ଆମ ଜିଲା ଖବର

ଭୋଗ ପ୍ରସ୍ତୁତିରେ ବ୍ୟତିକ୍ରମ: ସ୍ବାଦ ହରାଇଛି ବଳଦେବଜୀଉଙ୍କ ଖେଚୁଡ଼ି; ମଇଁଷି ଘିଅ ବ୍ୟବହାର ହେଉନି

କେନ୍ଦୁଝର, ୧୭ା୫ କେନ୍ଦୁଝରର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପୀଠକୁ ଘିଅ ପାଇଁ ପାହାଡ଼ର ୮ଟି ସ୍ଥାନରେ ମଇଁଷି ଗୋଠ ଥିଲା। ମଇଁଷି କ୍ଷୀରରୁ ଠାକୁରଙ୍କ…

7 years ago

ଜଳିଗଲା ଲିଚୁ ବୋଝେଇ ଗାଡ଼ି

ଭଦ୍ରକ ଅଫିସ, ୧୭।୫ - ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗ ନିକଟରେ ଗୁରୁବାର ମଧ୍ୟାହ୍ନରେ ଏକ ଲିଚୁ ବୋଝେଇ ଗାଡ଼ି ଜଳିଯାଇଛି। ଖବର ପାଇ ଭଣ୍ଡାରିପୋଖରୀ…

7 years ago

ଗୋଚର ଜମିରେ ଚିଙ୍ଗୁଡିଘେରି ପ୍ରସଙ୍ଗ: ୩ ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବାହାନଗା, ୧୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ବାଉଁଶଆଡ଼ିଆ, ଉପରଆଡ଼ିଆ ଅଞ୍ଚଳରେ ଥିବା ସରକାରୀ ଗୋଚର ଜମିରେ ଚିଙ୍ଗୁଡି ଘେରି ନିର୍ମାଣ ପ୍ରସଙ୍ଗ ଗତ ୪…

7 years ago

ନାବାଳକଙ୍କ ପତ୍ତା ମିଳୁନି, ପ୍ରଶାସନର ସହାୟତା ଲୋଡ଼ିଲେ ପରିବାର ଲୋକେ

କେନ୍ଦୁଝର,୧୬ା୫(ସ୍ବ.ପ୍ର.): ଦୀର୍ଘ ଆଠଦିନ ହେଲା ଜଣେ ନାବାଳକ ଘରୁ କେଉଁଆଡ଼େ ଚାଲିଯାଇଛନ୍ତି। ପରିବାର ଲୋକେ ଚାରିିଆଡ଼େ ଖୋଜାଖୋଜି କରିଥିଲେ ହେଁ ପାଇ ନ ଥିବାରୁ ପ୍ରଶାସନର ସହାୟତା…

7 years ago

ଜମି ଦେବା ନାଁରେ ଠକେଇ : ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୧୬ା୫: ଜମି ଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ସଦର ଥାନା ପୋଲିସ ବୁଧବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ଲୋଚପଡ଼ା ଶକ୍ତିନଗର…

7 years ago

ସେବାୟତଙ୍କ ମଧ୍ୟରେ ବିବାଦ: ୪ ଦିନ ଧରି ବନ୍ଦ ରହିଥିଲା ମା’ ହରଚଣ୍ଡୀ ମନ୍ଦିର, ଦେବୋତ୍ତର ବିଭାଗ ହସ୍ତକ୍ଷେପ ପରେ ନୀତିକାନ୍ତି ଆରମ୍ଭ

ନିଶ୍ଚିନ୍ତକୋଇଲି,୧୬।୫(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ କେରିଲୋ ପଞ୍ଚାୟତ ଛପଚିକଣା ମା’ ହରଚଣ୍ଡୀଙ୍କ ପୀଠରେ ନାଜିବନ୍ତ ସେବାୟତଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱକୁ କେନ୍ଦ୍ରକରି ଗତ ସୋମବାରଠାରୁ ମନ୍ଦିରରେ ତାଲା…

7 years ago

ଆଜି ଜାତୀୟ ଡେଙ୍ଗୁ ଦିବସ : ଫନୀ ପରେ ସତର୍କ ରହିବାକୁ ପରାମର୍ଶ

ତିହିଡ଼ି,୧୬ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସଭାଗୃହରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଡା.ଦେବସ୍ମିତା ତ୍ରିପାଠୀ…

7 years ago

ବଳାରଙ୍ଗ ଗ୍ରାମରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ସୋନପୁର,୧୬।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବଳାରଙ୍ଗ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ପ୍ରେମୀ ଯୁଗଳ ବିଷପାନ କରି ଆତ୍ମହତ୍ୟା କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଗ୍ରାମର…

7 years ago

ଝାଡ଼କୁସୁମି ଗ୍ରାମରେ ପାନୀୟ ଜଳ ସମସ୍ୟା: ୨୬ନଂ ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ, କଳାହାଣ୍ଡି-ନବରଙ୍ଗପୁରକୁ ଯାତାୟାତ ଠପ୍‌

ପାପଡ଼ାହାଣ୍ଡି,୧୬।୫(ଡି.ଏନ୍‌.ଏ.): ପାନୀୟ ଜଳ ସମସ୍ୟା ନେଇ ଗୁରୁବାର ପାପଡ଼ାହାଣ୍ଡି ବ୍ଲକ ଝାଡ଼କୁସୁମି ଗ୍ରାମବାସୀ ୨୬ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ କଳାହାଣ୍ଡିଠାରୁ ନବରଙ୍ଗପୁର ଜିଲାକୁ ଯାତାୟାତ…

7 years ago

ନୂଆ ଟ୍ରାନ୍ସଫର୍ମର ଲଗାଯାଉନି: ମାସେ ହେଲା ଜଳ ଯୋଗାଣ ବନ୍ଦ

ବଇଣ୍ଡା, ୧୬ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଡରପାଳ ପଞ୍ଚାୟତ ନତଡା ଗ୍ରାମରେ ଥିବା ଟ୍ରାନ୍ସଫର୍ମରଟି ମାସେ ହେଲା ପୋଡିଯାଇଛି। ହେଲେ ସେଠାରେ ନୂତନ ଟ୍ରାନ୍ସଫର୍ମର ଲଗାଯାଉ…

7 years ago