ଆମ ଜିଲା ଖବର

ବନ୍ଧରୁ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ରଣପୁର,୩୧।୭(ଡି.ଏନ୍‌.ଏ.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ମଙ୍ଗଳବାର ସୁନାଖଳା ଫାଣ୍ଡି ଅନ୍ତର୍ଗତ ତଳକଣି ଗ୍ରାମ ମୁଣ୍ଡରେ ଥିବା ବନ୍ଧରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି।…

7 years ago

କେଳୁଣୀ ମୁହାଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତାରେ ୪ଫୁଟର ପାଣି

କାକଟପୁର, ୩୧।୭(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ…

7 years ago

ଶ୍ରୀମନ୍ଦିର ସୂଚନା କେନ୍ଦ୍ର ହେବ ଯାତ୍ରୀ ସହାୟତା କେନ୍ଦ୍ର

ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର…

7 years ago

ମାଓବାଦୀଙ୍କ ଶହୀଦ ସପ୍ତାହ : ଲାଗିଲା ମାଓ ପୋଷ୍ଟର, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୩୧।୭(ଡି.ଏନ.ଏ): ମାଓବାଦୀଙ୍କ ଶହୀଦ ସପ୍ତାହର ଚତୁର୍ଥ ଦିନ ଅର୍ଥାତ ବୁଧବାର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅନ୍ତର୍ଗତ ସିମନବାଡ଼ିର ଏକ ଦୋକାନ ସମ୍ମୁଖରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି।…

7 years ago

ଜଟଣୀ ଆଇଓସିଏଲ୍‌ ଟର୍ମିନାଲରେ ମକ୍‌ଡ୍ରିଲ୍‌ : ଖୋର୍ଦ୍ଧା, ବ୍ରହ୍ମପୁର, ପାରାଦୀପରେ ହେବ ପ୍ରକଳ୍ପ

ଜଟଣୀ, ୩୧ା୭ (ଡି.ଏନ.ଏ.): ପାରାଦୀପରେ ଏଲ୍‌ପିଜି ଇମ୍‌ପୋର୍ଟ ଟର୍ମିନାଲ,ଖୋର୍ଦ୍ଧାରେ ଏଲ୍‌ପିଜି ବଟ୍‌ଲିଂ ପ୍ଲାଣ୍ଟ, ବ୍ରହ୍ମପୁରରେ ଅନ୍ୟ ତୈଳ କମ୍ପାନୀ ସହ ମିଶି ଡିପୋ ଟର୍ମିନାଲ ସ୍ଥାପନ ହେବାକୁ…

7 years ago

ସତ ହେଲା ଧରିତ୍ରୀ ଆଶଙ୍କା: ୬ ଡିଏସ୍‌ପିଙ୍କ ବଦଳି, ଭୁବନେଶ୍ୱର ଫେରିଲେ ଅନୁପ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଗତ ନିର୍ବାଚନକୁ ଆଖି ଆଗରେ ରଖି ଓ ଆଇନ ସୁରକ୍ଷାକୁ ନଜର କରି ରାଜ୍ୟ ସରକାର କେତେକ ପୋଲିସ ଅଧିକାରଙ୍କୁ ଅଚାନକ ବଦଳି କରି ଦେଇଥିଲେ।…

7 years ago

ମଞ୍ଚେଶ୍ୱର ଥାନାଞ୍ଚଳ ପାଲଟିଛି ଲୁଟେରାଙ୍କ ସୁରକ୍ଷିତ ଜୋନ୍‌:୧୬ ଘଣ୍ଟାରେ ୩ ବଡ଼ ଲୁଟ୍‌, ଡକାୟତି

ରାଜଧାନୀରେ ପୁଣି ମାତିଲେ ଲୁଟେରା। ଏଥର ମଞ୍ଚେଶ୍ୱର ଥାନାଞ୍ଚଳରେ ଦିନ ତମାମ ଖେଳାଇଛନ୍ତି ଆତଙ୍କ। କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରି ୧୬ ଘଣ୍ଟାରେ ଘଟାଇଛନ୍ତି ୩ ବଡ଼…

7 years ago

କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ପାଇଁ ମିଳୁନି ଦୃଢ଼ ପ୍ରମାଣ

କଟକ ଅଫିସ,୩୧।୭: ଗୋଟିଏ ଦିନରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣାର ସନ୍ଦିଗ୍ଧ ଅଭିଯୁକ୍ତ ଏବେ ପୋଲିସ କବ୍‌ଜାରେ ରହିଛନ୍ତି। ସୋମବାର ପୂର୍ବାହ୍ନରେ ସନ୍ଦିଗ୍ଧ ନାରାୟଣ ସାହୁଙ୍କୁ ପୋଲିସ…

7 years ago

କଟକରେ ପୁଣି ବ୍ୟାପିଲା ଜଣ୍ଡିସ

କଟକ ଅଫିସ, ୩୧ା୭: କଟକ ସହରରେ ପୁଣି ଜଣ୍ଡିସ ବ୍ୟାପିଛି। ୨୫ନମ୍ବର ୱାର୍ଡ ଅଧୀନ ଆଖଡ଼ାଗଳିର ଏ.ଜମାଦଙ୍କ ସମେତ କେଶରପୁର ଅଞ୍ଚଳରେ ଅନେକ ଲୋକ ଜଣ୍ଡିସରେ ଆକ୍ରାନ୍ତ…

7 years ago

ସ୍ମାର୍ଟ ଫେରିବାଲା: ସୁଟ୍‌ ବୁଟ୍‌ ପିନ୍ଧା ବହି ବିକାଳି ଗିରଫ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ କେତେକ…

7 years ago