ଗୋପ, ୨୭।୮(ଡି.ଏନ୍.ଏ.)-ପୂର୍ବ ଶତ୍ରୁତାରୁ ଜଣେ ମହିଳାଙ୍କ ଆକ୍ରମଣ ପରେ ତାଙ୍କୁ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ୨୨ ଦିନ ବିତିଥିଲେ ବି ପୋଲିସ ଅପରାଧୀଙ୍କୁ ଧରିବାରରେ ସକ୍ଷମ…
କୋଣାର୍କ, ୨୭।୮(ଡି.ଏନ.ଏ)-ବ୍ରିଟେନର ସ୍କଟଲାଣ୍ଡଠାରେ ଅବସ୍ଥାପିତ ଭାରତୀୟ କନ୍ସୁଲ ଜେନେରାଲ ହିତେଶ ରାଜପାଲ ମଙ୍ଗଳବାର ଅପରାହ୍ନରେ ସପରିବାର କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ରାଜପାଲ ପରିବାର ସହ ସୂର୍ଯ୍ୟମନ୍ଦିର…
ସୋନପୁର,୨୭।୮(ନି.ପ୍ର.): ଡକାୟତି ଉଦ୍ୟମ କରୁଥିବା ଏକ ଗ୍ୟାଙ୍ଗକୁ ଧରିଛି ସୋନପୁର ଟାଉନ ପୋଲିସ। ଏହି ଡକାୟତ ଗ୍ୟାଙ୍ଗର ୩ ଜଣ ଧରା ପଡିଥିବା ବେଳେ ଅନ୍ୟ ୨ଜଣ…
ରିଷିଡା,୨୭।୮(ଡି.ଏନ.ଏ.): ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଆଉ ୬ ଦିନ ରହିଲା । ନୂଆଁଖାଇ ପର୍ବ ପାଳନ କରିବା ପାଇଁ ଏବେଠୁ ଲୋକେ ନିଜକୁ ପ୍ରସ୍ତୁତ ଆରମ୍ଭ…
ଅନୁଗୋଳ ଅଫିସ, ୨୭।୮- ଅନୁଗୋଳର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ୨ରୁ ୩ ସେକେଣ୍ଡ ପାଇଁ ହୋଇଥିବା ଏହି ଭୂକମ୍ପରେ କ୍ଷୟକ୍ଷତି…
ବଇଣ୍ଡା,୨୭।୮(ଡି.ଏନ.ଏ.)-ଠାକୁରଗଡ଼ ଥାନା ନାକିଚି ରୋଡ ଛକ ନିକଟରେ ମଙ୍ଗଳବାର ସକାଳେ ପୋଲିସ ଚଢାଉ କରି ୧୫ ଲିଟର ଦେଶୀ ମଦ ଜବତ କରିବା ସହ ୨ ଜଣଙ୍କୁ…
ଦାରିଙ୍ଗବାଡ଼ି,୨୭।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ପ୍ରଥମ ଶ୍ରେଣୀ ବିଚାର ବିଭାଗ ବିଚାରପତି ଗଗନ ସାହୁଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ବିଚାର ବିଭାଗରେ କାର୍ଯ୍ୟରତ ସିଏଏସ୍ଆଇ ପବିତ୍ର ମୋହନ…
ଜଗନ୍ନାଥପ୍ରସାଦ,୨୭ା୮(ଡି.ଏନ.ଏ.)- ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ନାବାଳିକା(୧୫)ଙ୍କୁ ଅପହରଣ ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପାଙ୍କ ଅଭିଯୋଗକ୍ରମେ ପୋଲିସ ନଂ.୧୨୯/୧୯ରେ ଏକ ମାମଲା ରୁଜୁ କରି ଭଞ୍ଜନଗରର ଚିତ୍ତରଞ୍ଜନ…
ବୁଗୁଡ଼ା,୨୭ା୮(ଡି.ଏନ.ଏ.)- ବୁଗୁଡ଼ା ପିପୁଲସ୍ ହାଇସ୍କୁଲରେ ମଙ୍ଗଳବାର ମାଙ୍କଡ଼ମାନଙ୍କର ଉତ୍ପାତ ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି। ପୂର୍ବାହ୍ନ ୧୦ଟା ସମୟରେ ପ୍ରାର୍ଥନା ଆରମ୍ଭରେ ମାଙ୍କଡ଼ମାନେ ହଠାତ୍ ହତା ମଧ୍ୟରେ…
ବସ୍ତା, ୨୭।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ଲୁଟେରାଙ୍କ ଦୌରାତ୍ମ୍ୟ ଲୋକଙ୍କ ନିଦ ହଜାଇ ଦେଇଥିଲା। ଶେଷରେ ପୋଲିସ ୪ ବାଇକ୍ ଲୁଟେରାଙ୍କୁ କାବୁ କରିବାରେ ସକ୍ଷମ ହୋଇଛି।…