ଢେଙ୍କାନାଳ ଅଫିସ, ୧୩।୯-ହାତୀ ଉପଦ୍ରବରେ ଅତିଷ୍ଠ ହୋଇପଡ଼ିଛନ୍ତି ପରଜଙ୍ଗ ବ୍ଲକବାସୀ। ଦୀର୍ଘ ୪ବର୍ଷ ହେଲା ଅଞ୍ଚଳରେ ହାତୀପଲ ଫସଲ ନଷ୍ଟ କରି ଚାଲିଛନ୍ତି। ଏଥିରେ ବ୍ୟାପକ ଧନଜୀବନ…
ଢେଙ୍କାନାଳ ଅଫିସ, ୧୩ା୯-ଢେଙ୍କାନାଳ ସଦର ବ୍ଲକ ପାଇକଦହିକୋର ଗ୍ରାମବାସୀ ନିଶା ବିରୋଧୀ ଆନ୍ଦୋଳନକୁ ତୀବ୍ର କରିଛନ୍ତି। ଗୁରୁବାର ଶତାଧିକ ମହିଳାପୁରୁଷ ଏକାଠି ହୋଇ ଗ୍ରାମ ନିକଟରେ ଥିବା…
ବଳଙ୍ଗା,୧୩ା୯(ଡି.ଏନ.ଏ)- ବଳଙ୍ଗା ଥାନା ଅନ୍ତର୍ଗତ ଭାଣପୁର ପଞ୍ଚାୟତ ଅଧୀନସ୍ଥ ଶାଳଜଙ୍ଗ ପ୍ରଧାନସାହି ମଶାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ୪ଜଣ ଯୁବକ ଡକାୟତି ଯୋଜନା କରୁଥିବାବେଳେ ପୋଲିସ…
ଢେଙ୍କାନାଳ ଅଫିସ, ୧୩ା୯-ସ୍ଥାନୀୟ ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁବାରଠାରୁ ସ୍ମାର୍ଟକ୍ଲାସ ଆରମ୍ଭ ହୋଇଛି। ଏହି ସ୍ମାର୍ଟକ୍ଲାସରେ ୯ମ ଓ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରମାନେ…
ଢେଙ୍କାନାଳ ଅଫିସ, ୧୩।୯-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଉଁରିଆପାଳ ଗ୍ରାମର ହିତାଧିକାରୀଙ୍କୁ ଖାଉଟି ସାମଗ୍ରୀ ପ୍ରଦାନରେ ଅନିୟମିତତା କରାଯାଉଥିବା ଅଭିଯୋଗ ହୋଇଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ…
ଡେଲାଙ୍ଗ,୧୩ା୯(ଡି.ଏନ୍.ଏ.): ଡେଲାଙ୍ଗ ଥାନା ଅନ୍ତର୍ଗତ ପଟଣପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅର କଟୁରି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ…
ଢେଙ୍କାନାଳ ଅଫିସ, ୧୩ା୯-ସଂଶୋଧିତ ମୋଟରଯାନ ନିୟମ ଲାଗୁ ହେବା ପରେ ଲାଇସେନ୍ସ ଆବେଦନ ପାଇଁ ଢେଙ୍କାନାଳ ଜିଲାରେ ବେଶ୍ ତପତ୍ରତା ପ୍ରକାଶ ପାଇଛି। ଜିଲା ସଦର ମହକୁମାରେ…
ଅନୁଗୋଳ ଅଫିସ, ୧୩।୯-ବଲ୍ସ ବ୍ରିଜ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଦିଲ୍ଲୀର ଗାଜିଆବାଦ ସ୍ଥିତ ଇନ୍ଦିରାପୁରମ ହାବିଟାଟ୍ ସେଣ୍ଟରରେ ଗତ ୮ ତାରିଖରେ ଆୟୋଜିତ ସମାବର୍ତ୍ତନ ଉତ୍ସବରେ ଶିକ୍ଷାବିତ୍…
କଣିହାଁ, ୧୩ା୯(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପର ଆଶପଣ୍ଡ ପାଉଁଶ ପାଣି ଯୋଗୁ ଅଞ୍ଚଳବାସୀ ନାନା ସମସ୍ୟା ଭୋଗୁଛନ୍ତି। ମଙ୍ଗଳବାର ରାତିରେ ଆଶପଣ୍ଡରୁ ପ୍ରବଳ…
ଅନୁଗୋଳ ଅଫିସ, ୧୩।୯-ଅନୁଗୋଳ କେନ୍ଦ୍ରୀୟ ପୂଜା ସମିତିର ଏକ ବୈଠକ ଗୁରୁବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଗାମୀ ଦୁର୍ଗାପୂଜା ଓ ମା’ ଲକ୍ଷ୍ମୀଙ୍କ…