କୋରାପୁଟ,୨୮।୭(ସ୍ବ.ପ୍ର.) : କୋରାପୁଟ ଜିଲାରେ ରବିବାର ୩୦୪.୯ ମିଲିମିଟର ବର୍ଷା ହୋଇଥିବାବେଳେ କେବଳ ବୈପାରୀଗୁଡା ବ୍ଲକରେ ସର୍ବାଧିକ ୫୮ମିମି ବର୍ଷା ହୋଇଥିବା ଜିଲା ଜରୁରୀ କାର୍ଯ୍ୟାଳୟ ସୂତ୍ରରୁ…
ବଇଣ୍ଡା,୨୮।୭(ଡି.ଏନ୍.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ନାକଚିସ୍ଥିତ କଟକ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥର ଛେଳିଆଢିପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ ରାସ୍ତା…
ବସ୍ତା,୨୮।୭ (ସ୍ବ.ପ୍ର): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ହଳଦୀପାଳ ବଜାରରେ ଥିବା ଇଣ୍ଡିକ୍ୟାଶ ଏଟିଏମ୍ ଓ ଏକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଲୁଟ୍…
କୋରାପୁଟ,୨୮।୭(ସ୍ବ.ପ୍ର.): ଅବିଭକ୍ତ କୋରାପୁଟ ଜିଲାରେ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ଆରମ୍ଭ ହୋଇଥିବାବେଳେ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଛି। ବିଶେଷକରି ଜିଲାର ପଟ୍ଟାଙ୍ଗି ବ୍ଲକର ଆବଲି, ଏ.ଗୋଲୁର,…
ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍.ଏ.) : କନ୍ଧମାଳ ଜିଲାରେ ମାଓବାଦୀଙ୍କ ଶହୀଦ ସପ୍ତାହ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଦାରିଙ୍ଗବାଡ଼ି ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହେବା ସହ ସରକାରୀ ବସ୍…
ପୁରୀ ଅଫିସ, ୨୮।୭: ପ୍ଲାଷ୍ଟିକ ଓ ପଲିଥିନର ବହୁଳ ବ୍ୟବହାର ମଣିଷ ପାଇଁ ମାରାତ୍ମକ ସାବ୍ୟସ୍ତ ହେଲାଣି। ପରିବେଶ ଲାଗି ମଧ୍ୟ ଏହା ଘାତକ ପାଲଟିଛି। ଏଗୁଡ଼ିକର…
ଖୋର୍ଦ୍ଧା ଅଫିସ,୨୮।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ସୈରାତକୁ ନିଲାମରେ ନେଇ ଲୁଟ୍ ପାଇଁ ପ୍ରତିଯୋଗିତା ଚାଲିଛି। ସୈରାତ ନିଲାମ କରି କୋଟି କୋଟି ଟଙ୍କାର ରାଜସ୍ବ ହଡପ ହେଉଛି।…
ଖୋର୍ଦ୍ଧା ଅଫିସ,୨୮।୭: ମଉଜମସ୍ତିର ସୀମା ଟପିବା ଡାକି ଆଣିଛି ବିପତ୍ତି। ଫସିଛନ୍ତି ଚନ୍ଦ୍ରଶେଖରପୁର, ପଟିଆ, ଶୈଳଶ୍ରୀବିହାରର ୩ ଯୁବକ, ଜଣେ ଯୁବତୀ। ସିରିଜ୍ ଦୁର୍ଘଟଣା ଘଟାଇ କାରରେ…
ନବରଙ୍ଗପୁର/ଉମରକୋଟ,୨୮।୭(ବି.ପ୍ର/ଡି.ଏନ.ଏ): ଶିକ୍ଷୟିତ୍ରୀ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ୩ୟ ଶ୍ରେଣୀର ଛାତ୍ରୀଛାତ୍ର। ଏଥିରେ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରୀଛାତ୍ରଙ୍କୁ ନିର୍ଧୂମ ମାଡମାରିଥିଲେ। ଏଥିରେ ଜଣେ…
ମାଲକାନଗିରି,୨୮ା୭ (ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡରେ ଶନିବାର ପୋଲିସ ଏନ୍କାଉଣ୍ଟରରେ ୭ମାଓବାଦୀ ନିହତ ହୋଇଛନ୍ତି। ବସ୍ତର ଜିଲା ପିରିୟମକୋଟ ଜଙ୍ଗଲରେ ମାଓବାଦୀଙ୍କ ବୈଠକ ଚାଲିଥିବା ଏବଂ ଶହୀଦ…