ଆମ ଜିଲା ଖବର

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା

ବରଗଡ଼ ଅଫିସ୍‌/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ…

7 years ago

ବୃଦ୍ଧା ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ ଜେଲ

କାମାକ୍ଷାନଗର, ୧୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ କଣ୍ଟାପାଳ ଅଞ୍ଚଳର ବୃଦ୍ଧା ସହଚରୀ ମହନ୍ତ ହତ୍ୟାକାଣ୍ଡ ମାମଲାର ରାୟ ବୁଧବାର କାମାକ୍ଷାନଗର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)ଙ୍କ…

7 years ago

କାଟିଙ୍ଗିଆ ଶାଖା ଡାକଘରୁ ଲୁଟପାଟ ଅଭିଯୋଗ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୧୧।୯(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଶାଖା ଡାକଘରୁ ଲୁଟୁପାଟ ସହ ଆସବାବପତ୍ର ଓ ବିଭିନ୍ନ ଯାନ୍ତ୍ରୀକ ସାମଗ୍ରୀ ଭଙ୍ଗାରୁଜା ନେଇ ଥାନାରେ ଅଭିଯୋଗ ହୋଇଛି।…

7 years ago

୪ ମାସରେ ଦବିଲା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା

କଣାସ,୧୧।୯(ସ୍ବ.ପ୍ର.): କଣାସ ବ୍ଲକର ପ୍ରତିଟି ରାସ୍ତାଗୁଡିକର ମାଟି ନମନୀୟ ହୋଇଥିବାରୁ ରାସ୍ତା ସବୁ ଚିରସ୍ଥାୟୀ ହୋଇ ରହିପାରୁନି। ଫଳରେ ଅଧିକାଂଶ ସମୟରେ ରାସ୍ତା ସବୁ ଅଳ୍ପଦିନ ମଧ୍ୟରେ…

7 years ago

୩ ପଞ୍ଚାୟତର ୧୨ ଗ୍ରାମ ଜଳମଗ୍ନ: ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ, ତହସିଲଦାର

କଣାସ,୧୧।୯(ସ୍ବ.ପ୍ର./ଡି.ଏନ୍‌.ଏ.):  ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି।…

7 years ago

ବାମନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୧୧ା୯: ଶ୍ରୀମନ୍ଦିର ରତ୍ନସିଂହାସନରେ ବୁଧବାର ମହାପ୍ରଭୁ ଶ୍ରୀଜଗନ୍ନାଥ ବାମନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅପୂର୍ବ ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ…

7 years ago

ନଷ୍ଟ କରାଗଲା ଦେଶୀ ମଦ ଓ ପୋଚ

ଧରାକୋଟ,୧୧ା୯(ଡି.ଏନ.ଏ.): ଧରାକୋଟ ଥାନାଧିକାରୀ ସନ୍ତୋଷ କୁମାର ବେହେରା ସଦଳବଳ ଜଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମ ନିକଟସ୍ଥ ନାଳ ପାର୍ଶ୍ୱରେରେ ମଦ ରନ୍ଧା ଯାଉଥିବା ଖବର ପାଇ ବୁଧବାର…

7 years ago

ନିମାପଡ଼ାରେ ଜବରଦଖଲ ଉଚ୍ଛେଦ

ନିମାପଡ଼ା,୧୧ା୯(ଡି.ଏନ୍‌.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଡବ୍ଲ୍ୟୁ ପି(ସି) କେସ ନଂ. ୫୪୮୪/୧୯ ଅନୁଯାୟୀ ନିମାପଡ଼ା ରାଜସ୍ବ ବିଭାଗ ପକ୍ଷରୁ ବୁଧବାର ଦୋଳବେଦି ଛକରେ ଥିବା ସରକାରୀ ଜାଗାରୁ ଜବରଦଖଲ…

7 years ago

ଦୁର୍ବୃତ୍ତଙ୍କ ଆକ୍ରମଣରେ ତହଁର ପୂର୍ବତନ ସରପଞ୍ଚ ଗୁରୁତର

ଶେରଗଡ଼,୧୧ା୯(ଡି.ଏନ୍‌.ଏ.): ତହଁର ପୂର୍ବତନ ସରପଞ୍ଚ ପଦ୍ମ ଚରଣ ପାଢ଼ୀ ବୁଧବାର ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି। ପଦ୍ମଙ୍କ ପୁତୁରା ଏନେଇ ହିଞ୍ଜିଳି ଥାନାରେ ଏତଲା ଦେଇଛନ୍ତି। ପୋଲିସ…

7 years ago

ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି

ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା ଆରମ୍ଭ…

7 years ago