ଆମ ଜିଲା ଖବର

ନିୟମଗିରି ଅଞ୍ଚଳରେ ହାତୀ ଉପଦ୍ରବ: ଏକର ଏକର ଚାଷ ନଷ୍ଟ : କ୍ଷତିପୂରଣ ଦାବି

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନିୟମଗିରି ପାଦଦେଶରେ ଥିବା ଗାଁ ଗୁଡିକରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ହାତୀପଲ ଗାଁ ମୁହଁା ହୋଇ…

7 years ago

ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର

ମାଲକାନଗିରି,୧୩।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍‌ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ ଓମ୍‌ଲେଟ୍‌…

7 years ago

ବ୍ରହ୍ମପୁର ରେଳଷ୍ଟେଶନରେ ଦୀର୍ଘଦିନ ଧରି ପଡ଼ିରହିଛି ଏକ କାର୍‌: ଚିନ୍ତାରେ ପୋଲିସ, ଲୋକେ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍‌ଟିକୁ ସେଠାରୁ ନେଉ ନ…

7 years ago

ପୋକରା ଚାଉଳ ବଣ୍ଟନକୁ ନେଇ ଉତ୍ତେଜନା: ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ କଲେ ହିତାଧିକାରୀ

ଦାରିଙ୍ଗବାଡ଼ି,୧୩ା୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ସାଧାରଣ ବଣ୍ଟନ ଟଙ୍କିକିଆ ଚାଉଳ ପୋକରା ଥିବା ଅଭିଯୋଗ ହୋଇଛି। ଅତି ନିମ୍ନମାନର ଚାଉଳ…

7 years ago

ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦସ୍ତଖତ ଅଭିଯାନ

ଭଦ୍ରକ ଅଫିସ,୧୩।୯: ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଜିଲା ଯୁବ ଯାଦବ ସଂଗଠନ ପକ୍ଷରୁ ଦସ୍ତଖତ ଅଭିଯାନ ଆରମ୍ଭ ହୋଇଛି। ବନ୍ତ ଛକ ବସ୍‌ଷ୍ଟାଣ୍ଡ ନିକଟ…

7 years ago

ଲଗାଣ ବର୍ଷାରେ ଭାଙ୍ଗିଲା ଘର: ସରକାରୀ ସହାୟତା ଦାବି

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନି ଗାଁର ହୀରାମଣି ସେନାପତି (୩୭)ଙ୍କ ଘର ଗତ ରବିବାର ଲଗାଣ ବର୍ଷାରେ ଭାଙ୍ଗି ଯାଇଥିଲା। ଏ ନେଇ ତାଙ୍କୁ…

7 years ago

ହୀରାକୁଦ ଡ୍ୟାମ୍‌ରୁ ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରୁ ଶୁକ୍ରବାର ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ, ପ୍ରତି…

7 years ago

କାନ୍ଥ ଧସି ୧ ମୃତ, ୨ ଆହତ

ସମ୍ବଲପୁର, ୧୩।୯(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ମାଲିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଘରର କାନ୍ଥ ଧସି ଜଣଙ୍କ ମୃତ୍ୟୁ ଘଟିଥିବା…

7 years ago

ରେଳଧାରଣାରେ କଟି କର୍ମଚାରୀ ମୃତ

ବ୍ରହ୍ମପୁର ଅଫିସ,୧୩।୯: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ସରକାରୀ ରେଳବାଇ ଥାନା ଅନ୍ତର୍ଗତ ପୋଡ଼ାପଦର ରେଳଧାରଣାରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କାର୍ଯ୍ୟରତ ଜଣେ…

7 years ago

ହାଟଡ଼ିହୀ ବ୍ଲକରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ହାଟଡ଼ିହୀ,୧୩।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶାଳଣିଆ ପଞ୍ଚାୟତ ଏଲକଣିଆ ଗ୍ରାମରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛି। ସେ ହେଲେ ମୋହନ ବେହେରାଙ୍କ ପୁଅ ବାମଦେବ(୧୯)।…

7 years ago