ଆମ ଜିଲା ଖବର

ବରପଦା-ଆଗରପଡ଼ା ରାସ୍ତା ପୁନଃନିର୍ମାଣ ନ ହେଲେ ଆନ୍ଦୋଳନ

ବନ୍ତ,୨୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ବରପଦା-ଆଗରପଡ଼ା ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଆଗାମୀ ୧୫ ଦିନ ମଧ୍ୟରେ ଏହି ରାସ୍ତା ପୁନଃନିର୍ମାଣ କରାଯିବାକୁ ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କ୍ସବାଦୀ)…

7 years ago

ସ୍ବାୟତ ଶାସନ ଦିବସରେ ଖୋଲିବ ଆନନ୍ଦପୁର ଶିଶୁ ପାର୍କ

ଆନନ୍ଦପୁର,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ୭ ନଂ ଓ୍ବାର୍ଡ ବ୍ରିଜଛକଠାରେ ପାଖାପାଖି କୋଟିଏ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ଶିଶୁ ପାର୍କର ଲୋକାର୍ପଣ ଉତ୍ସବ…

7 years ago

ଏଆଇଟିୟୁସି ପକ୍ଷରୁ ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ: ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ବଡ଼ବିଲ,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଏଆଇଟିୟୁସି(ଅଖିଳ ଭାରତ ଟ୍ରେଡ୍‌ ୟୁନିୟନ କଂଗ୍ରେସ) ପକ୍ଷରୁ ବୁଧବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛିି। ଶ୍ରମିକମାନେ ଏକ ବିଶାଳ…

7 years ago

ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କରି ରାସ୍ତା ଅବରୋଧ : ବିଧାୟକଙ୍କ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ

ଜୟପୁର,୨୮।୮(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ଜାମୁଣ୍ଡା ଓ କଙ୍ଗା ପଞ୍ଚାୟତର ଶତାଧିକ ଚାଷୀ ବୁଧବାର ୨୬ନଂ. ଜାତୀୟ ରାଜପଥର କୁମୁଲିପୁଟଠାରେ ରାସ୍ତା ଅବରୋଧ କରିଛନ୍ତି ା…

7 years ago

ବେତନଟୀ ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଦୋଷୀ ଯୁବକଙ୍କୁ ଫାଶୀ

ବାରିପଦା ଅଫିସ,୨୮ା୮- ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ମୟୂରଭଞ୍ଜ ଅତିରିକ୍ତ ଜିଲା ଦୌରାଜଜ ବୁଧବାର ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ପ୍ରଦାନ କରିଛନ୍ତି।…

7 years ago

ହାଟଡ଼ିହୀ ଅଞ୍ଚଳର ୩ ପ୍ରମୁଖ ରାସ୍ତାର ଶିଳାନ୍ୟାସ କଲେ ବିଧାୟକ

ହାଟଡ଼ିହୀ,୨୮।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ତିନୋଟି ସ୍ଥାନରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ବୁଧବାର ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକର ଶିଳାନ୍ୟାସ କରିଛନ୍ତି। ଛେନାପଦିରୁ ପଞ୍ଚୁଗୋଛିଆ…

7 years ago

ନଗର ଉନ୍ନୟନ ମନ୍ତ୍ରୀଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତ, ଭାରତର ପ୍ରଥମ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାର କଲେ ଶୁଭାରମ୍ଭ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଇଣ୍ଟିଗ୍ରେଟେଡ୍‌ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମ୍‌ଏସ୍‌) ସମଗ୍ର ଭାରତରେ ପ୍ରଥମ। ଦିନିକିଆ ବ୍ରହ୍ମପୁର ଗସ୍ତରେ ଆସି…

7 years ago

ଆଜିଠାରୁ ‘ଜିନ ଓ୍ବା’ରୁ କଢ଼ାଯିବ ତେଲ, ଚିଲିକା ପ୍ରତି ବିପଦ ନାହିଁ: ମନ୍ତ୍ରୀ

ଚିଲିକା, ୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିଲିକା ନିକଟ ରାଜହଂସରେ ଫସିଯାଇଥିବା ମାଲେସୀୟା ଜାହାଜ ‘ଜିନ ଓ୍ବା’ରୁ ବୁଧବାରଠାରୁ ତେଲ କଢ଼ାଯିବା ଆରମ୍ଭ ହେବ। ଏହା ୩ରୁ ୪…

7 years ago

ଦବିଲା କାଠଯୋଡି ବ୍ରିଜ୍‌

କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍‌ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍‌ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍‌…

7 years ago

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା: ଗ୍ୟାଙ୍ଗ ଲିଡର ବାଲବଚା ଗିରଫ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଶାନ୍ତି ନଗରରେ ଗତ ୧୫ ତାରିଖରେ ୨ ଅପରାଧୀ ବାଲ୍‌ବଚା ଓ ଖଣ୍ଡି ଗୋଷ୍ଠୀ ମଧ୍ୟରେ ସଂଘର୍ଷ…

7 years ago