ଆମ ଜିଲା ଖବର

ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ

ଆନନ୍ଦପୁର,୨୭।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ୧୨ନଂ. ଜୋନ୍‌ର ୮ଟି ପଞ୍ଚାୟତର ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ରାମଚନ୍ଦ୍ରପୁର, ଅଳତୀ, ଗଡ଼ବାନ୍ଧଗୋଡ଼ା,…

7 years ago

ମନ୍ଦିରରୁ ଚୋରି ସାମଗ୍ରୀ ଉଦ୍ଧାର ଲାଗି ତତ୍ପରତା ନାହିଁ, ଭକ୍ତ ମହଲରେ ଅସନ୍ତୋଷ

ଆନନ୍ଦପୁର,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିରରୁ ରାଧା ଓ କୃଷ୍ଣଙ୍କ ପିତ୍ତଳ ମୂର୍ତ୍ତି ଆଜକୁ ୧୧ ଦିନ ତଳେ ଚୋରି ହେଇଥିଲା। ହେଲେ ଏହି ଚୋରି…

7 years ago

୪ ବର୍ଷୀୟା ଭଉଣୀକୁ ବଳାତ୍କାର: ବଡ଼ଭାଇ ଗିରଫ

ସରଣ୍ଡା,୨୭।୭(ଡି.ଏନ୍‌.ଏ.): ନିଜର କାମପିପାସା ମେଣ୍ଟାଇବା ପାଇଁ ନାବାଳିକା ଭଉଣୀକୁ ବଳାତ୍କାର କରିଛନ୍ତି ବଡ଼ଭାଇ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଙ୍ଗା…

7 years ago

ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲା: ୨ ଭାଇ ଗଲେ ଜେଲ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ଗିିରଫ କରିଛି। ସେମାନେ ହେଲେ ପିଙ୍କୁ ସେଠୀ ଓ ଚରଣ ସେଠୀ।…

7 years ago

ଜୁଆ ଆଡ୍ଡାରେ ଚଢ଼ାଉ: ୪ ଜୁଆଡ଼ି ଗିରଫ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ମଙ୍ଗଳା ମନ୍ଦିର ଯାତ୍ରାପଡ଼ିଆ ମଣ୍ଡପ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଅତର୍କିତ ଚଢ଼ାଉ କରି ୪ ଜୁଆଡ଼ିଙ୍କୁ…

7 years ago

ମତ୍ସ୍ୟଜେଟି ମୁହାଣ ଖନନ ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ

ଛତ୍ରପୁର,୨୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପରିସରରେ ଥିବା ମତ୍ସ୍ୟଜେଟିର ମୁହାଣ ଖନନ ଦାବିରେ ଶନିବାର ମତ୍ସ୍ୟଜୀବୀଙ୍କ ପକ୍ଷରୁ ଧାରଣା ଦିଆଯିବା ସହ ଆନ୍ଦୋଳନ ଆରମ୍ଭ ହୋଇଛି।…

7 years ago

ଭିଏଲ୍‌ଡବ୍ଲ୍ୟୁଙ୍କ ବାଇକ୍‌ ଚୋରି ଅଭିଯୋଗରେ ଜଣେ ଗିରଫ

ଭଟଲି,୨୭।୭(ଡି.ଏନ୍‌.ଏ): ବରଗଡ଼ ଜିଲା ଭଟଲି ଥାନା କମଗାଁ ପଞ୍ଚାୟତ ଭିଏଲ୍‌ଡବ୍ଲ୍ୟୁ ସୌଭାଗ୍ୟ ପଧାନଙ୍କ ବାଇକ୍‌ ଚୋରି ଅଭିଯୋଗରେ ଭଟଲି ପୋଲିସ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।…

7 years ago

ୱାରେଣ୍ଟି କୋର୍ଟ ଚାଲାଣ

ଭଟଲି,୨୭।୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ଥାନା ପୋଲିିସ ଜଣେ ପୁରୁଣା ୱାରେଣ୍ଟିଙ୍କୁ ଶନିବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣକ ହେଲେ ଲଟିପାଲି ଗ୍ରାମର ଟିକେଶ୍ୱର…

7 years ago

ଡେଙ୍ଗୁ ନିରାକରଣ ସଚେତନତା

ହିଞ୍ଜିଳିକାଟୁ,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ ସତ୍ୟଭାମା ସରକାରୀ ଉଚ୍ଚ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କ ଦ୍ୱାରା ଡେଙ୍ଗୁ ସଚେତନତା ରାଲି କରାଯାଇଥିଲା। ପ୍ରଧାନଶିକ୍ଷକ ଏ.…

7 years ago

କାର୍‌-ଅଟୋ ଧକ୍କା: ଜଣେ ମୃତ, ୩ ଗୁରୁତର

ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଆଖୁଆପଦାଠାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ କାର ଅଟୋକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ…

7 years ago