ଆମ ଜିଲା ଖବର

ରବିବାର ସ୍କୁଲ, ସୋମବାର ଛୁଟି: ଦେଓଗାଁର ୨୭ ସ୍କୁଲରେ ଚାଲିଛି ଏଭଳି ବ୍ୟବସ୍ଥା

ଆନନ୍ଦପୁର, ୬।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅଧୀନ ଦେଓଗାଁ ପାଲଟିଛି ବିରଳ ଉଦାହରଣ। ଦେଓଗାଁ ସର୍କଲର ୨୭ଟି ପ୍ରାଥମିକ ବିଦ୍ୟାଳୟ ରବିବାର ଖୋଲା ରହୁଥିବା ବେଳେ…

7 years ago

କଣ୍ଟାବାଞ୍ଜି ତହସିଲ ଓ ସବ୍‌ ରେଜିଷ୍ଟ୍ରୀ ଅଫିସରେ ବ୍ୟାପକ ଲାଞ୍ଚ କାରବାର, ଦୁର୍ନୀତି ଅଭିଯୋଗ: ଓକିଲ ସଂଘର ଧାରଣା

କଣ୍ଟାବାଞ୍ଜି,୬।୮(ଡି.ଏନ୍‌.ଏ.): କଣ୍ଟାବାଞ୍ଜି ତହସିଲ ଓ ସବ୍‌ ରେଜିଷ୍ଟ୍ରୀ ଅଫିସରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଲାଞ୍ଚ କାରବାର ଓ ଦୁର୍ନୀତି ଅଭିଯୋଗ ନେଇ ସ୍ଥାନୀୟ ଓକିଲ ସଂଘ ପକ୍ଷରୁ ମଙ୍ଗଲବାର…

7 years ago

ରେଳଧାରଣାରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଟକ ରୋଡ଼, ୬।୮(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଧୀନ ହଠାତ କଲୋନୀ ନିକଟ ରେଳଧାରଣାରୁ ମଙ୍ଗଳବାର ଭୁବନେଶ୍ୱର ଜିଆର୍‌ପି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ…

7 years ago

ମହିଳାଙ୍କୁ ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜଣେ ମହିଳାଙ୍କୁ ଅସଦାଚରଣ ସହ ଗାଳିଗୁଲଜ ହୋଇଥିବା ଥାନାରେ ଅଭିଯାଗ ହୋଇଛି। ମହିଳାଙ୍କ ଏତଲା ଆଧାରରେ ଆଇଆଇସି ଗୌରାଙ୍ଗ…

7 years ago

ପାରଳା ମହାରାଜା ଇଞ୍ଜିନିୟରିଂ କଲେଜରେ ଗ୍ୟାସ୍‌ ଫାଟି ୩ ଛାତ୍ର ଆହତ

ବ୍ରହ୍ମପୁର ଅଫିସ, ୬।୮: ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍‌ ପାଇପ ଫାଟି ୩ ଛାତ୍ର ଆହତ ହୋଇଛନ୍ତି ।…

7 years ago

୧୪ କେଜି ଗଞ୍ଜେଇ ଜବତ: ୩ ଗିରଫ

କୋଟଗଡ଼, ୬।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ବାରଖମା-ରେବିଙ୍ଗିଆ ରାସ୍ତା ଗ୍ୟାସ୍‌ ଡିପୋ ନିକଟରେ ବାଲିଗୁଡ଼ା ପୋଲିସ ମଙ୍ଗଳବାର ଚଢ଼ାଉକରି ୧୪ କେଜି ୮୦୦ ଗ୍ରାମ୍‌ ଗଞ୍ଜେଇ…

7 years ago

କେଜିବିଭି ହଷ୍ଟେଲରେ ପାଣି ସମସ୍ୟା, ଛାତ୍ରୀଙ୍କୁ ଧମକଚମକ: ରାସ୍ତାକୁ ଓହ୍ଲାଇଲେ ଅନ୍ତେବାସିନୀ

ଲୋଇସିଂହା,୬।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା କସ୍ତୁରବା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟ(କେଜିବିଭି)ର ଅନ୍ତେବାସିନୀମାନେ ନାନା ସମସ୍ୟା ଦେଇ ଗତି କରୁଛନ୍ତି। ଏହାର ପ୍ରତିବାଦ କଲେ ସେମାନଙ୍କୁ ନାଲିଆଖି…

7 years ago

ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା

କୋରାପୁଟ,୬।୮(ସ୍ବ.ପ୍ର): କୋରାପୁଟଠାରେ ଗତ ଏପ୍ରିଲ ୨୭ ତାରିଖରେ ଏକ ସଡ଼କ ଦୁର୍ଘଟଣାରେ ସ୍ଥାନୀୟ ମିଶନ କମ୍ପାଉଣ୍ଡର ପ୍ରେମ ଖୋସଲାଙ୍କ ମୃତ୍ୟୁ ଘଟିଥିଲା। ତେବେ ମଙ୍ଗଳବାର ତାଙ୍କ ପରିବାରକୁ…

7 years ago

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିଲା କାନ୍ଥ: ୩ ପିଲା ଗୁରୁତର

କୋରୁକୋଣ୍ଡା, ୬।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସଦର ବାଲିସାଗରସାହିର ମନୋଜ ନାୟକଙ୍କ ଘର…

7 years ago

ଭରତପୁର କୋଇଲା ଖଣି ଦୁର୍ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ

ଅନୁଗୋଳ ଅଫିସ, ୬।୮: ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ତାଳଚେର ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ ଶ୍ରମିକଙ୍କ ପରିବାର ଓ ବିଧାୟକଙ୍କ ସହିତ ଜିଲା ପ୍ରଶାସନର…

7 years ago