ଆମ ଜିଲା ଖବର

ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କଲେ ଆର୍‌ଡିସି

ଶେରଗଡ଼,୨ା୮(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆପନ୍ନା ଆଓ ଶୁକ୍ରବାର ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ।…

7 years ago

ବିଷ ପିଆଇ ହତ୍ୟା ଅଭିଯୋଗ ପରେ ମାଟି ତଳୁ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିସ, ବରଗଡ଼ ଏସ୍‌ପିଙ୍କୁ ଭେଟିଲେ ପରିବାରଲୋକେ

ବରଗଡ଼ ଅଫିସ୍‌,୨।୮- ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଅମ୍ବାମୁଣ୍ଡା ଗ୍ରାମରେ ଜଣେ ବୃଦ୍ଧଙ୍କ ମୃତ୍ୟୁର ୩ ମାସ ପରେ ତାଙ୍କୁ ବିଷ ପିଆଇ…

7 years ago

ବରଗଡ଼ରେ ମାତିଛନ୍ତି ଚୋର: ଘରେ କେହି ନ ଥିବା ବେଳେ ନେଇଗଲେ ନଗଦ ଟଙ୍କା, ସୁନାଗହଣା; ଟାଉନ ଥାନା ପୋଲିସର ତନାଘନା

ବରଗଡ଼ ଅଫିସ୍‌,୨।୮- ବରଗଡ଼ ସହରରେ ଗତ କିଛିମାସ ହେଲା ଚୋରମାନେ ସକ୍ରିୟ ହୋଇପଡ଼ିଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ସହରରେ ଗୋଟିଏ ପରେ ଗୋଟିଏ ଚୋରି ଘଟୁଛି ।…

7 years ago

ସ୍ତ୍ରୀଙ୍କୁ ବାଡ଼େଇ ହତ୍ୟା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ବର୍ଷ ଜେଲ

ଯାଜପୁର ରୋଡ, ୨।୮(ନି.ପ୍ର.): ୨୦୧୫ ମସିହାରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ଦାନଗଦି ନୂଆଗାଁ ଗ୍ରାମର କୁନା ସିଂ ସ୍ତ୍ରୀ ରଜନୀ ମୁଣ୍ଡାଙ୍କୁ ବାଡେଇ ହତ୍ୟା କରିଥିଲେ।…

7 years ago

ମରୁଡ଼ି ବୀମାରାଶି ପାଇଲେନି ୨୦୮ ଚାଷୀ, ବ୍ୟାଙ୍କ ସମ୍ମୁଖରେ ଧାରଣା

ପରଜଙ୍ଗ, ୨।୮(ଡି.ଏନ୍‌.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ପରଜଙ୍ଗ ଶାଖା ଅଧୀନରେ ଥିବା ୧୦ଟି ସୋସାଇଟିରୁ ଋଣ ନେଇଥିବା ସହ ସହ ଚାଷୀ…

7 years ago

ଲଗାଣ ବର୍ଷା ଯୋଗୁ କୋରୁକୋଣ୍ଡା ଅଞ୍ଚଳର ଅନେକ ପୋଲ ଉପରେ ବର୍ଷା ଜଳ ପ୍ରବାହିତ

କୋରୁକୋଣ୍ଡା, (ଡି.ଏନ୍‌.ଏ.)୨।୭: ଗୁରୁବାର ରାତିରୁ ଲଗାଣ ବର୍ଷା ହେତୁ ମାଲକାନଗିରି ଜିଲା କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା…

7 years ago

କନଷ୍ଟେବଳଙ୍କୁ ଭ୍ୟାନ୍‌ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ

ପଦ୍ମପୁର, ୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ…

7 years ago

ଶାଳଗଣ୍ଡି ସହ ପିକ୍‌ଅପ୍‌ ଜବତ, ୩ ଗିରଫ

ଜମନକିରା,୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନଖଣ୍ଡସ୍ଥ ବଡ଼ରମା ରେଞ୍ଜ କାଣିବନ୍ଧଲି ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଏକ ପିକ୍‌ଅପ୍‌ ସହ ୬ ଖଣ୍ଡ…

7 years ago

ବସ, ବାଇକ ଦୁର୍ଘଟଣା: ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରତିଶ୍ରୁତି ପରେ ହଟିଲାରାଜପଥ ଅବରୋଧ

କୋରାପୁଟ,୨।୮(ସ୍ବ.ପ୍ର.): କୋରାପୁଟ ଉପକଣ୍ଠ ଆଇଆର୍‌ବି ବାଟାଲିୟନଠାରେ ଗୁରୁବାର ହୋଇଥିବା ବସ, ବାଇକ ଦୁର୍ଘଟଣାରେ ମୃତ ମନୋଜ ମହାନନ୍ଦିଆ ପରିବାରକୁ କ୍ଷତିପୂରଣ ଦାବିରେ ୨୬ ନଂ. ଜାତୀୟ ରାଜପଥ…

7 years ago

କୋରାପୁଟରେ ଟିଡିସିସି ମାଧ୍ୟମରେ ନିର୍ମାଣ ହେବ କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର

କୋରାପୁଟ,୨।୮(ସ୍ବ.ପ୍ର.): କୋରାପୁଟରେ କଫି ଚାଷ ପାଇଁ ଉପଯୁକ୍ତ ଜଳବାୟୁ ରହିଥିବାବେଳେ ଏହି ଚାଷକୁ ଅଧିକ ଲୋକାଭିମୁଖୀ ନେଇ ଜିଲା କଫି ଉନ୍ନୟନ ଟ୍ରଷ୍ଟର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ…

7 years ago