ବଇଣ୍ଡା,୨୮।୭(ଡି.ଏନ.ଏ.)ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତ ଗୋପୀନାଥପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଲାଗି ରହିଛି ବ୍ୟାପକ ଅବ୍ୟବସ୍ଥା। ଆବଶ୍ୟକ ଶ୍ରେଣୀଗୃହ ଓ ଶିକ୍ଷକ ଅଭାବ ଯୋଗୁ ଏଠାରେ ଶିକ୍ଷାଦାନ…
ଅନୁଗୋଳ ଅଫିସ, ୨୮।୭ - ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଯୁବ ଶାଖା (ଆଇଏନ୍ଟିୟୁସି)କୁ ଅନୁଗୋଳ ଜିଲାରେ ସୁସଙ୍ଗଠିତ କରିବା ପାଇଁ ନୂତନ ଶ୍ରମିକ ନେତା ନିଯୁକ୍ତ କରାଯାଇଛି।…
ଅନୁଗୋଳ ଅଫିସ, ୨୮।୭ - ମୃତଦେହରୁ ଆଖି ଗାଏବ ଚର୍ଚ୍ଚାର ଅନ୍ତ ନ ହେଉଣୁ ପୁଣି ବିବାଦରେ ପଡ଼ିଛି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ। ଶୁକ୍ରବାର ରାତିରେ…
ନାତୁଣୀ ହାକିମ ହେଉ, ଏହା ଥିଲା ଜେଜେଙ୍କ ଇଚ୍ଛା। ସେହି ସ୍ବପ୍ନ ଏବେ ପୂରଣ ହୋଇଛି। ହେଲେ ନାତୁଣୀର ଏହି ଖୁସି ଦେଖିବାକୁ ଜେଜେ ନାହାନ୍ତି। କେବେଠୁ…
ଢେଙ୍କାନାଳ ଅଫିସ, ୨୮।୭ - କାର୍ଯ୍ୟାଳୟ ଅଛି। ହେଲେ କାମ କରିବାକୁ ନାହାନ୍ତି ଅଧିକାରୀ କି କର୍ମଚାରୀ। ଖାଲି ପଡୁଛି ଚୌକି। ଖଁ। ଖଁ। ଅଫିସ। ଜରୁରୀ…
ଅନୁଗୋଳ ଅଫିସ, ୨୮।୭ - ମାସର ଚତୁର୍ଥ ଶନିବାରକୁ ଛୁଟି ଘୋଷଣା କରାଯାଇଥିଲେ ବି ପ୍ରଥମାର୍ଦ୍ଧ ଅର୍ଥାତ୍ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଜିଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ କାର୍ଯ୍ୟାଳୟରେ…
ଦାରିଙ୍ଗବାଡ଼ି,୨୮ା୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତବିଭାଗର ଗଦଡ଼ି ପୋଲ ରାସ୍ତା ପାର୍ଶ୍ୱ ଧୋଇଯିବା ଫଳରେ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଉକ୍ତ ରାସ୍ତା ଦେଇ ଯାତ୍ରୀବାହୀ…
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୨୮।୭ (ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁ। ଥାନା ମାର୍ଦ୍ଦିପଙ୍କା ଅଞ୍ଚଳରୁ ନିଖୋଜ ନାବାଳିକାଙ୍କୁ ୭ଦିନ ପରେ ବ୍ରାହ୍ମଣୀଗାଁ ପୋଲିସ ଶନିବାର ଦାରିଙ୍ଗବାଡ଼ି ଚାରିଛକରୁ ଉଦ୍ଧାର କରିଛି ।…
ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ ବଡସାହିର…
ବ୍ରହ୍ମପୁର ଅଫିସ , ୨୮ା୭-ଟିଉସନରୁ ଘରକୁ ଫେରୁଥିବା ବେଳେ ଶନିବାର ରାତି ପ୍ରାୟ ୯ରେ ଜଣେ ଛାତ୍ରଙ୍କୁ ନିଶାଦେଇ ଅପହରଣ ଉଦ୍ୟମ କରାଯାଇଛି। ଛାତ୍ର ଜଣଙ୍କ ସଂଜ୍ଞାହୀନ…