କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର…
ବ୍ରହ୍ମପୁର ଅଫିସ,୨୧ା୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲାରେ ପାସ ହାର ୭୧.୮୫% ରହିଛି। ଜିଲାରେ ମୋଟ ୪୮ ହଜାର ୭୭୭…
କେନ୍ଦୁଝର, ୨୧।୫(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ୍ କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଟାଉନ ଥାନା ପୋଲିସ ହାତରେ ମଙ୍ଗଳବାର ଧରାପିଡ଼ିଛନ୍ତି। ସେ ହେଲେ…
ଅନୁଗୋଳ ଅଫିସ, ୨୧।୫ ହେମସୁରପଡ଼ା ଛକରେ ରବିବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ୯ ଜଣିଆ ଏକ ଗ୍ୟାଙ୍ଗକୁ କାବୁ କରିଛି ଅନୁଗୋଳ ପୋଲିସ। ଏମାନଙ୍କ…
ବଇଣ୍ଡା, ୨୧।୫(ଡି.ଏନ.ଏ.) ଲୋକଙ୍କୁ ମାଗଣାରେ ଜରୁରିକାଳୀନ ସେବା ଯୋଗାଇବାକୁ ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନା। ଏଥିପାଇଁ ଖର୍ଚ୍ଚ ହେଉଛି ବହୁ ଅର୍ଥ। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ…
ଢେଙ୍କାନାଳ ଅଫିସ,୨୧ା୫ ଢେଙ୍କାନାଳ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ସୋମବାର ଜିଲାର ଶତାଧିକ ଖବରଦାତା ସୂଚନା ଓ ଲୋକ…
ଢେଙ୍କାନାଳ ଅଫିସ,୨୧ା୫ଢେଙ୍କାନାଳ ସହରସ୍ଥିତ ମିନାବଜାର କୁମ୍ଭାରସାହିରେ ସୋମବାର ଅପରାହ୍ନ ପ୍ରାୟ ୨ଟାରେ ଦିନଜ ସାହୁ(୪୫)ଙ୍କ ଘରେ ବାଣ ବିସ୍ଫୋରଣ ହୋଇ ଛାତ ଫାଟିଯାଇଛି। ଏଥିସହ ଘର କାନ୍ଥ…
କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ରାଇକଳା ପଞ୍ଚାୟତ ସଣ୍ଡିଆପୋଷି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଭଦ୍ରୁ ନାଏକଙ୍କର ୩ଟି ଗାଈ ଏବଂ ଶରତ ନାଏକଙ୍କର…
ଚମ୍ପୁଆ/ଯୋଡ଼ା, ୨୧ା୫(ଡି.ଏନ୍.ଏ.): ଦିନକୁ ଦିନ ତାପମାତ୍ରା ବଢ଼ି ୪୧ ଡିଗ୍ରୀ ଅତିକ୍ରମ କରିସାରିଲାଣି। ଗୁଳୁଗୁଳି ସାଙ୍ଗକୁ ଟାଣଖରା ଏବେ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି। ପାରଦ ବୃଦ୍ଧି ଓ…
ପାଟଣା, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ଘଟିଛି। ତୁରୁମୁଙ୍ଗା ଅଞ୍ଚଳରେ ପ୍ରବଳ ବେଗରେ ପବନ ବହିବା…