ଆମ ଜିଲା ଖବର

କାର୍‌ ଓଲଟିଲା, ଗଞ୍ଜେଇ ବୋହିନେଲେ ଲୋକେ

ଶଙ୍କରାଖୋଲ,୩୦ା୭(ଡି.ଏନ୍‌.ଏ.)-ଟିକାବାଲି ଥାନା (ଏଲ୍‌) ବପଲମେଣ୍ଡି ପଞ୍ଚାୟତ ନିକଟ ପାନାବାଡି ଗ୍ରାମ ବୁଲାଣିରେ ସୋମବାର ସକାଳ ପ୍ରାୟ ୯ଟାରେ ଏକ କାର (ନଂ.ଡବ୍ଲ୍ୟୁବି୦୬ବି-୦୮୫୯) ଭାରସାମ୍ୟ ହରାଇ ୨୦ଫୁଟ ତଳକୁ…

7 years ago

କଲେଜ ଶିକ୍ଷା ପ୍ରତି ଆଗ୍ରହ ନାହିଁ

ବ୍ରହ୍ମପୁର ଅଫିସ୍‌,୩୦ା୭-ଚଳିତବର୍ଷ ପାଇଁ ଯୁକ୍ତ ୨ ନାମଲେଖା ଶେଷ ହୋଇଛି। ସୋମବାରଠାରୁ ପାଠପଢ଼ା ସହ ଆରମ୍ଭ ହୋଇଛି ନୂତନ ଶିକ୍ଷା ବର୍ଷ। ବର୍ଷା ଯୋଗୁ ପ୍ରଥମ ଦିନରେ…

7 years ago

ଧାନ ରୋଇଲେ ଜିଲାପାଳ

ଛତ୍ରପୁର,୩୦ା୭(ଡି.ଏନ.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ପୂର୍ବାହ୍ନରେ ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଅଧିନ ଭରସା ଗଁାରେ ଥିବା ଜମିରେ ଧାନ ଗଛ ରୋଇଛନ୍ତି।…

7 years ago

ରୋଟାରୀ କ୍ଲବର ୩୦ତମ ଅଧିଷ୍ଠାନ ଦିବସ: ସେବା ମନୋଭାବ ରୋଟାରିଆନ୍‌ଙ୍କ ପରିଚୟ ହେଉ

ନୟାଗଡ଼ ଅଫିସ,୩୦।୭- ଭ୍ରାତୃତ୍ୱ, ବନ୍ଧୁତ୍ୱ, ଭାଇଚାରା ଏବଂ ନିଃସ୍ବାର୍ଥପର ସେବା ରୋଟାରିଆନ୍‌ମାନଙ୍କ ନିଜସ୍ବ ପରିଚୟ ହେଉ। ସମାଜରେ ଅନ୍ୟସବୁ କିଛି କାର୍ଯ୍ୟ ପାଇଁ ଲୋକେ ଆଗ୍ରହ ଦେଖାଉଥିବା…

7 years ago

କୃଷ୍ଣପ୍ରସାଦରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ: ବୃଦ୍ଧି ପାଉଛି ଅସାମାଜିକ କାର୍ଯ୍ୟ, ନିଷ୍କ୍ରିୟ ପୋଲିସ

କୃଷ୍ଣପ୍ରସାଦ,୩୦ା୭(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳରେ ଗତ କିଛିମାସ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏଠାରେ ଦିନକୁ ଦିନ ବେଆଇନ ନିଶା…

7 years ago

ଭଡ଼ାରେ ଲାଗିଛି ପଞ୍ଚାୟତ କାର୍ଯ୍ୟାଳୟ: ନୋଟିସ ପ୍ରଦାନ ପରେ ବି ଖାଲି ହେଉନି ଗୃହ

ନାଉଗଁା,୩୦ା୭(ସ୍ବ.ପ୍ର.): ପଞ୍ଚାୟତ କାର୍ଯ୍ୟାଳୟର ଆଧୁନିକୀକରଣ ପାଇଁ ସରକାର ବିପୁଳ ଅନୁଦାନ ଯୋଗାଇ ଦେଉଛନ୍ତି। କିନ୍ତୁ କେତେକ ଦାୟିତ୍ୱହୀନ ଅଧିକାରୀଙ୍କ ଯୋଗୁ ଏସବୁ ଅନୁଦାନ ଠିକ୍‌ ଭାବେ ବିନିଯୋଗ…

7 years ago

ମିଳୁନି ଆବାସ ଯୋଜନାରେ ଘର: ପଲିଥିନ ତଳେ ମୂର୍ତ୍ତି କାରିଗରଙ୍କ ପରିବାର

ନାଉଗଁା,୩୦ା୭(ସ୍ବ.ପ୍ର.): ନାଉଗଁା ବ୍ଲକ ଜାମୁଗଁା ପଞ୍ଚାୟତ ରଘୁନାଥପୁର ଗ୍ରାମର ଚନ୍ଦେଶ୍ୱର ଲେଙ୍କା। ଜଣେ ମୂର୍ତ୍ତି କାରିଗର ଭାବେ ସେ ସ୍ଥାନୀୟ ଅଞ୍ଚଳରେ ଜଣାଶୁଣା। ଦୀର୍ଘ ୩୦ବର୍ଷ ହେଲା…

7 years ago

ନାବାଳିକାଙ୍କୁ ଚିକିତ୍ସାରେ ଅବହେଳା ଅଭିଯୋଗ ଘଟଣା:ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କଲେ ସହରବାସୀ

ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ଶୁକ୍ରବାର ଜଣେ ୧୦ ବର୍ଷିୟା ବାଳିକାଙ୍କୁ ଉପଯୁକ୍ତ ଚିକିତ୍ସା ନ ଦେଇ ପେଡିଆଟ୍ରିକ୍‌ ୱାର୍ଡରେ କାର୍ଯ୍ୟରତ…

7 years ago

ଭରତପୁର ଖଣି ଦୁର୍ଘଟଣା ଅଞ୍ଚଳରେ ଏମ୍‌ସିଏଲ ସିଏମ୍‌ଡି:‘କୋଲ ଇଣ୍ଡିଆ ଇତିହାସରେ ପ୍ରଥମ’

ତାଳଚେର,୩୦ା୭(ନି.ପ୍ର.) ତାଳଚେର ଭରତପୁର କୋଇଲା ଖଣିରେ ଅତଡା ଖସିବା ଘଟଣା ପରେ ମହାନଦୀ କୋଲ ଫିଲ୍‌ଡସ (ଏମ୍‌ସିଏଲ)ର ସିଏମ୍‌ଡି ଭୋଳନାଥ ଶୁକ୍ଳା ସୋମବାର ଦିନିକିଆ ତାଳଚେର ଗସ୍ତରେ…

7 years ago

ସମସ୍ୟା ଘେରରେ ତାମଡ଼ା ବଜାର:କାଦୁଅ ପାଣିରେ ଚାଲିଛି କିଣାବିକା

ବଅଁରପାଳ, ୩୦।୭(ଡି.ଏନ.ଏ.)ଅନୁଗୋଳ ଜିଲା ବଅଁରପାଳଠାରେ ଥିବା ତାମଡ଼ା ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଠାରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଦୋକାନ ଗୃହ ରହିଥିବାବେଳେ ମରାମତି ଅଭାବରୁ…

7 years ago