କେନ୍ଦୁଝର,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତି ସଞ୍ଜୟ ସାହୁଙ୍କ ମୃତଦେହ ଶନିବାର ପୋଲିସ ତଡୁଆ ବାହାଳି ଜଙ୍ଗଲରୁ ଉଦ୍ଧାର କରିଛି। ପ୍ରକାଶ ଯେ,…
ଧରାକୋଟ,୧୭।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ତଉଗାଁ ପଞ୍ଚାୟତ ଅନ୍ତର୍ଗତ ବାହାଡ଼ାଗୁଡ଼ା ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଅଜଣା ଜନ୍ତୁ ଆକ୍ରମଣରେ ଗ୍ରାମର ଗଙ୍ଗା…
ବଲାଙ୍ଗୀର ଅଫିସ, ୧୭।୮: ବଲାଙ୍ଗୀର ଏମ୍ପି ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବଲାଙ୍ଗୀରରେ ସମାଜକର୍ମୀ ଲଳିତ କୁମାର ନାୟକ ଓ ତାଙ୍କ ସମର୍ଥକମାନେ ଶନିବାର ବିରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀ…
ଜି.ଉଦୟଗିରି,୧୭।୮(ଡି.ଏନ.ଏ.)-ଜି.ଉଦୟଗିରି ହସ୍ପିଟାଲରେ ଏକ ମୃତଦେହ ନେବାକୁ ନେଇ ମୃତକଙ୍କ ପରିବାର ଓ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଥିଲା। ମୃତଦେହକୁ କୌଣସି ଯାନରେ ନେବାକୁ ନ…
ଲୋଇସିଂହା,୧୭।୮(ଡି.ଏନ୍.ଏ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ତହସିଲର ସବରେଜିଷ୍ଟ୍ରି ଅଫିସର କିରାଣି ମେନାରାମ ବିଶିଙ୍କୁ ଲୋଇସିଂହା ତହସିଲକୁ ବଦଳି କରାଯାଇଥିଲା । ଶୁକ୍ରବାର ସେ ଲୋଇସିଂହା ତହସିଲରେ ଯୋଗଦାନ…
ଲୋଇସିଂହା,୧୭।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟାରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ଜଣେ ମହିଳାଙ୍କ ଠାରୁ ବରଗଡ଼ଜିଲା ବରପାଲି ପୋଲିସ ୨ଟି ଚୋରି ମୋବାଇଲ ଜବତ…
କେନ୍ଦୁଝର.୧୭।୮(ସ୍ବ.ପ୍ର.): ରବିବାରଠାରୁ ଆରମ୍ଭ ହେଉଛି ମା’ ମଙ୍ଗଳାଙ୍କ ଖୁଦୁରୁକୁଣୀ ଓଷା। ଭାଇର ଶୁଭ ମନାସି ଭଉଣୀମାନେ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା କରି ବ୍ରତ ରଖିଥାନ୍ତି। ଏ ନେଇ…
କେନ୍ଦୁଝର, ୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଶନିବାର ବେଆଇନ ଖଣି ଖନନ ନେଇ ଜରିମାନା ଦେଇ ନ ଥିବା ୩ ଖଣି ମାଲିକଙ୍କ ମାମଲାର ଚୂଡାନ୍ତ ଶୁଣାଣି…
ମାଲକାନଗିରି,୧୭।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ପଙ୍ଗାମ ନଦୀ ପୋଲ ସର୍ଭେ କରିବାକୁ ଯାଇଥିବା ବେଳେ ନଦୀକୁ ଜଣେ କର୍ମଚାରୀ ଖସି ପଡ଼ିଛନ୍ତି। ସେ ହେଲେ ସୌଭାଗ୍ୟ ମହାରଣା। ସୌଭାଗ୍ୟ…
ସମ୍ବଲପୁର, ୧୭।୮(ବ୍ୟୁରୋ): ସବୁ ନଦୀରେ ଜଳସ୍ତର କମିଛି। ବିଭିନ୍ନ ଅଞ୍ଚଳରୁ ପାଣି ଛାଡ଼ିଯାଇଛି। ଏ ନେଇ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଶନିବାର ସୂଚନା ଦେଇଛନ୍ତି।…