ଆମ ଜିଲା ଖବର

ଭାନୁ ପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ; ବାରିକ ଚ୍ୟାଲେଞ୍ଜର୍ସ ଉଦ୍ୟାନ ବନ୍ଧ ଚାମ୍ପିୟନ

କୋମନା,୧୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ମିନି ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଭାନୁପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଉଦ୍ୟାନବନ୍ଧ ବାରିକ…

7 years ago

ଯାଦବ ସମାଜର ଜିଲାସ୍ତରୀୟ ବୈଠକ; ସମାଜର ସାଙ୍ଗଠନିକ ସମୀକ୍ଷା

ନୂଆପଡା ଅଫିସ,୧୬ା୯: ସ୍ଥାନୀୟ ଜିଲା ଯାଦବ ଭବନରେ ଯାଦବ ସମାଜର ଜିଲାସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହରେରାମ କଠାର ସଭାପତିତ୍ୱ କରିଥିବାବେଳେ ଜିଲା…

7 years ago

ମହାଲିଙ୍ଗା ମହାବିଦ୍ୟାଳୟଠାରେ ଗ୍ରାମପଞ୍ଚାୟତ ତରଫରୁ ଚରାରୋପଣ

ଗୋଲାମୁଣ୍ଡା/କେଗାଁ,୧୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗା ଗ୍ରାମପଞ୍ଚାୟତ ପକ୍ଷରୁ ସ୍ଥାନୀୟ ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଚରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରାମପଞ୍ଚାୟତ ସରପଞ୍ଚ ସୁଶାନ୍ତ…

7 years ago

ଅଜନା ରୋଗ୍‌ରେ କଲବଲ ହେଉଛନ୍‌ ଝି’ ସୁରେଖା; ଟଁକା ପଏସା ଅଭାବୁ ଭଗବାନ ଭରସାରେ ମା’ବାପ୍‌

ଭବାନୀପାଟଣା, ୧୬ା୯ (ଡି.ଏନ୍‌.ଏ.) ଅଜନା ରୋଗ୍‌ ପରଭାବରେ ଗୁଟେ ୫ ବଛ୍‌ରିଆ ଛୁଆର ପେଟ୍‌ ଆର ଶରୀର ଅସୁଆଭାବିକ ଭାବେ ବଢ଼୍‌ତେଲ ଯାଉଛେ। ଯେନ୍‌ଥିରଲାଗି ଅନେକ ସମିଆରେ…

7 years ago

ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

କଲମପୁର,୧୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ କଲମପୁର ମଣ୍ଡିଠାରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ ଜାତି…

7 years ago

ବିଦ୍ୟୁତ୍‌ ତାର ଛିଣ୍ଡି ଅଙ୍ଗନୱାଡି କର୍ମୀ ଜଳିଯିବା ଘଟଣା: ୫ ବର୍ଷ ପରେ ମୃତକଙ୍କ ପରିବାରକୁ ମିଳିଲା କ୍ଷତିପୂରଣ

ଭବାନୀପାଟଣା,୧୬।୯(ସ୍ବ.ପ୍ର.) କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପେନସୁର ଗ୍ରାମର ଦଶମିନା ମାଝି (୪୫) ଗତ ୨୦୧୪ ଅଗଷ୍ଟ ୧୩ ତାରିଖରେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ବରଣ କରିଥିଲେ।…

7 years ago

ବିପଦ୍‌ ଅବସ୍‌ତାରେ ପଁଚେତ୍‌ କୁଠା

ଲାଠୋର, ୧୬ା୯ (ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ ଅଫିସ କୁଠା ବିପଦ୍‌ ଅବସ୍‌ତାରେ ରହିଛେ। ହେଲେ ଇ କୁଠାର ମରାମତି କି…

7 years ago

ଭୁଶୁଡ଼ିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ପାଚେରି

ପୁରୀ ଅଫିସ,୧୬ା୯ : ବିପଦସଙ୍କୁଳ ଅବସ୍ଥାରେ ଥିବା ଇନ୍ଦ୍ରଦ୍ୟୁମ୍ନ ପୁଷ୍ପରିଣୀ ପାଚେରି ରବିବାର ଭୁଶୁଡ଼ି ପଡ଼ିଛି। ଏହା ସହ ପୋଖରୀର ଏକ ପାର୍ଶ୍ୱ ପାଚେରି ଦବିଯାଇଛି। ଦୀର୍ଘଦିନ…

7 years ago

ଦୁଖିକଁର ପିଛା ନାଇଁ ଛାଡ଼ବାର ଦୁଖ୍‌

ଲୋଇସିଂହା,୧୬।୯(ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗାଁର ଦୁଖି ପଧାନ(୪୫)।  ଟଁକା ପଏସା ଅଭାବୁ ମାଏକିନାର ପଥରୀ ରୋଗ୍‌ର ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ଫେର…

7 years ago

କ.ନୂଆଗାଁ ବ୍ଲକରେ ଅର୍ଥ ହେର୍‌ଫେର୍‌

ଫୁଲବାଣୀ ଅଫିସ, ୧୬ା୯-କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକରେ ୭୫ଲକ୍ଷ ଟଙ୍କାର ଦୁର୍ନୀତିକୁ ଏବେ ସବୁ କ୍ଷେତ୍ରରେ ଚପାଇ ଦିଆଯାଇଛି। ଯେଉଁମାନେ ଟଙ୍କା ହଡପ କରିଥିଲେ ସେମାନଙ୍କ ପାଖରୁ…

7 years ago