଫିସ, ୧୮।୫-ବାଲେଶ୍ୱର-ଭଦ୍ରକ ଜିଲାର ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର ନିଗମ)ରେ କାଜୁଆଲ ଭାବେ କାର୍ଯ୍ୟ କରୁଥିବା କର୍ମଚାରୀ ସଂଘ ପକ୍ଷରୁ ଶୁକ୍ରବାର ବାଲେଶ୍ୱର ବିଏସ୍‌ଏନ୍‌ଏଲ୍‌ ଅଫିସ୍‌ ସମ୍ମୁଖରେ…

7 years ago