ଆମ ଜିଲା ଖବର

ଜିଆରଏସ୍‌ଙ୍କ ବିରୋଧରେ ସରପଞ୍ଚ, ସମିତି ସଭ୍ୟାଙ୍କ ଅଭିଯୋଗ

ଛତିଆ,୨।୮(ଡିଏନ୍‌ଏ)- ବଡଚଣା ପଞ୍ଚାୟତ ସମିତି ଅଧୀନ ସମିଆଁ ପଞ୍ଚାୟତର ଜଣେ ଜିଆର୍‌ଏସ୍‌ଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ସରପଞ୍ଚ ଓ ସମିତି ସଭ୍ୟ ଜିଲାପାଳ ରଞ୍ଜନ କୁମାର ଦାସଙ୍କ…

7 years ago

ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଜନ: ୧୧୭ କୋଟି ଖର୍ଚ୍ଚ ସତ୍ତ୍ୱେ ବଦଳୁନି ରାସ୍ତା ଅବସ୍ଥା

ଯାଜପୁର ଅଫିସ,୨|୮- ଯାଜପୁର ଜିଲାର ମୋଟ ୧୭୮୧ରୁ ୧୩୩ଟି ଗ୍ରାମକୁ ଅଦ୍ୟାବଧି ସଡ଼କ ସଂଯୋଗ ହୋଇପାରି ନାହିଁ। ଚଳିତ ବିଧାନସଭାର ତାରକା ଚିହ୍ନିତ ପ୍ରଶ୍ନସଂଖ୍ୟା ୧୯୬ର ଉତ୍ତରରେ…

7 years ago

୨୮ ମାସରେ ୭୨୮ ଶିଶୁ ଅପପୁଷ୍ଟିର ଶିକାର

ନୟାଗଡ଼ ଅଫିସ,୨ା୮: ଯାଜପୁର ଜିଲା ନଗଡ଼ାକୁ କେହି ଭୁଲି ପାରିନାହାନ୍ତି। ୨୦୧୬ରେ ନଗଡ଼ାର ଶିଶୁମାନେ ଅପପୁଷ୍ଟିର ଶିକାର ହେବା ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା।…

7 years ago

ଓଡ଼ଗାଁରୁ ଚୋରି ଗାଡ଼ି ରଣପୁରରୁ ଜବତ

ରଣପୁର,୨।୮ (ସ୍ବ.ପ୍ର.)-ନୟାଗଡ ଜିଲା ଓଡଗାଁ ଥାନା ଅଞ୍ଚଳରୁ ଗତ ଜୁଲାଇ ୩୦ ତାରିଖରେ ଚୋରି ହୋଇଥିବା ଏକ ବୋଲେରୋକୁ ରଣପୁର ପୋଲିସ ଗୁରୁବାର ରଣପୁର ଅନ୍ତର୍ଗତ ଅସୁରକୁମାରୀ…

7 years ago

ସୁବର୍ଣ୍ଣ ଚିତା ଲାଗି ହେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)- ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପରିଚିତ କଣ୍ଟିଲୋର ନୀଳମାଧବ ଜୀଉଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ଶ୍ରୀଜୀଉଙ୍କୁ ସୁବର୍ଣ୍ଣର ଚିତା ଲାଗି କରାଯାଇଥିଲା ା…

7 years ago

ମଞ୍ଜୁର ହେଲା ଅର୍ଥ, ବିଦ୍ୟାଳୟ ମରାମତି ନୋହିଲା

ଗଣିଆ,୨।୮(ଡି.ଏନ.ଏ.)-ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ଗଣିଆ ବ୍ଲକ ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାତ୍ୟାର ତିନି ମାସ ପରେ ବି ମରାମତି ହୋଇପାରିନି। ଏ ନେଇ…

7 years ago

ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

କୃଷ୍ଣପ୍ରସାଦ,୨ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସମନ୍ବିତ ଶିଶୁ ବିକାଶ ବିଭାଗ ତରଫରୁ ଗୁରୁବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି| କାର୍ଯ୍ୟକ୍ରମକୁ କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି…

7 years ago

ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାରେ ବିଳମ୍ବ: ଦୂଷିତ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)-ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ପଞ୍ଚାୟତସ୍ଥ ମାଧପୁର ଗ୍ରାମବାସୀ ପାନୀୟଜଳ ଅଭାବରୁ ବାଧ୍ୟହୋଇ ଦୂଷିତ ନଳକୂପ ପାଣି ବ୍ୟବହାର କରି ରୋଗାକ୍ରାନ୍ତ ହେଉଛନ୍ତି। ବିଶେଷ ଭାବେ ଗ୍ରାମର…

7 years ago

ସାମୁଦ୍ରିକ ଥାନା ଜଳ ସୀମାକୁ ନେଇ ଦ୍ୱନ୍ଦ୍ୱ

ପାରାଦୀପ,୨ା୮(ସ୍ବ.ପ୍ର.): ପାରାଦୀପରେ ଦୁଇଟି ସାମୁଦ୍ରିକ ଥାନା ରହିଛି। ଗୋଟିଏ ହେଲା ନେହେରୁ ବଙ୍ଗଳାରେ ଥିବା ସାମୁଦ୍ରିକ ଥାନା ଓ ଅନ୍ୟଟି ହେଲା ନୂଆ ବଜାରସ୍ଥିତ ଜଟାଧାର ମୁହାଣ…

7 years ago

ଶାରଳା ମନ୍ଦିର : ନିର୍ଦ୍ଦେଶ ମାନିଲେନି ଦୋକାନୀ, କାର୍ଯ୍ୟାନୁଷ୍ଠାନ ଶୂନ

ଜଗତ୍‌ସିଂହପୁର ଅଫିସ,୨ା୮: ଝଙ୍କଡ଼ବାସିନୀ ମା’ଶାରଳାଙ୍କ ପୀଠ ପରିସରରେ ପାର୍କିଂ ନିଲାମୀ ନେଇଥିବା ବ୍ୟକ୍ତି, ଭୋଗ ଓ ଦୀପ ଦୋକାନୀ ଦୀର୍ଘଦିନ ଧରି ରାଜସ୍ବ ଲୁଟି ଚାଲିଥିଲେ ସୁଦ୍ଧା…

7 years ago