ଆମ ଜିଲା ଖବର

ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣା ଅର୍ଥ ଫେରାଇଲା ବ୍ୟାଙ୍କ

ଅନୁଗୋଳ ଅଫିସ୍‌, ୧୬ା୯: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣାରେ ସମ୍ପୃକ୍ତ ବ୍ୟାଙ୍କ ଟଙ୍କା ଫେରାଇଛି। ବ୍ୟାଙ୍କ ପକ୍ଷରୁ ୫୯ ଲକ୍ଷ ୪୧ହଜାର ୪୮୧ଟଙ୍କା ଆକାଉଣ୍ଟ…

7 years ago

ଲମ୍ବା ଧାଡ଼ି ଯୋଗୁ ଚିକିତ୍ସା ପାଇପାରିଲେନି; ଡାକ୍ତର ଦେଖିବା ପୂର୍ବରୁ ଶିଶୁ ମୃତ

ଅନୁଗୋଳ ଅଫିସ, ୧୬।୯: ଗୁରୁତର ଅବସ୍ଥାରେ ରବିବାର ମେଡିକାଲ ଆସିଥିବା ଜଣେ ଦେଢ ବର୍ଷର ଶିଶୁପୁତ୍ର ଚିକିତ୍ସା ପାଇ ନ ପାରିବାରୁ ତାହାର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।…

7 years ago

ସ୍କାନରରେ ଜିଲାପାଳ କାର୍ଯ୍ୟାଳୟ କର୍ମଚାରୀ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜିଲାପାଳଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ ଘଟଣାରେ ଗିରଫ ହୋଇଥିବା ସମ୍ପୃକ୍ତ ବ୍ୟାଙ୍କର ପୂର୍ବତନ ମ୍ୟାନେଜର ଶକ୍ତି ବେଦାନ୍ତଙ୍କ କାରନାମା…

7 years ago

ଜେଏସ୍‌ପିଏଲ ପାଳିଲା ଇଞ୍ଜିନିୟର୍ସ ଦିବସ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜେଏସ୍‌ପିଏଲ ପରିସରରେ ରବିବାର ଇଞ୍ଜିନିୟର୍ସ ଦିବସ ପାଳିତ ହୋଇଯାଇଛି। ଭାରତ ରତ୍ନ ତଥା ପ୍ରଖ୍ୟାତ ଇଞ୍ଜିନିୟର ଡଃ. ଏମ୍‌. ବିଶ୍ୱେସ୍ବରାୟଙ୍କ ଜନ୍ମ ବାର୍ଷିକୀ…

7 years ago

ମା’ଙ୍କ ପରେ ହାତ ଛାଡିଦେଲେ ବାପା; ବ୍ୟାଙ୍କ ବାରଣ୍ଡାରେ ୨ ଶିଶୁ

ବନ୍ତଳା,୧୬।୯(ଡି.ଏନ.ଏ.) ୨ ନୀରିହ ଶିଶୁଙ୍କୁ ଛାଡି ମା’ କେଉଁଆଡେ ପଳାଇଥିବାବେଳେ ଏବେ ହାତ ଛାଡିଦେଇଛନ୍ତି ବାପା। ଫଳରେ ସମବାୟ ବ୍ୟାଙ୍କ ବାରଣ୍ଡାରେ ୫ ଦିନ ହେଲା ଅସହାୟ ଅବସ୍ଥାରେ…

7 years ago

କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ

କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର ଜିଲା…

7 years ago

କୃଷି ଋଣ ହଡ଼ପ ଅଭିଯୋଗ: ଚାଷୀ ଥାନାର ଦ୍ୱାରସ୍ଥ

ଛେଣ୍ତିପଦା,୧୬।୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ଚାଙ୍ଗୁଡିଆ ସମବାୟ ସମିତିରେ ଚାଷୀଙ୍କ ଋଣ ଟଙ୍କା ହଡପ ହୋଇଥିବା ନେଇ ରବିବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ କେସ ନଂ.…

7 years ago

ମାଓବାଦୀ ଗଡରେ ମହିଳା ଜିଲାପାଳ; ସୁନାବେଡାବାସୀଙ୍କ ସବୁ ସମସ୍ୟା ବୁଝିଲେ

ନୂଆପଡା ଅଫିସ,୧୬ା୯: ନୂଆପଡା ଜିଲାର ମାଓବାଦୀଙ୍କ ଗଡ କୁହାଯାଉଥିବା ସୁନାବେଡା ଅଭୟାରଣ୍ୟରେ ଖୁବ କମ୍‌ ଅଧିକାରୀ ପାଦ ମାଡିଛନ୍ତି । ସେମାନେ ବି କଡା ସୁରକ୍ଷା ବ୍ୟବସ୍ଥା ଭିତରେ…

7 years ago

ସଚେତନତାରେ ପୋଲିସ, ଓକିଲ ସଂଘ କର୍ମକର୍ତ୍ତା ସାମିଲ; ହେଲମେଟ ପିନ୍ଧିବା ପାଇଁ ଏସ୍‌ପି ପରାମର୍ଶ ଦେଲେ

ନୂଆପଡା ଅଫିସ,୧୬ା୯ : ପରିବର୍ତ୍ତିତ ପରିବହନ ଅଧିନିୟମକୁ କଡାକଡି କାର୍ଯ୍ୟାନ୍ବୟନ କରିବା ପୂର୍ବରୁ ଲୋକଙ୍କ ମଧ୍ୟରେ ବ୍ୟାପକ ସଚେତନତା ଆଣିବାକୁ ଜିଲା ପୋଲିସ ଉଦ୍ୟମ ଆରମ୍ଭ କରିଛି।…

7 years ago

ଭାନୁ ପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ; ବାରିକ ଚ୍ୟାଲେଞ୍ଜର୍ସ ଉଦ୍ୟାନ ବନ୍ଧ ଚାମ୍ପିୟନ

କୋମନା,୧୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ମିନି ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଭାନୁପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଉଦ୍ୟାନବନ୍ଧ ବାରିକ…

7 years ago