ଆମ ଜିଲା ଖବର

ତହସିଲଦାରଙ୍କ ଛତୁଆ ପ୍ରସ୍ତୁତି, ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ

ପାତ୍ରପୁର,୨୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପାତ୍ରପୁର ତହସିଲଦାର ଡ଼. ଶ୍ରୀନିବାସ ବେହେରା ଓ ସିଡ଼ିପିଓ ପଦ୍ମିନୀ ସାହୁ ଗୁରୁବାର ପାତ୍ରପୁର ବ୍ଲକରେ ଥିବା ଛତୁଆ ପ୍ରସ୍ତୁତି ପ୍ରକଳ୍ପ…

7 years ago

୫ ବର୍ଷ ହେଲାଣି ବାରଣ୍ଡାରେ ଚାଲିଛି ପାଠପଢ଼ା : ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ

ଝରିଗାଁ,୨୫।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ବେଲଝରୀ ପ୍ରାଥମିକ ବିଦ୍ୟାଳୟରେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ ରହିଥିବା ଅଭିଯୋଗ ହେଉଛି। ଗ୍ରାମାଞ୍ଚଳରେ ଶିକ୍ଷାର ବିକାଶ…

7 years ago

ସାପକାମୁଡ଼ାରେ ମହିଳାଙ୍କ ଜୀବନଗଲା

କୋରୁକୋଣ୍ଡା,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁ ପଞ୍ଚାୟତ ଅନ୍ତର୍ଗତ ବାମରାଇ ଗ୍ରାମର ବାଲିଆ ମୁଦୁଲିଙ୍କ ସ୍ତ୍ରୀ ସୁମି(୩୦)ଙ୍କ ବୁଧବାର ସନ୍ଧ୍ୟାରେ ସାପକାମୁଡ଼ାରେ ମୃତ୍ୟୁ ଘଟିଥିବା ସୂଚନା…

7 years ago

ପୁରୀରୁ ସାଇବର ଅପରାଧୀ ଗିରଫ : ୨ ଲକ୍ଷ ଟଙ୍କା ଜବତ

ମାଲକାନଗିରି,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ସାଇବର ଅପରାଧରେ ଜଡ଼ିତ ଜଣେ ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣଙ୍କ ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ ଦେଖାଇ…

7 years ago

ଥାନା ପରିସରରେ ମଦବିରୋଧୀ ମହିଳାଙ୍କ ଧାରଣା

ଆନନ୍ଦପୁର,୨୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଦଧିବାମନପୁରରେ ମଦବିରୋଧୀ ଆନ୍ଦୋଳନକୁ ନେଇ ଉତ୍ତେଜନାମୂଳକ ପରିସ୍ଥିତି ଲାଗିରହିଛି। ଆନନ୍ଦପୁର ପୋଲିସର କାର୍ଯ୍ୟାନୁଷ୍ଠାନ ଶୂନ ଥିବାରୁ ଏହା ଏବେ ଚରମସୀମାରେ…

7 years ago

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ରାଉରକେଲା ଅଫିସ,୨୫।୭: ରାଉରକେଲା ଲାଠିକଟା ପୋଲିସ ବୁଧବାର ଜଣେ ଅପରାଧିଙ୍କୁ ଏନକାଉଣ୍ଟର କରିଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝି(୩୩)ଗୁରୁତର ଆହତ ହୋଇଛନ୍ତି। ସୁନିଲର ଡାହାଣ…

7 years ago

ଗୁଳିମାଡ଼ରେ ଜଣେ ଗୁରୁତର

ବାଲେଶ୍ୱର ଅଫିସ,୨୫।୭: ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ଅନ୍ତର୍ଗତ ଆନନ୍ଦ ବଜାରରେ ଗୁରୁବାର ପୂର୍ବାହ୍ନରେ ୬/୭ ଜଣ ଯୁବକ  ତେଲେଙ୍ଗାସାହି ଅଞ୍ଚଳର ରୋହିତ ରାଓ(୧୮)ଙ୍କୁ ଗୁଳି…

7 years ago

ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କଲେ ତହସିଲଦାର

ଶେରଗଡ଼,୨୫।୭(ଡି.ଏନ.ଏ.): ଗଞ୍ଜାମ ଜିଲାର ଶେରଗଡ଼ ତହସିଲଦାର ଗୁରୁବାର ଦିନ କୁଲାଗଡ଼ ସେକ୍ଟର ଓ ମହୁପଦର ସେକ୍ଟରରେ ଥେିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡିକୁ ଅଚାନକ ପରିଦର୍ଶନ କରିଛନ୍ତି। ତହସିଲଦାର…

7 years ago

ଚାଷୀ ଆତ୍ମହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବରଗଡ଼ ଅଫିସ,୨୫।୭: ବରଗଡ଼ ସଦର ଥାନା ଅନ୍ତର୍ଗତ ବୀରମାଲ ନିକଟ ପୋଢ଼ମୁଣ୍ଡା ଗ୍ରାମରେ ବୁଧବାର ରାତିରେ କୀଟନାଶକ ପିଇ ଜଣେ ଯୁବଚାଷୀ ବୈଷ୍ଣବ ଭୁଏ(୨୭) ଆତ୍ମହତ୍ୟା କରଥିବା…

7 years ago

ବଣ୍ଡାଖାଲି ଜଙ୍ଗଲରେ ମାଓବାଦୀ-ଏସ୍‌ଓଜି ଯବାନ ଗୁଳି ବିନିମୟ

ଭବାନୀପାଟଣା/ଲାଞ୍ଜିଗଡ଼, ୨୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଜେପୁର ଥାନା ଅନ୍ତର୍ଗତ ବଣ୍ଡାଖାଲି ଜଙ୍ଗଲରେ ବୁଧବାର ସକାଳେ ମାଓବାଦୀ ଓ ଏସ୍‌ଓଜି ଯବାନଙ୍କ ମଧ୍ୟରେ ଗୁଳି ବିନିମୟ…

7 years ago