ବାଲିଗୁଡ଼ା,୧୬।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। କିଛିଦିନ…
ଜମନକିରା,୧୬।୮(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ଯୁବ ସଚେତନ ନାଗରିକ ସଂଘର କର୍ମକର୍ତ୍ତା ବିଭିନ୍ନ ସମସ୍ୟା ନେଇ ଗୁରୁବାର କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାୟକଙ୍କୁ ଭେଟି…
ଦିଗପହଣ୍ଡି/ପାଟପୁର,୧୬।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିପୁର ଗ୍ରାମ ନିକଟ ମୁହାଣ ନାଳରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ନିସ୍ତିପୁର ଗ୍ରାମ…
ରାଜନଗର,୧୬।୮(ଡି.ଏନ୍.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ସମାଗମ ହୋଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ। ୭ ଦିନ ଧରି ଏହି ଗଣନା…
ଶେରଗଡ଼,୧୫।୮(ଡି.ଏନ.ଏ.)-ଶେରଗଡ଼ ସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରରେ ଗୁରୁବାର ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଛାତ୍ରୀଛାତ୍ରମାନେ ରାଖୀ ଗୀତ ବୋଲିବା ପରେ ପରସ୍ପରକୁ ରାଖୀ ବାନ୍ଧି ମିଠା…
ସମ୍ବଲପୁର, ୧୫।୮(ବ୍ୟୁରୋ.): ହୀରାକୁଦ ଜଳଭଣ୍ଡାରରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୦ଟି ଗେଟ୍ ଖୋଲାଯାଇଛି। ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇବାରୁ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି।…
ଚନ୍ଦାହାଣ୍ଡି, ୧୫।୮(ଡି.ଏନ୍.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଯାଦବ ମାଝି ବାଳିକା ବିଦ୍ୟାଳୟରେ ଗୁରୁବାର ସ୍ବାଧୀନତା ଦିବସ ଓ ରକ୍ଷାବନ୍ଧନ ପାଳନ କରାଯାଇଛି। ବିଦ୍ୟାଳୟ ପୂର୍ବତନ ସମ୍ପାଦକ ତଥା…
ଚନ୍ଦାହାଣ୍ଡି, ୧୫।୮(ଡି.ଏନ୍.ଏ.)-ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସମସ୍ତେ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ମନେ ପକାଇଥାନ୍ତି। ଜାତୀୟ ପତାକା ଉତ୍ତୋଳନ ପରେ ସେମାନଙ୍କ ବଳିଦାନର କଥା ଚର୍ଚ୍ଚା ହୋଇଥାଏ। ଏହା…
ନନ୍ଦପୁର, ୧୫।୮(ଡି.ଏନ୍.ଏ.)-କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ନନ୍ଦପୁର ସଦର ମହକୁମାସ୍ଥିତ ସମସ୍ତ…
ଗୁମ୍ମା, ୧୫।୮-ଗୁମ୍ମା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଡିଓ ନଟବର ଗରଡ଼ା, ସଡିପିଓ ଅନିତା ରାଣୀ ପଟ୍ଟନାୟକ, ବ୍ଲକ…