ତାଳଚେର,୨୯।୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର କଣିହାଁସ୍ଥିତ ୩ ହଜାର ମେଗାୱାଟ୍ ବିଶିଷ୍ଟ ମହାରତ୍ନ କମ୍ପାନୀ ଏନ୍ଟିପିସି ବିଦ୍ୟୁତ ପ୍ରକଳ୍ପରେ ଘୋର କୋଇଲା ସଙ୍କଟ ଦେଖାଦେଇଛି। ଏବେ ଏନ୍ଟିପିସି…
ରାଜନଗର,୨୯।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ(ଡିଏଫ୍ଓ) ସମ୍ମୁଖରେ ଅଖିଳ ଓଡ଼ିଶା ମତ୍ସ୍ୟ ଉତ୍ପାଦକ ମହାସଂଘ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗହୀର ମଥା…
ବରଗଡ଼ ଅଫିସ,୨୯।୭: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ବିଳମ୍ବିତ ରାତିରୁ ତୁହାକୁ ତୁହା ବର୍ଷା ଲାଗିରହିଛି । ସେହିପରି ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। ଏଥିପାଇଁ…
ନୂଆପଡ଼ା ଅଫିସ/ସିନାପାଲି,୨୯।୭: ଗମନାଗମନ ଭଳି ମୌଳିକ ସୁବିଧାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ବଞ୍ଚିତ କରାଯିବ ନାହିଁ ବୋଲି ସରକାର ଘୋଷଣା କରୁଛନ୍ତି। ହେଲେ ନୂଆପଡ଼ା ଜିଲାର ଉପାନ୍ତ ଖଇଁରପଦର…
ଭୁବନେଶ୍ୱର,୨୯।୭(ବ୍ୟୁରୋ) : ସମ୍ବଲପୁର ଜିଲା ନନ୍ଦପଡ଼ାର ଜୟଶ୍ରୀ ମିଶ୍ରଙ୍କ ମୃତ୍ୟୁ ରହସ୍ୟ ୮ବର୍ଷ ପରେ ଝିଅ ବିଜୟିନୀଙ୍କ ଯୋଗୁ ପଦାକୁ ଆସିଛି। ହତ୍ୟା ପରେ ଜୟଶ୍ରୀଙ୍କୁ ପୋତି…
ରାଜନଗର, ୨୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖ ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। କୁମ୍ଭୀର…
ଭବାନୀପାଟଣା, ୨୯ା୭ (ଡି.ଏନ୍.ଏ): କେନ୍ଦ୍ର ଆର ରାଏଜ୍ ସରକାର ଛାତ୍ରୀଛାତ୍ରକୁଁ ଗୁଣାତ୍ମକ ଶିକ୍ଷା ଦେବାର ଲାଗି ଅନେକ ଯୋଜନା କାଯ୍କାରି କରି କୋଟି କୋଟି ଟଁକା ସାରୁଛନ୍।…
ତୁଣ୍ଡଲା, ୨୯।୭ (ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ଗୌନ୍ତିଆପଡ଼ାରେ ଥିବାର ଅଙ୍ଗନଓ୍ବାଡି କେନ୍ଦ୍ର ଆଘେ ବିପଦ୍ ଅବସ୍ତାରେ ଗୁଟେ ବିଦ୍ୟୁତ ଟ୍ରାନ୍ସଫର୍ମର ରହିଛେ। ଯେନ୍ଥିରଲାଗି…
ସିନାପାଲି, ୨୯।୭ (ଡି.ଏନ୍.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଅନେକ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜର ଘର ନଁାଇଁନ। ଯେନ୍ଥିରଲାଗି ଅନେକ କେନ୍ଦ୍ର ଭଡ଼ା ଘରେ ଚାଲୁଥିଲାବେଲେ ସେଠାନେ…
ଢେଙ୍କାନାଳ ଅଫିସ, ୨୯ା୭: ସମନ୍ବୟ ହିଁ ବିକାଶର ଚାବିକାଠି। ଗଣମାଧ୍ୟମ, ଜନସାଧାରଣ, ରାଜନେତା ଏବଂ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ବିକାଶ ସମ୍ଭବ। ଗଣମାଧ୍ୟମ ପ୍ରତିନିଧି ସାମାଜିକ…