କୁଆମରା,୮ା୮(ଡି.ଏନ୍.ଏ.): ଆଦିବାସୀ ଅଧ୍ୟୁଷିତ ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ମାଙ୍କଡକେନ୍ଦା ଗ୍ରାମର ୧୧ ନମ୍ବର ୱାର୍ଡରେ କିଡିନୀ ରୋଗ ଆତଙ୍କ ଦେଖା ଦେଇଛି।…
ବାରିପଦା ଅଫିସ,୮।୮- ମୟୂରଭଞ୍ଜ ଜିଲାରେ ଥିବା ଆଦିବାସୀ ଓ ହରିଜନ ଛାତ୍ରୀଛାତ୍ରମାନଙ୍କ ଶିକ୍ଷା ଉଦ୍ଦେଶ୍ୟରେ ଆସୁଥିବା ଅନୁଦାନକୁ ଆତ୍ମସାତ କରାଯାଉଛି। ଏଭଳି ଅଭିଯୋଗ ଆଣି ମୟୂରଭଞ୍ଜ ରିଭୋଲ୍ୟୁସନାରୀ…
ବାରିପଦା ଅଫିସ,୮।୮- ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ଼ ଘେରା ମୟୂରଭଞ୍ଜ ଜିଲାର ଅପହଞ୍ଚ ଇଲାକାରୁ ପ୍ରତିଦିନ ଜିଲାପାଳଙ୍କ ନିକଟକୁ ଗୁହାରି କରିବା ପାଇଁ ଲୋକେ ଆସିଥାନ୍ତି। ମାତ୍ର…
ଜଗତ୍ସିଂହପୁର ଅଫିସ, ୭ା୮: ୨୦୧୪ ମସିହାରେ ଜଗତ୍ସିଂହପୁର ଜିଲା ରଘୁନାଥପୁର ଥାନା ଅନ୍ତର୍ଗତ ଗୋପାଳପୁର କୁମ୍ଭାର ସାହିର ସୁରେନ୍ଦ୍ର ବେହେରା (୫୫) ହତ୍ୟାକାଣ୍ଡ ମାମଲାର ରାୟ ପ୍ରକାଶ…
ମାଲକାନଗିରି/ଏମ୍.ଭି. ୭୯/ପଦ୍ମଗିରି/ଶିଖପାଲ୍ଲି/ପଡିଆ/କୋରୁକୋଣ୍ଡା, ୭ା୮(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ମଙ୍ଗଳବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର…
ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।…
ବଡବିଲ, ୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ ପ୍ଲାଣ୍ଟରୁ ଗତ ସୋମବାର ବିଳମ୍ବିତ ରାତିରେ ଲୌହ ସାମଗ୍ରୀ…
ଠାକୁରମୁଣ୍ଡା,୭ା୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଯଶିପୁର ବ୍ଲକ ଅନ୍ତର୍ଗତ…
ଲାଞ୍ଜିଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ଅଞ୍ଚଳରେ ସୋମବାରଠାରୁ ବର୍ତ୍ତମାନ ଯାଏଁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତା ଉପରେ ବର୍ଷାଜଳ…
ପାତ୍ରପୁର,୭।୮(ଡି.ଏନ୍.ଏ.)- ପାତ୍ରପୁର ବ୍ଲକ ତୁରୁବୁଡ଼ିଠାରେ ଥିବା ବାଘଲଟି ଜଳଭଣ୍ଡାରରେ ବୁଧବାର ଫସିଥିବା ୪ଜଣକୁ ଉଦ୍ଧାର କରିଛି ପାତ୍ରପୁର ଦମକଳ ବାହିନୀ। ସେମାନେ ହେଲେ ବେହେରାପୁଟୁ ଗ୍ରାମର ସବିତା…