ଛେଣ୍ଡିପଦା,୧ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଲକ୍ଷ୍ମୀ ବଜାରଠାରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ ତାଡ଼ି ଶନିବାର ରାତିରେ ଦୁର୍ବୃତ୍ତମାନେ ଟଙ୍କା ଲୁଟ୍ କରିଛନ୍ତି।…
ବାଲିଗୁଡା/ତୁମୁଡିବନ୍ଧ,୧ା୯(ଡି.ଏନ୍.ଏ)- ଗଣେଶ ପୂଜା ପାଇଁ ଚାରିଆଡେ ଚାଲିଛି ବ୍ୟାପକ ପ୍ରସ୍ତୁତି। ଧୁମ୍ଧାମରେ ପାଳନ କରିବାକୁ ଚାଲିଛି ପ୍ରତିଯୋଗିତା। ହେଲେ ଜବରଦସ୍ତ ଚାନ୍ଦା ଆଦାୟ ଗାଡି ଚାଳକଙ୍କୁ ଅସୁବିଧାରେ…
ଶେରଗଡ,୧ା୯(ଡି.ଏନ.ଏ.)- ଶେରଗଡ ପଞ୍ଚାୟତ ସମିତିସଭ୍ୟା ପଦବୀକୁ ନେଇ ବିବାଦ ଥମୁନି। ପରାଜିତ ପ୍ରାର୍ଥତ୍ନୀ ବିଜୟୀ ପ୍ରାର୍ଥତ୍ନୀଙ୍କ ନିର୍ବାଚନ ଲଢିବାକୁ ବୟସ ହୋଇ ନ ଥିବାରୁ ତାଙ୍କ ପଦବୀକୁ…
ଭଦ୍ରକ ଅଫିସ, ୧।୯- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଜନ୍ତୁଆଳି ଗ୍ରାମରେ ‘ଆମ ଗଁା ଆମ ବିକାଶ’ ଯୋଜନାରେ ୪ ଲକ୍ଷ ଟଙ୍କାର…
ଖୋର୍ଦ୍ଧା ଅଫିସ,୧।୯ :ଖୋର୍ଦ୍ଧା ଆଦର୍ଶ ଥାନା ଶିଳ୍ପାଞ୍ଚଳ ଫାଣ୍ଡିର ମୁକୁନ୍ଦପ୍ରସାଦ ଝରଟାଙ୍ଗିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଝରକା ଗ୍ରୀଲ ତାଡି ଶନିବାର ରାତିରେ କିଶୋର…
ରାଇସୁଆଁ,୧।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ସଦର ରେଞ୍ଜ ପୋଟଳ ଗାଁର ଜଣେ ବ୍ୟକ୍ତି ବାଇକ୍ରେ ଯାଉଥିବାବେଳେ ହାତୀପଲଙ୍କୁ ଦେଖି ଭୟଭୀତ ହୋଇ ଦ୍ରୁତ ଗତିରେ ପଳାଉଥିବାବେଳେ ଗାଡ଼ିଟି ଗଛରେ…
ଯୋଡ଼ା,୧।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜରିବାହାଲଠାରେ ଶନିବାର ଛାତ୍ରୀଛାତ୍ରଙ୍କ ଦ୍ୱାରା ହୋଇଥିବା ରାସ୍ତାରୋକୋ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…
କେସିଙ୍ଗା,୧।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି ହତ୍ୟା…
ମୁନିଗୁଡ଼ା,୧।୯(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଞ୍ଜ ଅଧୀନରେ ଦୀର୍ଘ ଏକ ମାସ ଧରି ହାତୀପଲ ବହୁ ଫସଲ ଓ ଘର ନଷ୍ଟ କରୁଥିବା ବେଳେ ଶନିବାର ରାତିରେ…