ଆମ ଜିଲା ଖବର

ବଜ୍ରପାତରେ ଜଣେ ମୃତ

ଆରଡ଼ି, ୧୮।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଗଡଗଡି ଗ୍ରାମର ସୁରେନ୍ଦ୍ର ସ୍ବାଇଁ (୫୬)ଙ୍କର ବଜ୍ରପାତରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ତାଙ୍କ…

7 years ago

ଲଘୁ ଖଣିଜ ଖାଦାନ ଉପରେ ୧୪୪ ଧାରା

ଉଦଳା/ଖୁଣ୍ଟା, ୧୮।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡ ଜଙ୍ଗଲ ଇଲାକାରେ ଚାଲିଥିବା ଚୋରା ଲଘୁ ଖଣିଜ ପଦାର୍ଥ ଉତ୍ତୋଳନ, ଚୋରା ଚାଲାଣ, ପଥର ବ୍ଲାଷ୍ଟିଂ ଅବୈଧ…

7 years ago

ଓହଳିପଡ଼ିଥିବା ବିଦ୍ୟୁତ୍‌ ତାର ନେଲା ଜୀବନ: ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତା ଅବରୋଧ

ଠାକୁରମୁଣ୍ଡା,୧୮।୮(ଡ଼ି. ଏନ.ଏ.) - ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ବିଭିନ୍ନ ସ୍ଥାନରେ ଓହଳି ରହିଥିବା ତାର ସଜଡ଼ା ଯାଉନାହିଁ। ଏଥିଲାଗି ଦୁର୍ଘଟଣା ଘଟି ଅକାଳରେ ଜୀବନ ଯାଉଛି।…

7 years ago

ବିଦ୍ୟୁତ୍‌ ଆଘାତରେ ୨ ଯୁବକ ମୃତ

ରସାଳପୁର, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ହିଡ଼ିଗଁାରେ ଶନିବାର ଅପରାହ୍ନରେ ବିଦ୍ୟୁତ୍‌ ଆଘାତ ଲାଗି ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ପ୍ରଦୀପ ଜେନା ଓ…

7 years ago

ଶବକୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଜଳେଶ୍ୱର, ୧୮ା୮-ଜଳେଶ୍ୱର ଥାନା ମଣିପାଟଣା ଗ୍ରାମର ଶିବ ଜେନାଙ୍କ ପୁଅ ସତ୍ୟବ୍ରତ ଜେନା(୨୮)ଙ୍କ ଶୁକ୍ରବାର ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ତାଙ୍କର ଶବ ବ୍ୟବଚ୍ଛେଦ ପରେ ଆମ୍ବୁଲାନ୍ସ…

7 years ago

ଯାତ୍ରା କଳାକାରଙ୍କୁ ହତ୍ୟା

ଭୋଗରାଇ, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଶୁକ୍ରବାର ମଧ୍ୟରାତ୍ରିରେ ଜଣେ ନିଶାଗ୍ରସ୍ତ ଯୁବକ ଯାତ୍ରା ପାର୍ଟିର ହାସ୍ୟ କଳାକାରଙ୍କୁ…

7 years ago

ନାବାଳିକାଙ୍କୁ ଅସଦାଚରଣ ମାମଲା : ଗିରଫ ଅଭିଯୁକ୍ତ କୋର୍ଟରୁ ଫେରାର

ରୂପ୍‌ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଞ୍ଚଳର ଏକ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଗିରଫ ହୋଇଥିବା ନିମାଇଁ ଦଳାଇ ନାମକ ଯୁବକ ଶନିବାର କୋର୍ଟ ପରିସରରେ…

7 years ago

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ବିବାହ କରିଥିବା ପ୍ରିୟତମା ପ୍ରଧାନ (୨୩)। ମୃତଦେହକୁ ପୋଲିସ ଜବତ…

7 years ago

ଧାନ ରୋଇବା ବେଳେ ବଜ୍ରପାତ, ମହିଳା ମୃତ

ପାତ୍ରପୁର,୧୭ା୮(ଡି.ଏନ.ଏ.): ଜରଡ଼ା ଥାନା ପାତ୍ରପୁର ବ୍ଲକ ଗୁଣ୍ଡ୍ରା ପଞ୍ଚାୟତ ରାଙ୍କୁଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ବିଲରେ କାମ କରୁଥିବା ଜଣେ ମହିଳା ଶ୍ରମିକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି।…

7 years ago

ବଜ୍ରପାତରେ ଚିଙ୍ଗୁଡି ଚାଷୀଙ୍କ ପ୍ରାଣଗଲା

ରୂପ୍‌ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ପରିଖି ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଚିଙ୍ଗୁଡି ଚାଷ କରୁଥିବା ପଞ୍ଚାନନ ରଣା (୬୨) ନାମକ ଚାଷୀଙ୍କ ଶୁକ୍ରବାର ବଜ୍ରପାତରେ…

7 years ago