ଆମ ଜିଲା ଖବର

ବନ ମହୋତ୍ସବରେ ଜିଲାପାଳଙ୍କ ପ୍ରତିଶ୍ରୁତି: ମାଝିସାହି ହେବ ଆଦର୍ଶ ଗ୍ରାମ

ଢେଙ୍କାନାଳ ଅଫିସ, ୨ା୮-ଢେଙ୍କାନାଳ ଜିଲା ସପ୍ତଶଯ୍ୟା ପଞ୍ଚାୟତ ଅଧୀନ ବଣଜଙ୍ଗଲ ଘେରା ମାଝିସାହି ଗ୍ରାମରେ ସଚେତନ ନାଗରିକ ଫୋରମ୍‌ ପକ୍ଷରୁ ଗୁରୁବାର ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

7 years ago

ଚାବି ହଜିଲେ ଖୋଜାପଡ଼ନ୍ତି ଯଶୋବନ୍ତ

ଘର ଉତ୍ତରପ୍ରଦେଶ। କିନ୍ତୁ ତାଙ୍କ ପରିଚୟ ରହିଛି ନାଲ୍‌କୋ ଅଞ୍ଚଳରେ। ଜଣେ ଭଲ ଚାବି କାରିଗର ଭାବେ ବର୍ଷ ବର୍ଷ ଧରି ସେ ଏଠାରେ କାର୍ଯ୍ୟ କରିଆସୁଛନ୍ତି।…

7 years ago

ବିସିସି ବ୍ୟାଙ୍କ କୃଷିଋଣ ପ୍ରଦାନ କରିଛି ୨୦୭.୧୭ କୋଟି

ବ୍ରହ୍ମପୁର ଅଫିସ,୨ା୮- ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପକ୍ଷରୁ ଚଳିତ ବର୍ଷ ଖରିଫ ଧାନ ଚାଷ ନିମନ୍ତେ କୃଷିଋଣ ପ୍ରଦାନ ଜୁଲାଇ ୩୧ରେ ଶେଷ ହୋଇଛି…

7 years ago

କବିସୂର୍ଯ୍ୟନଗର ବ୍ଲକ ପିଇଓ ନିଲମ୍ବିତ

ଛତ୍ରପୁର,୨ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ) ଡି. ସନ୍ତୋଷ ପ୍ରଧାନଙ୍କୁ ଗଞ୍ଜାମ ଜିଲାପାଳ ବୁଧବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ମଦ୍ୟପାନ କରି…

7 years ago

ବନ୍ଧୁକ ଦେଖାଇ ମହିଳା ଏଜେଣ୍ଟଙ୍କଠାରୁ ଲୁଟ୍‌

ଆସିକା,୨ା୮(ଡି.ଏନ୍‌.ଏ.)- ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଭେଟନଈ ପଲ୍ଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ ମହିଳା ଏଜେଣ୍ଟଙ୍କଠାରୁ ଲୁଟ…

7 years ago

ଅଟୋରେ ପ୍ରସବ କଲେ ମହିଳା

ଫିରିଙ୍ଗିଆ, ୨ା୮- ଯାତାୟାତ ସୁବିଧା ନାହିଁ। ଆମ୍ବୁଲାନ୍ସ ଯାଇ ପାରିଲା ନାହିଁ। ଫଳରେ ଜଣେ ଆସନ୍ନ ପ୍ରସବାଙ୍କୁ ଅଟୋରେ ଆଣିବାବେଳେ ସେଥିରେ ସେ ପୁତ୍ର ସନ୍ତାନ ଜନ୍ମ…

7 years ago

୪ ନକଲି ଖବରଦାତା ଗିରଫ

କୁକୁଡ଼ାଖଣ୍ଡି,୨ା୮(ଡି.ଏନ.ଏ.)- ଆଙ୍କୁଶପୁର ସଦର ଥାନା ପୋଲିସ ଗୁରୁବାର ମଧ୍ୟାହ୍ନରେ ୪ ନକଲି ଖବରଦାତାଙ୍କୁ ଗିରଫ କରିଛି। ନଂ.୧୯୦/୧୯ରେ ମାମଲା ରୁଜୁ କରି ସନ୍ଧ୍ୟାରେ ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି।…

7 years ago

କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ : କାର୍ଯ୍ୟକ୍ଷମ ହେଲା ଶିଶୁ ଆଇସିୟୁ

ଫୁଲବାଣୀ ଅଫିସ,୨ା୮- କନ୍ଧମାଳ ଜିଲାବାସୀଙ୍କ ପାଇଁ ଖୁସି ଖବର। ଏଣିକି ଗୁରୁତର ଶିଶୁଙ୍କୁ ଆଉ ଚିକିତ୍ସା ପାଇଁ କଟକ କିମ୍ବା ବ୍ରହ୍ମପୁର ନେବାକୁ ପଡିବ ନାହିଁ। ଜନ୍ମ…

7 years ago

ଆବଶ୍ୟକତା ଠାରୁ କମ ବର୍ଷା: ଖରିଫ ଚାଷ କ୍ଷତିଗ୍ରସ୍ତ; ଚିନ୍ତାରେ ଚାଷୀ

ଝୁମ୍ପୁରା, ୨।୮ (ଡି.ଏନ.ଏ.)-ଆବଶ୍ୟକତାଠାରୁ ବର୍ଷାର ପରିମାଣ ଖୁବ କମ ରହିଥିବାରୁ ଝୁମ୍ପୁରା ବ୍ଲକରେ ଖରିଫ ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଝୁମ୍ପୁରା ବ୍ଲକର ୨୨ଟି…

7 years ago

ପ୍ରହସନ ପାଲଟିଛି ୧୦୮ ଆମ୍ବୁଲାନ୍ସ ସେବା

ଆନନ୍ଦପୁର, ୨। ୮(ସ୍ବ.ପ୍ର.)- ରୋଗୀମାନଙ୍କୁ ମାଗଣାରେ ଚିକିତ୍ସାଳୟ ନେବା ପାଇଁ ସରକାର ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ଶତ ପ୍ରତିଶତ ଆମ୍ବୁଲାନ୍ସ ସେବା ବିଫଳତାର ନମୁନା ଏବେ…

7 years ago