ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ…
ଭଦ୍ରକ ଅଫିସ, ୧୯।୪ - କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି।…
ଆରଡ଼ି, ୧୯।୪ (ଡି.ଏନ.ଏ.) - ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା…
ଫୁଲବାଣୀ ଅଫିସ, ୧୯ା୪-କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି| କନ୍ଧମାଳ ଲୋକ ସଭା ଅଧୀନ ୭ ବିଧାନସଭା ନିର୍ବାଚନମଣ୍ଡଳୀରେ ସନ୍ଧ୍ୟା ୫ଟା ସୁଦ୍ଧା…
ବ୍ରହ୍ମପୁର ଅଫିସ୍,୧୯ା୪-ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୬୩ନମ୍ବର ବୁଥ୍ରେ ଗୁରୁବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ସିଟି ହାଇସ୍କୁଲସ୍ଥିତ ବୁଥ୍ରେ ମତଦାନ ଗ୍ରହଣ କରାଯାଇଥିଲା। ଏହି…
ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ ଶତ୍ରୁତାରୁ…
ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) । ଘର ବଡ଼ବଜାର ଥାନା…
ବ୍ରହ୍ମପୁର ଅଫିସ,୧୯ା୪-ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଆସିକା ଲୋକ ସଭା ଆସନ ଓ ଏହା ଅଧୀନ ଖଲ୍ଲିକୋଟ, ପୋଲସରା, କବିସୂର୍ଯ୍ୟନଗର, ଆସିକା, ହିଞ୍ଜିଳି, ସାନଖେମୁଣ୍ଡି…
ସୋରଡ଼ା,୧୮।୪(ଡି.ଏନ୍.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ…
ଚନ୍ଦାହାଣ୍ଡି, ୧୮ା୪ (ଡି.ଏନ.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ମୋହରା ପଞ୍ଚାୟତ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମରେ କୃଷିଭିତ୍ତିକ ପର୍ବ ବିହନ ଛିନା ପାଳନ କରାଯାଇଛି । ଏହି ବ୍ଲକରେ…