ଆମ ଜିଲା ଖବର

ନିମ୍ନମାନର ଖାଦ୍ୟକୁ ବିରୋଧ କରି ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା

ବାରିପଦା ଅଫିସ,୮ା୯- ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ପ୍ରସୂତି, ଗର୍ଭବତୀ ଓ ଶିଶୁମାନଙ୍କୁ ବିଭିନ୍ନ ପ୍ରକାର ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ପ୍ରଦାନ…

7 years ago

ବିଜେଡିର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ ବୈଠକ: ‘ପରାଜୟର କାରଣ ଗୋଷ୍ଠୀ କନ୍ଦଳ’

ବାରିପଦା ଅଫିସ,୮ା୯- ସମଗ୍ର ରାଜ୍ୟରେ ବିଜୁ ଜନତା ଦଳ ନିର୍ବାଚନୀ ଫଳାଫଳ ଭଲ କରୁଥିବା ବେଳେ ମୟୂରଭଞ୍ଜ ଜିଲାରେ କିନ୍ତୁ ଓଲଟା। ଜିଲାରେ ତୃଣମୂଳସ୍ତରରେ ଭାଜପାର ସଙ୍ଗଠନ…

7 years ago

ଲୁଚିଯାଉଛି ପ୍ରତ୍ନବିଭବ

ଖଇରା, (ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ଗଁ। ମଝିରେ ରହିଛି ଏଭଳି ଏକ ପ୍ରାଚୀନ ମନ୍ଦିର, ଯାହାକୁ ବେଢ଼ିରହିଛି ଏକ ବରଗଛ। ବାହାରକୁ…

7 years ago

ନକଲି ମଦ କାରଖାନା ଠାବ, ୪ ଅଟକ

ଦିଗପହଣ୍ଡି,୭ା୯(ଡି.ଏନ୍‌.ଏ.)- ଦିଗପହଣ୍ଡି ପୋଲିସ ଶନିବାର ରାତି ପ୍ରାୟ ସାଢ଼େ ୯ଟାରେ କୈଠଖଣ୍ଡି ପଞ୍ଚାୟତ ବିରପାଟଣା ଗ୍ରାମ ନିକଟ ଏକ କୁକୁଡ଼ା ଫାର୍ମ ଭିତରେ ଚାଲିଥିବା ନକଲି ବିଦେଶୀ…

7 years ago

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର ଆହତ…

7 years ago

ନିଅଁ ଖୋଳା ଗାତରେ ପଡ଼ି ଦେଢ଼ବର୍ଷର ଶିଶୁମୃତ

କାମାକ୍ଷାନଗର,୭।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ଗ୍ରାମରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଘର ନିର୍ମାଣ ପାଇଁ ଖେଳାଯାଇଥିବା ନିଅଁ ଗାତରେ ପଡ଼ି ଜଣେ ଦେଢ଼ବର୍ଷର ଶିଶୁକନ୍ୟାଙ୍କ…

7 years ago

ସ୍କୁଟି ଚାଳିକାଙ୍କୁ ୧୩ ହଜାର ଜରିମାନା

ଭଦ୍ରକ ଅଫିସ, ୭।୯ - ଭଦ୍ରକ ବାଇପାସ୍‌ ୟୁନାନି ହସ୍ପିଟାଲ ରାସ୍ତାରେ ସ୍କୁଟି ଚଳାଉଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ୧୩ ହଜାର ଟଙ୍କା ଜରିମାନା ଦେବାକୁ ଜିଲା ପରିବହନ…

7 years ago

ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍‌ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି…

7 years ago

ଟ୍ରାଫିକ ନିୟମ କୋହଳ କରିବାକୁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବାଲେଶ୍ୱର ଅଫିସ, ୭।୯-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୋଦିତ ନୂତନ ସଂଶୋଧିତ ଟ୍ରାଫିକ ଜରିମାନା ବ୍ୟବସ୍ଥାକୁ ଛାତ୍ରୀଛାତ୍ରମାନଙ୍କ ପ୍ରତି କିଛି ପରିମାଣରେ କୋହଳ କରିବାକୁ ଦାବି କରାଯାଇଛି। ଏହି…

7 years ago

ଅଙ୍ଗନୱାଡ଼ି ଶିଶୁଙ୍କ ଜଳଖିଆରେ ପୋକ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି ଅଙ୍ଗନୱାଡ଼ି କେନ୍ଦ୍ର-୨ରେ ଶନିବାର ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବାରୁ ଉତ୍ତେଜନା ଦେଖାଦେଇଛି। ଏହି ଖବର ପ୍ରଚାରିତ ହେବା…

7 years ago