ଆମ ଜିଲା ଖବର

ପୂର୍ବତନ ଜିଲା ଶ୍ରମ ଅଧିକାରୀଙ୍କୁ ୩ ବର୍ଷ ଜେଲ୍‌ଦଣ୍ଡ

ବାରିପଦା ଅଫିସ,୩୦ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ସ୍ପେଶାଲ ଜଜ (ଭିଜିଲାନ୍ସ) ବେଣୁଧର ପାତ୍ର ମଙ୍ଗଳବାର ଏକ ଲାଞ୍ଚ ମାମଲାର ବିଚାର କରି ଦୋଷୀଙ୍କୁ ୩ ବର୍ଷ…

7 years ago

ତ୍ରିପାକ୍ଷିକ ଆଲୋଚନା ପରେ ସଫେଇ କର୍ମଚାରୀଙ୍କ ଧର୍ମଘଟ ପ୍ରତ୍ୟାହୃତ

ବାଲେଶ୍ୱର ଅଫିସ, ୩୦।୭-ବାଲେଶ୍ୱର ପୌର ଠିକା ସଫେଇ କର୍ମଚାରୀମାନଙ୍କର ଗତ ୨୫ତାରିଖଠାରୁ ଚାଲିଥିବା ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ମଙ୍ଗଳବାର ସହରରେ ସଫେଇ କାର୍ଯ୍ୟ ସ୍ବାଭାବିକ ଚାଲିଥିବା ଦେଖାଯାଇଥିଲା।…

7 years ago

୨ ମନ୍ଦିରରୁ ୩ ଲକ୍ଷ ଟଙ୍କାର ଗହଣା ଚୋରି: ଅନ୍ଧାରୀ ମଙ୍ଗଳା, ତାରିଣୀଙ୍କ ଅଳଙ୍କାର ନେଇଗଲେ

ବାଲେଶ୍ୱର ଅଫିସ,୩୦।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଶୋଭାରାମପୁର ଓ ବାଲିଆ ଅଞ୍ଚଳର ୨ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୩ ଲକ୍ଷ ଟଙ୍କାର ଗହଣା ଚୋରି…

7 years ago

ଗ୍ରାମାଞ୍ଚଳ କ୍ରିକେଟ୍‌ରଙ୍କୁ ଉତ୍ସାହିତ କରୁଛନ୍ତି ‘ବନମାଳୀ’: ସଫଳ ବ୍ୟାଟ୍‌ ପ୍ରସ୍ତୁତକାରୀ ହେବା ଲକ୍ଷ୍ୟ

ସାକ୍ଷୀଗୋପାଳ, ୩୦।୭(ଡି.ଏନ୍‌.ଏ.)-ପିଲାଦିନରୁ ତାଙ୍କର କ୍ରିକେଟ୍‌ ଖେଳ ପ୍ରତି ଆଗ୍ରହ ରହିଥିଲା। ନଡ଼ିଆ ବାହୁଙ୍ଗା କିମ୍ବା ପତଳା ପଟା ଖଣ୍ଡେ ମିଳିଗଲେ ସେଥିରେ ବ୍ୟାଟିଂ ଆରମ୍ଭ କରିଦେଉଥିଲେ। ପରିବାରର…

7 years ago

ବନୀକରଣ ପାଇଁ ରାଜ୍ୟ ସରକାର କାମ୍ପା ପାଣ୍ଠିରୁ ପାଇଛନ୍ତି ୨୬୪୪ କୋଟି, ଖର୍ଚ୍ଚ କରିଛନ୍ତି ୨୫୪୮ କୋଟି

ଭୁବନେଶ୍ୱର, ୩୦।୭(ବ୍ୟୁରୋ): କ୍ଷତି ପୂରକ ବନୀକରଣ ପାଣ୍ଠି ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ୨୦୦୯ରୁ ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ସେବେଠାରୁ ରାଜ୍ୟକୁ କେନ୍ଦ୍ର ସରକାର ଆଡ୍‌ହକ୍‌ କାମ୍ପା…

7 years ago

୬ ଫୁଟ ଲମ୍ବର ଅଜଗର ଉଦ୍ଧାର

କୋରୁକୋଣ୍ଡା,୩୦।୭( ଡି.ଏନ୍‌.ଏ.): ମାଲକାନଗିରି ଜିଲା କୁଡୁମୁଲୁଗୁମାସ୍ଥିତ ବିଶ୍ୱନାଥ ଗୌଡ଼ଙ୍କ ଘରୁ ମଙ୍ଗଳବାର ସକାଳେ ଏକ ୬ ଫୁଟ ଲମ୍ବର ଅଜଗର ଉଦ୍ଧାର କରାଯାଇଛି। ସକାଳେ ଘର ଭିତରେ…

7 years ago

କାଦେ ମାଝୀ ହତ୍ୟାକାଣ୍ଡ ଘଟଣା: ୨ ଗିରଫ

ପାଟଣା,୩୦।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗ୍ରାମର ଭାଲୁଘରା ସାହିର ୫୫ ବର୍ଷୀୟ ବୃଦ୍ଧ କାଦେ ମାଝୀଙ୍କୁ ଗତ ଗୁରୁବାର ରାତିରେ…

7 years ago

ଜରିମାନା ଆଦାୟକୁ ଗୋପାଳକଙ୍କ ବିରୋଧ: କମିଶନରଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୩୦।୭: ରାସ୍ତାରେ ଏଣେତେଣ ବୁଲି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ଗାଈ, ଗୋରୁ ଏବଂ ମଇଁଷି ମାଲିକଙ୍କଠାରୁ ଜରିମାନା ଆଦାୟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)…

7 years ago

ସ୍ତ୍ରୀଙ୍କୁ ମାରି କୂଅରେ ପକାଇବା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୩୦।୭:୨୦୧୬ ମସିହା ନଳଚନ୍ଦ୍ରପୁର ଗାଁରେ ଘଟିଥିବା ନବବଧୂ ହତ୍ୟା ଘଟଣାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ହତ୍ୟାକାରୀ ସ୍ବାମୀକୁ ୫ ବର୍ଷ କାରାଦଣ୍ଡ ସହ…

7 years ago

ପୋଖରୀରେ ବୁଡି ବ୍ୟକ୍ତିଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୩୦।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା କୁରିଗାଁ ପଞ୍ଚାୟତ ଅସିହା ଗ୍ରାମ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର…

7 years ago