ଆମ ଜିଲା ଖବର

ପାରିବାରିକ ଅଶାନ୍ତି, ଅଧ୍ୟାପକଙ୍କ ଆତ୍ମହତ୍ୟା

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବିଡ଼ିପୁରସ୍ଥିତ ତେନ୍ତୁଳିଆ ଦେବସ୍ଥାନ ମହାବିଦ୍ୟାଳୟର ଇତିହାସ ବିଭାଗ ମୁଖ୍ୟ ଅଧ୍ୟାପକ ଡ. ପ୍ରଭାକର ମହାପାତ୍ର ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି।…

7 years ago

ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର

ଚନ୍ଦ୍ରଗିରି,୯।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ଜଣେ…

7 years ago

ସ୍ୟାଟ ଉଚ୍ଛେଦକୁ ଗଞ୍ଜାମ ଓକିଲ ସଂଘର ବିରୋଧ: କାର୍ଯ୍ୟରୁ ନିବୃତ୍ତ ରହିଲେ ଆଇନଜୀବୀ

ବ୍ରହ୍ମପୁର ଅଫିସ,୯।୮: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ (ସ୍ୟାଟ) ଉଚ୍ଛେଦ ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଆଇନଜୀବୀମାନେ କାର୍ଯ୍ୟରୁ ନିବୃତ୍ତ ରହିଛନ୍ତି। ଏ ନେଇ ଗଞ୍ଜାମ…

7 years ago

ସରକାରୀ ଯୋଜନା ସମ୍ପର୍କରେ ସଚେତନ କରିବ ଏଲ୍‌ଇଡି ଡିସ୍‌ପ୍ଲେ

ବ୍ରହ୍ମପୁର ଅଫିସ୍‌,୯।୮: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ(ଏମ୍‌କେସିଜି) ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟଠାରେ ଦୁଇଟି ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଶୁକ୍ରବାର ପୂର୍ବାହ୍ନରେ ଉଦ୍‌ଘାଟିତ ହୋଇଯାଇଛି । ରାଜ୍ୟ…

7 years ago

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଦାବିରେ ଆମରଣ ଅନଶନ

ବାସୁଦେବପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ପଞ୍ଚାୟତରୁ ବଦଳି ଦାବିରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସରପଞ୍ଚ…

7 years ago

ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା

ଧର୍ମଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି ଥିବା…

7 years ago

ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ…

7 years ago

ଚାଷଜମିରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବୌଦ୍ଧ,୯।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ମନମୁଣ୍ଡା କୁଣ୍ଡାମାଲ ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ସେ ହେଲେ ଉକ୍ତ ଗ୍ରାମର ଅଚ୍ୟୁତ ସୁନା।…

7 years ago

୬ ବଖରା ଜଳିଗଲା, ନଗଦ ୫୦ ହଜାର ଟଙ୍କା, ଆସବାବପତ୍ର ପୋଡ଼ି ପାଉଁଶ

ପଦ୍ମପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର…

7 years ago

‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ଉଦ୍‌ଘାଟିତ: ପାଷ୍ଟିକ୍‌, ପଲିଥିନ ଛାଡ଼, ଗୋପାଳପୁର ଓ ବେଳାଭୂମି ସୁନ୍ଦର ରହିବ : ଜିଲାପାଳ

ଗୋପାଳପୁର,୯।୮: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଭିନବ ପ୍ରୟାସରେ ‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ତଥା ବେଳାଭୂମି ସାମୂହିକ ସଫେଇ ଅଭିଯାନ ଆରମ୍ଭ ହୋଇଛି। ଶୁକ୍ରବାର ସକାଳେ…

7 years ago