ଆମ ଜିଲା ଖବର

୧୧ କେଭି ବିଦ୍ୟୁତତାର ଲାଗି ଜଣକ ଜୀବନଗଲା

ଶେରଗଡ଼,୧।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋବିନ୍ଦପୁର ବାଲିସାହି ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ୧୧କେଭି ତାର ଲାଗି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସେ ହେଲେ…

7 years ago

ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାସୁଦେବପୁର,୧।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବରଣ୍ଡୁଆ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବରଣ୍ଡୁଆ ସେବା ସମବାୟ ସମିତିର ସଭାପତି ନଗେନ୍ଦ୍ର ବିଶ୍ୱାଳଙ୍କ ବାସଭବନରେ ଗୁରୁବାର ସକାଳେ…

7 years ago

ବିଦ୍ୟାଳୟ ନଳକୂପ ଭାଙ୍ଗିଲେ ଦୁର୍ବୃତ୍ତ : ମଧ୍ୟାହ୍ନଭୋଜନ ରନ୍ଧନ ପାଇଁ ମିଳୁନି ପାଣି, ଛାତ୍ରୀଛାତ୍ର ହନ୍ତସନ୍ତ

ବନ୍ତ,୧।୮(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଶିକ୍ଷା ସର୍କଲ ଅନ୍ତର୍ଗତ କଳାପାହାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପକୁ ବୁଧବାର ରାତିରେ କେହି ଦୁର୍ବୃତ୍ତ…

7 years ago

ନାଲକୋ ପ୍ଲାଣ୍ଟରେ ପୋଡ଼ି ହୋଇଯାଇଥିବା ଶ୍ରମିକଙ୍କ ମୃତ୍ୟୁ

ଅନୁଗୋଳ ଅଫିସ,୧।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ ପରିସରରେ ଗତ୨୩ ତାରିଖରେ ଏକ ଦୁର୍ଘଟଣାରେ ଆହତ ହୋଇଥିବା ଶ୍ରମିକଙ୍କ ଗୁରୁବାର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୪ଜଣ ଶ୍ରମିକ…

7 years ago

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ…

7 years ago

ପୁରୀରେ ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ

ପୁରୀ ଅଫିସ, ୧।୮: ପୁରୀ ସହରରେ ରହିଛି ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟ ଏକ ପରିତ୍ୟକ୍ତ ଘରେ ପଡ଼ିରହିଛି ଏହି…

7 years ago

ଜଗତ୍‌ସିଂହପୁର ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୧୨୬ ବିଦ୍ୟାଳୟରେ ନାହାନ୍ତି ପ୍ରଧାନଶିକ୍ଷକ

ଜଗତ୍‌ସିଂହପୁର ଅଫିସ,୧ା୮: ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଥିବା ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ବାସ୍ତବରେ ସରକାରୀ ଉଦାସୀନତା ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରୋତ୍ସାହନ…

7 years ago

ଅପରେଶନ ପରୀ: ୨ ନାବାଳିକା ଉଦ୍ଧାର

ପାରାଦୀପ,୧ା୮(ସ୍ବ.ପ୍ର.): ଅପରେଶନ ପରୀ ମାଧ୍ୟମରେ ପାରାଦୀପ ଆଦର୍ଶ ଥାନା ଓ ଅଭୟଚାନ୍ଦପୁର ଥାନା ଅଞ୍ଚଳରୁ ପୋଲିସ ୨ ନାବାଳିକାଙ୍କୁ ଉଦ୍ଧାର କରିଛି। ଏଥିସହିତ ସେମାନଙ୍କୁ ଅପହରଣ କରିଥିବା…

7 years ago

ଡ୍ରେନ୍‌ ପାଲିଟିଛି ମଶାଙ୍କ ଆବାସସ୍ଥଳୀ

ଏରସମା,୧ା୮(ସ୍ବ.ପ୍ର.): ଏରସମା ବ୍ଲକ ସଦରମହକୁମାସ୍ଥିତ ଡ୍ରେନ ଗୁଡ଼ିକ ଦୀର୍ଘ ଦିନ ହେବା ସଫା କରାଯାଉ ନାହିଁ। ଫଳରେ ତାହା ବର୍ତ୍ତମାନ ଏଡିସ୍‌ ମଶାଙ୍କ ଆବାସସ୍ଥଳୀ ପାଲଟିଛି। ଏଥିସହିତ…

7 years ago

ରସୁଲପୁର ବ୍ଲକ ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ

ରସୁଲପୁର,୧।୮(ଡି.ଏନ୍‌.ଏ.): ଯାଜପୁର ଜିଲାପାଳ ରଞ୍ଜନକୁମାର ଦାସ ବୁଧବାର ପୂର୍ବାହ୍ନରେ ରସୁଲପୁର ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାପାଳ ଦାସ ଧର୍ମଶାଳା ବ୍ଲକ ଜାରକା ବଜାରସ୍ଥିତ…

7 years ago