ପାଟଣା,୨।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଦୁର୍ଗାଦେଇପୁରର ବେହେରା ସାହି ଓ ଟାଇଁଶିରା ବେହେରା ସାହିର ଲୋକେ ଆଜି ବି…
କେନ୍ଦୁଝର,୨।୯(ସ୍ବ.ପ୍ର.)- ନିଷ୍ଠା ଓ ଦୃଢ ଆତ୍ମ ବିଶ୍ୱାସ ତାଙ୍କୁ ଆତ୍ମନିର୍ଭରଶୀଳ ହେବାର ବାଟ ଦେଖାଇଛି। ଚାକିରି ମୋହ ଛାଡି ସେ ତାଙ୍କ ବାପାଙ୍କ ପୂଜା ଦୋକାନକୁ ଭରସା…
ଚମ୍ପୁଆ,୨।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ଉପକାରାଗାରରେ ରହୁଥିବା ଝାଡଖଣ୍ଡ ଜୟନ୍ତୀଗଡ ଅଞ୍ଚଳର ଆଦିତ୍ୟ ସିର୍କା ନାମ୍ନୀ ଜଣେ ୮ ମାସର ଗର୍ଭବତୀ ମହିଳାଙ୍କୁ ଶନିବାର ଜାମିନ୍ରେ ଛଡାଯାଇଛି।…
ଭଦ୍ରକ ଅଫିସ, ୨।୯ - ଟୁଇଟ୍ ପରେ ଚାଉଳ ମିଳିବା ଘଟଣାରେ ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ରିଟେଲର ଶ୍ରୀଧର ସାହୁଙ୍କୁ କାରଣ ଦର୍ଶାଅ…
ବାରିପଦା ଅଫିସ,୨ା୯- ୧୯୫୦ ସେପ୍ଟେମ୍ବର ୬ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁଡୁମୀ ଜାତିକୁ ଜନଜାତି ତାଲିକାରୁ ବାଦ ଦିଆଯାଇଥିଲା ା ଏହାର ପ୍ରତିବାଦରେ ବିଗତ ଦିନରେ…
ବଡ଼ସାହି,୨ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ପାଉଁଶିଆ ପଞ୍ଚାୟତ ବାଘୁଆପାଳ ଗ୍ରାମଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ ଚାଲିଥିବା ପକ୍କା ସଡ଼କ କାର୍ଯ୍ୟ ନିମ୍ନମାନର…
ରୂପ୍ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ ହୋଇପଡ଼ିଛି।…
ଜଗନ୍ନାଥପ୍ରସାଦ,୨ା୯(ଡି.ଏନ୍.ଏ.)-ଜଗନ୍ନାଥପ୍ରସାଦ ବନାଞ୍ଚଳ ଅଧୀନ ହରଡ଼ିପଦର ଗଁାରେ କୃଷ୍ଣସାର ମୃଗ ଶିକାର ଅଭିଯୋଗରେ ରବିବାର ବନ ବିଭାଗ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ପ୍ରକାଶ ନାୟକ।…
ଆସିକା,୨ା୯(ଡି.ଏନ୍.ଏ.): ବାଡୁଳା ଗ୍ରାମର ଜଣେ ଯୁବକ ଭଞ୍ଜନଗରର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଗାଙ୍ଗପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଶନିବାର ଅଭିଯୁକ୍ତଙ୍କୁ…
ଛତ୍ରପୁର,୨ା୯(ଡି.ଏନ.ଏ.)-କଲେଜ ଛାତ୍ରୀଛାତ୍ର ସେମାନଙ୍କର କ୍ୟାରିୟର ଗଢ଼ିବା ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିଙ୍କଠାରୁ ଯେଭଳି ଜ୍ଞାନ ଆହରଣ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲା ପ୍ରଶାସନ…