ଆମ ଜିଲା ଖବର

ଭୁଶୁଡିଲା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସ କୋଠା

ବ୍ରହ୍ମପୁର ଅଫିସ,୨୫ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁରୁବାର ଅପରାହ୍ନରେ ଘଟିଛି ଏକ ବଡ ଦୁର୍ଘଟଣା ା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ପରିସରସ୍ଥ ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ କୋଠାର ଏକ…

7 years ago

କାର୍ଯ୍ୟର ମାସେ ନପୁରୁଣ ଭାଙ୍ଗିଲା ଡ୍ରେନ

ଚମ୍ପୁଆ,୨୫ା୭(ଡି.ଏନ.ଏ.)-ଚମ୍ପୁଆ ବସଷ୍ଟାଣ୍ଡ ନିକଟରେ ଏନଏସି ପକ୍ଷରୁ ନିର୍ମାଣ କରାଯାଇଥିବା ଡ୍ରେନ ମାସେ ନପୁରୁଣ ଧସିଯାଇଥିବା ଦେଖିବାକୁ ମିଳିଛି। ଫଳରେ କାର୍ଯ୍ୟର ସ୍ଥାୟୀତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।…

7 years ago

ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

କୁଳିଅଣା,୨୫ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଡୁମୁରିଡିହା ପଞ୍ଚାୟତର ଚାଷୀମାନେ ଚାଷ ଜମିକୁ ଜଳ ଯୋଗାଣ ଦାବିରେ ସ୍ଥାନୀୟ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ଗୁରୁବାର ତାଲା ପକାଇ ଆନ୍ଦୋଳନ…

7 years ago

ପୋଲିସ ଓ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ରହୁ

ବଇଣ୍ଡା,୨୫।୭(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଧିରେ ଧିରେ ଅପରାଧ ବୃଦ୍ଧି ପାଉଛି। ଏଥିପ୍ରତି ଜନସାଧାରଣ ଅଧିକ ଯତ୍ନବାନ ହେବା ଆବଶ୍ୟକ। ପୋଲିସ ସହିତ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ରହିଲେ ଅପରାଧ…

7 years ago

ଅଧାପନ୍ତରିଆ ମେହେରୁଣି ପୋଲ: ଆପ୍ରୋଚ୍‌ ବୁଲାଣି ରାସ୍ତା ନେଲାଣି ୨୦ ଜୀବନ

ମନମୁଣ୍ଡା, ୨୫।୭ (ଡି.ଏନ.ଏ) ବହୁ ପୁରାତନ ମେହେରୁଣି ପୋଲ ଦୁର୍ବଳ ହୋଇ ପଡିଥିବାରୁ ମନମୁଣ୍ଡାରେ ଏକ ନୂତନ ପୋଲ ନିର୍ମାଣ କାମ ଆରମ୍ଭ କରାଯାଇଛି । ଏହି…

7 years ago

ବର୍ଷା ନାହିଁ, ଜଳିଗଲାଣି ଧାନ ଗଛ

ପଦ୍ମପୁର, ୨୫।୭ (ଡି.ଏନ.ଏ): ଧାରା ଶ୍ରାବଣରେ ବର୍ଷାର ଦେଖାନାହିଁ । ନିଖୋଜ ହୋଇଯାଇଛି ମୌସୁମୀ । ଆକାଶରେ ମେଘ ଗର୍ଜୁଛି ହେଲେ ବରଷୁ ନାହିଁ । ଦିନରେ…

7 years ago

ମଦ ବିରୋଧରେ ତାତିଲେ ମହିଳା

ଲୋଇସିଂହା,୨୫।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମର ମହିଳାମାନେ ସଟ୍ଟା ଏବଂ ମଦ ବିରୋଧୀ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଗୁରୁବାର ବୁର୍ଡା-ସୋନପୁର ରାସ୍ତାରେ ଥିବା…

7 years ago

ନୂଆଗାଁ ବ୍ଲକରେ ଆବଶ୍ୟକଠାରୁ ୮୦ ପ୍ରତିଶତ କମ୍‌ ବର୍ଷା

ନୂଆଗାଁ, ୨୫।୭ (ଡି.ଏନ.ଏ.)-ଶ୍ରାବଣରେ ବର୍ଷା ନାହିଁ। ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍‌। ଚାଷୀଙ୍କୁ କେବଳ ଭଗବାନ ଭରଷା କହିଲେ କିଛି ଅତ୍ୟୁକ୍ତି ହେବନାହିଁ। ସୁନ୍ଦରଗଡ଼ ଜିଲା ନୂଆଗାଁ…

7 years ago

ଚାକିରି କରାଇଦେବାକୁ କହି ୮୪ ଲକ୍ଷ ଠକେଇ

ଭଦ୍ରକ ଅଫିସ, ୨୫।୭ - ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବଂଶୀପାଟଣାସ୍ଥିତ ଏକ ସଂସ୍କୃତ ମହାବିଦ୍ୟାଳୟରେ ନିଯୁକ୍ତି କରାଇଦେବା ନାଁରେ ୮୪ ଲକ୍ଷ ଟଙ୍କା ଠକେଇ ହୋଇଥିବା…

7 years ago

ପୋଷ୍ଟ ଅଫିସ୍‌ ଜମା ଟଙ୍କା ଫେରସ୍ତ ଦାବି: ଅଧିକ୍ଷକଙ୍କୁ ଘେରିଲେ ଜମାକାରୀ

ଆସିକା,୨୫ା୭(ଡି.ଏନ୍‌.ଏ.)- ଆସିକା ଡାକ ମଣ୍ଡଳର କବିସୂର୍ଯ୍ୟନଗର ସବ୍‌ପୋଷ୍ଟ ଅଫିସ୍‌ ଶିଆଳିଆ ଶାଖା ଡାକଘରେ ଜମାକାରୀଙ୍କ ଟଙ୍କା ହେରଫେର୍‌ ହୋଇଥିବା ନେଇ ଜମାକାରୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗକାରୀଙ୍କ…

7 years ago