ଆମ ଜିଲା ଖବର

ଅବ୍ୟବସ୍ଥା ଘେରରେ ବନ୍ଦସାହି ପ୍ରାଥମିକ ବିଦ୍ୟାଳୟ : ଗୋଟିଏ ଗୃହରେ ପଢ଼ୁଛନ୍ତି ୫ ଶ୍ରେଣୀର ଛାତ୍ରୀଛାତ୍ର

ଦଶରଥପୁର,୨ା୯(ଡିଏନ୍‌ଏ) : ଦଶରଥପୁର ବ୍ଲକ ଥାଲକୁଡି ପଞ୍ଚାୟତ ବନ୍ଧସାହି ପ୍ରାଥମିକ ବିଦ୍ୟାଳୟ ୧୯୬୯ ମସିହାରୁ ପ୍ରତିଷ୍ଠା ହୋଇଛି। ଏହି ବିଦ୍ୟାଳୟଟି ଦଳିତ ସାହିରେ ପ୍ରତିଷ୍ଠା କରାଯାଇଥିବାବେଳେ ଏଠାରେ…

7 years ago

ଅଟୱାଲରେ ପଡ଼ିଲା ତାଲା : ସଙ୍କଟରେ ଶ୍ରମିକ, କର୍ମଚାରୀଙ୍କ ଜୀବିକା

ଯାଜପୁର ଅଫିସ/ସୁକିନ୍ଦା (ଡି.ଏନ.ଏ.),୨ା୯ : ବିଭିନ୍ନ କାରଣରୁ ଦୁର୍ବଳ ଆର୍ଥିକ ସ୍ଥିତି ଦର୍ଶାଇ ଟାଟା ଷ୍ଟିଲ ଖଣି ଅଧୀନ ଅଟୱାଲ କାରଖାନାରେ ରବିବାର ତାଲା ପଡିଛି। ଏଥିଯୋଗୁ…

7 years ago

ବହିଷ୍କୃତ ବରୀ ବିଜେଡି ସଭାପତିଙ୍କ ଖବରଦାତା ସମ୍ମିଳନୀ : ରାଜନୈତିକ ପାଣିପାଗ ପରିବର୍ତ୍ତନ ଚର୍ଚ୍ଚା

ବରୀ,୨ା୯(ସ୍ବ.ପ୍ର.):  ବରୀ ବ୍ଲକ ବିଜେଡି ସଭାପତି ପଦରୁ ବହିଷ୍କୃତ ହୋଇଥିବା ଏସ୍‌.କେ ସଫିଉଦ୍ଦିନଙ୍କ ତତ୍ୱାବଧାନରେ ରବିବାର ବରୀ ଗ୍ରମାରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ…

7 years ago

ଟ୍ରକ୍‌ ପଛକୁ ପିଟିଲା ଟ୍ରକ୍‌, ଜଣେ ଡ୍ରାଇଭର ଗୁରୁତର

କୋରେଇ,୨ା୯(ସ୍ବ.ପ୍ର.): ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଥାନା ଅନ୍ତର୍ଗତ ମହିନ୍ଦ୍ରା ଶୋରୁମ ସମ୍ମୁଖରେ ରବିବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ…

7 years ago

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବିପର୍ଯ୍ୟସ୍ତ : ଟ୍ରାଫିକରେ୍‌ ଏକ ଘଣ୍ଟା ଫସିରହିଲା ଆମ୍ବୁଲାନ୍ସ

ଯାଜପୁର ରୋଡ,୨ା୯(ନି.ପ୍ର.)- ଯାଜପୁର ରୋଡ ସହରରେ ଟ୍ରାଫିକ ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରେଳବାଇ ଫାଟକ ଘଣ୍ଟାଘଣ୍ଟା ଧରି ପଡିରହୁଥିବାରୁ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି।…

7 years ago

ଦୁର୍ବଳ ହେଉଛି କୁଆଁରିଆ ସେତୁ

ଖଣ୍ଡପଡା.୨ା୯(ସ୍ବ.ପ୍ର.): ଖଣ୍ଡପଡା ବ୍ଲକର କଣ୍ଟିଲୋଠାରୁ ନୟାଗଡକୁ ସଂଯୋଗ କରୁଥିବା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଅ ନିକଟ କୁଆଁରିଆ ନଦୀ ଉପରେ ନିର୍ମିତ ସେତୁଟି ଉପଯୁକ୍ତ ରକ୍ଷଣାବେକ୍ଷଣ…

7 years ago

ପ୍ରଶାସନର ନଜର ଆଢୁଆଳରେ :ଐତିହ୍ୟ ସମ୍ପନ୍ନ ନୀଳମାଧବ ଜୀଉଙ୍କ ଦଶହରା ପଡ଼ିଆ

ଖଣ୍ଡପଡ଼ା,୨ା୯(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବରେ କଣ୍ଟିଲୋର ଶ୍ରୀ ନୀଳମାଧବ ପୀଠ ସର୍ବଜନ ବିଦିତ। ପୁରୀ ଶ୍ରୀମନ୍ଦିର ପୂଜାନୀତି ସହ ଏହି ମନ୍ଦିର ପୂଜା ନୀତି ମଧ୍ୟରେ…

7 years ago

ଦୁର୍ବୃତ୍ତଙ୍କ ଟାର୍ଗେଟରେ ପିଇଓ : ବାରମ୍ବାର ହେଉଛି ଆକ୍ରମଣ

ନୟାଗଡ଼ ଅଫିସ,୨ା୯: ନୟାଗଡ଼ ଜିଲାରେ ଟାର୍ଗେଟ କଲାଭଳି ଦୁର୍ବୃତ୍ତମାନେ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ଉପରେ ଆକ୍ରମଣ କରୁଛନ୍ତି। ଅଧିକାଂଶ ଘଟଣା ପଛରେ ଟଙ୍କା ହିଁ ମୁଖ୍ୟ…

7 years ago

ରଣପୁର ତହସିଲରେ ୬ବର୍ଷ ହେଲା ନିଲାମ ବନ୍ଦ: ଖଣିଚୋରଙ୍କ କବ୍‌ଜାରେ ମାଙ୍କଡ଼ା, ମୋରମ ଖଣି

ରଣପୁର,୨ା୯(ସ୍ବ.ପ୍ର.): ନୟାଗଡ ଜିଲାର ରଣପୁର ତହସିଲରେ ୬ବର୍ଷ ହେଲା ନିଲାମ ବନ୍ଦ ହୋଇଥିବାବେଳେ ଚଢ଼ାଉ ଓ ଧରପଗଡ ନ ଥିବାରୁ ଖଣି ଚୋରଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ମୃତ…

7 years ago

ପାରିବାରିକ କଳହର ଦୁଃଖଦ ପରିଣତି: ପଥରରେ କଚାଡ଼ି ୧୮ ବର୍ଷର ଯୁବକଙ୍କୁ ହତ୍ୟା

ଝୁମ୍ପୁରା, ୨।୯ (ଡି.ଏନ.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ମଲଦା ପଞ୍ଚାୟତର ବଳଭଦ୍ରପୁର ଗ୍ରାମରେ ୧୮ ବର୍ଷର ଜଣେ ଯୁବକଙ୍କୁ ରବିବାର ଅପରାହ୍ନରେ ପଥରରେ ଛେଚି…

7 years ago