ଆମ ଜିଲା ଖବର

୩ ପୋଲିସ କର୍ମଚାରୀଙ୍କ ସମେତ ଭ୍ୟାନକୁ ଅଟକ ରଖିଲେ ଗ୍ରାମବାସୀ

ପାଟଣା, ୧୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାର ଭ୍ୟାନ ସମେତ ୩ ଜଣ ପୋଲିସ କର୍ମଚାରୀଙ୍କୁ ଟଭାସରୁଆ ଗ୍ରାମବାସୀ ଗୁରୁବାର ରାତିରେ ଅଟକ ରଖି ପୋଲିସ ବ୍ୟବସ୍ଥା ଉପରୁ…

7 years ago

ଜାତିପ୍ରଥା ପାଇଁ ମୃତଦେହ ୨ ଦିନ ଘରେ ପଡ଼ି ରହିଲା

ବାରିପଦା ଅଫିସ/ କୁଳିଅଣା,୧୬ା୮(ଡି.ଏନ୍‌.ଏ.)- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଜାତିପ୍ରଥାକୁ କେନ୍ଦ୍ରକରି ଜଣେ ମହିଳାଙ୍କ ମୃତଦେହ ୨ ଦିନ ଘରେ ପଡ଼ି ରହିବା ଭଳି ଅଭାବନୀୟ ଘଟଣା…

7 years ago

ଶ୍ରୀମନ୍ଦିରରେ ରାଖୀ ଲାଗି, ବଳଭଦ୍ର ଜନ୍ମ ନୀତି: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ

ପୁରୀ ଅଫିସ, ୧୬।୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି। ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ…

7 years ago

ମିଶନ ଆଶାଲୋକ ଅଭିଯାନର ଶୁଭାରମ୍ଭ: ୧୮ ମାନସିକ ବିକାରଗ୍ରସ୍ତ ପୁରୁଷ ଉଦ୍ଧାର

ପୁରୀ ଅଫିସ, ୧୬ା୮: ଅନେକ ମାନସିକ ବିକାରଗ୍ରସ୍ତ ରାସ୍ତାଘାଟରେ ଏଣେତେଣେ ବୁଲୁଥାନ୍ତିି। କେହି କେହି ଲୋକଙ୍କୁ ମାଗି ଖାଇଥାନ୍ତି ତ ଆଉ କେହି ଅଳିଆ ଆବର୍ଜନା ଗଦାରୁ…

7 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା, ୧୦ଜଣଙ୍କ ନାମରେ ମାମଲା

ମହାକାଳପଡ଼ା,୧୬।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଳିପାଳ ପଞ୍ଚାୟତ ବାଲିସାହି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଗୁରୁବାର ବିଳମ୍ବିତ ରାତିରେ…

7 years ago

ମହାନଦୀରେ ବନ୍ୟାଜଳ ପ୍ରବାହିତ, ୩ ବ୍ଲକର ଲୋକେ ଆତଙ୍କିତ

କେନ୍ଦ୍ରାପଡ଼ା ଅଫିସ,୧୬।୮: ମହାନଦୀରେ ବନ୍ୟାଜଳ ପ୍ରବାହିତ ହେତୁ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ ବ୍ଲକର ୩୦ରୁ ଊର୍ଦ୍ଧ୍ୱ ଗ୍ରାମରେ ପାଣି ପଶିଛି। ଏହି ସମସ୍ୟାର…

7 years ago

ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ ଘଟଣା: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମହୁଡ଼ା ଗ୍ରାମ ନିକଟ ଶେଖାଓ୍ବତ ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଦାଦାବଟି ଲାଗି କରାଯାଇଥିବା ଆକ୍ରମଣ ଘଟଣାରେ ଶୁକ୍ରବାର ଦିଗପହଣ୍ଡି ପୋଲିସ ୨ ଅଭିଯୁକ୍ତଙ୍କୁ…

7 years ago

କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌…

7 years ago

ଭାର୍ଗବୀ ନଦୀବନ୍ଧରେ ଘଳିଆ

ସାକ୍ଷୀଗୋପାଳ, ୧୬।୮(ଡି.ଏନ.ଏ.): ବଢି ପାଣି ଆସିବା ପରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳରେ ପ୍ରବାହିତ ଭାର୍ଗବୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇଛି। ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା…

7 years ago

ବଲାଙ୍ଗୀରରେ ବନ୍ୟା ବିତ୍ପାତକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା: ୧ ହଜାର କୋଟିର ସହାୟତା ଦାବି

ବଲାଙ୍ଗୀର ଅଫିସ,୧୬।୮: ବଲାଙ୍ଗୀର ଜିଲାର ବନ୍ୟା ବିତ୍ପାତକୁ ନେଇ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ବଲାଙ୍ଗୀର ଗସ୍ତରେ ଆସି ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ମହିଳା…

7 years ago