ଓଡ଼ଗାଁ,୧୭ା୮(ସ୍ବ.ପ୍ର.): ଓଡ଼ଗାଁ ଏନ୍ଏସି ଅନ୍ତର୍ଗତ ଧୋବା ସାହିରେ ଗୁରୁବାର ବିଳମ୍ବିତ ରାତିରେ କାନ୍ଥ ଭୁଶୁଡିବାରୁ ଗୋଟିଏ ପରିବାର ଭୟଭୀତ ଅବସ୍ଥାରେ ରହିଛନ୍ତି। ସୂଚନା ଅନୁସାରେ ଓଡ଼ଗାଁ ଏନ୍ଏସି…
ରଣପୁର, ୧୭।୮(ସ୍ବ.ପ୍ର.)-ନୟାଗଡ ଜିଲାର ରଣପୁର ସ୍ବାସ୍ଥ୍ୟକେନ୍ଦ୍ରର ନାମ ପରିବତ୍ତର୍ର୍ନ କରାଯାଇ ଶହୀଦ ରଘୁଦିବାକରଙ୍କ ନଁାରେ ରଖିବାକୁ ରଣପୁର ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ସତ୍ୟ…
ଗଣିଆ,୧୭।୮(ଡି.ଏନ.ଏ.)- ଛାଡିଯାଇଛି ବନ୍ୟାଜଳ ା ହେଲେ ଉଜୁଡିଯାଇଛି ଏକର ଏକର ଚାଷ ଜମି ା ଧୋଇଯାଇଛି ରାସ୍ତାଘାଟ ା ଫଳରେ ବହୁ ଚାଷୀ ଉଜୁଡା ଫସଲକୁ ଦେଖି…
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୧୭ା୮(ଡି.ଏନ.ଏ.)- ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଅଛି। ଛାତ୍ରୀଛାତ୍ର, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର…
୧୯୯୩ରେ ଭଦ୍ରକକୁ ମିଳିଥିଲା ଜିଲା ମାନ୍ୟତା । ଜିଲା ପୁନର୍ଗଠନକୁ ୨୬ ବର୍ଷ ବିତିଗଲାଣି। ଜିଲା ସଦର ମହକୁମାର ଭିତ୍ତିଭୂମି ବିକାଶ ଲାଗି କେତେକ ଯୋଜନା ହୋଇଥିଲେ…
କାଳିଆପାଣି,୧୭ା୮(ଡି.ଏନ୍.ଏ.)- ଖଣି ଅଞ୍ଚଳରେ କ୍ରୋମାଇଟ ପରିବହନକୁ ଶୁକ୍ରବାର କ୍ଷତିର ସମ୍ମୁଖୀନ ହେଉଥିବା ଶତାଧିକ ଟ୍ରକ୍ ମାଲିକଙ୍କୁ ନେଇ ଏକ ସାଧାରଣ ବୈଠକ ଅଶୋକଝରଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ବରୀ/ରତ୍ନଗିରି,୧୭ା୮(ସ୍ବ.ପ୍ର./ଡି.ଏନ.ଏ.): ବରୀ ଥାନା ଅଞ୍ଚଳରେ ଗୁରୁବାର ଜଣେ ନାବଳିକାଙ୍କୁ ବଳାତ୍କାର କରାଯାଇଛି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମାମଲା ନଂ-୧୯୪/୧୯ ରୁଜୁ କରିବା ସହ ଅଭିଯୁକ୍ତଙ୍କୁ…
ଯାଜପୁର ଅଫିସ,୧୭ା୮- କଳିଙ୍ଗନଗର ଭିସା ଷ୍ଟିଲ କାରଖାନା ଦ୍ୱାରା ଉକତ୍ଟ ବାୟୁ ଓ ଜଳ ପ୍ରଦୂଷଣ ପାଇଁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି) ପକ୍ଷରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ…
ଧର୍ମଶାଳା ୧୭ା୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ପ୍ରସସ୍ଥିକରଣ ପାଇଁ ଜାରକା ବଜାର ଉଭୟ ପାର୍ଶ୍ୱରେ ବେଆଇନ ଭାବେ ନିର୍ମିତ ଦୋକାନଗୁଡିକୁ ତହସିଲ ପକ୍ଷରୁ…
ପାରାଦୀପ, ୧୭ା୮ (ସ୍ବ.ପ୍ର.): ସମ୍ପ୍ରତି ସମଗ୍ର ଦେଶରେ ସରକାରୀ ଓ ବେସରକାରୀ ଭାବେ ସ୍ବଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ ଚାଲିଛି। ଏହାଦ୍ୱାରା ସମସ୍ତେ ନିଜ ଅଞ୍ଚଳରେ…