ନୂଆଗାଁ,୨୮।୪(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ଚିତାପେଡ଼ି ପଞ୍ଚାୟତର ଲୋଧାରାମ ଅଞ୍ଚଳର ଜନୈକ ଯୁବତୀଙ୍କୁ ସେହି ପଞ୍ଚାୟତର ରାଜେଶ ନାଏକ(୩୦) ନାମକ ଜଣେ ଯୁବକ…
ଚନ୍ଦ୍ରପୁର, ୨୮ା୪(ଡି.ଏନ୍.ଏ.)-ରାୟଗଡା ଜିଲା ଚନ୍ଦ୍ରପୁର ବ୍ଲକସ୍ଥିତ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ଆଜକୁ ଦୀର୍ଘ ପାଞ୍ଚବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା ସଦର ମହକୁମାସ୍ଥିତ ରାଜୀବ ଗାନ୍ଧୀ…
ଫୁଲବାଣୀ ଅଫିସ, ୨୮ା୪-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ହାଟପଦାରେ ଥିବା ବେଆଇନଭାବେ ଗଢି ଉଠିଥିବା ମାରୁତି କଲ୍ୟାଣ ମଣ୍ଡପରେ ଶନିବାର ପୂର୍ବାହ୍ନରେ ନିଅଁ। ଲାଗିଛି । ବିଦ୍ୟୁତ୍…
ପାଟପୁର,୨୮ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ହିଞ୍ଜିଳି ଥାନା ଅନ୍ତର୍ଗତ ଆଡ଼ପଡ଼ା ଗ୍ରାମରେ ଶୁକ୍ରବାର ରାତିରେ ଏକ ବିବାହ ଶୋଭାଯାତ୍ରାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ…
ବ୍ରହ୍ମପୁର ଅଫିସ,୨୮ା୪-ପୁଣି ଥରେ ବଦଳିଲେ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷା। ଭାରପ୍ରାପ୍ତ ଅଧ୍ୟକ୍ଷା ଡ. ଦେବଦତ୍ତା ମିଶ୍ରଙ୍କର କଟକସ୍ଥିତ ଜାତୀୟ କବି ବୀର କିଶୋର (ଜେକେବିକେ) ମହାବିଦ୍ୟାଳୟକୁ…
ବ୍ରହ୍ମପୁର ଅଫିସ,୨୮ା୪-ଗଞ୍ଜାମ ଜିଲାରେ ୨୦୧୯ ସାଧାରଣ ନିର୍ବାଚନ ଦୁଇ ପର୍ଯ୍ୟାୟରେ ସରିଯାଇଛି। ଫଳାଫଳ ଘୋଷଣାକୁ ୨୫ ଦିନ ବାକି ରହିଛି। ଦଳ ବଦଳ କରି ମଇଦାନକୁ ଓହ୍ଲାଇଥିବା…
ବ୍ରହ୍ମପୁର ଅଫିସ,୨୮ା୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ସରିବାକୁ ଦୁଇଦିନ ବାକି ରହିଛି। ଦେଶୀ ବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ, ସାନବଜାର, ବଡ଼ବଜାର, ଗିରି…
ତେଲକୋଇ, ୨୮।୪(ଡି.ଏନ.ଏ.)-ତେଲକୋଇ ଥାନା ଅନ୍ତର୍ଗତ ଖୁଣ୍ଟାପଡା ପଞ୍ଚାୟତ କୁଲାଡେରା ଗ୍ରାମରେ ଝିଅ ବାହାଘର ହୋଇଥିଲା। ଶନିବାର ଗ୍ରାମବାସୀ ମହିଳା ଓ ପୁରୁଷ ମିଶି ଝିଅକୁ ବିଦା ଦେବା…
ଢେଙ୍କିକୋଟ, ୨୮ା୪(ଡି.ଏନ୍.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟରେ ଗତକାଲିଠାରୁ ଅଗ୍ନିବର୍ଷା ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜନସାଧାରଣ ପ୍ରଚଣ୍ଡ ଖରାରୁ ପଦାକୁ…
କେନ୍ଦୁଝର, ୨୮ା୪(ସ୍ବ.ପ୍ର.)-କେନ୍ଦୁଝର ସହରାଞ୍ଚଳରେ ବିଦ୍ୟୁତ ଯୋଗାଣରେ ବ୍ୟାପକ ହେରଫେର ହୋଇଥିବା ନେଇ ଅଭିଯୋଗ ହେଉଛି। କେଉଁଠି ନିମ୍ନମାନର ବିଦ୍ୟୁତ୍ ଖୁଣ୍ଟ ଓ ଲାଇଟ୍ ବ୍ୟବହାର ହୋଇଥିବାରୁ ଅଚଳ…