ବରଗଡ଼ ଅଫିସ୍,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ…
ବରଗଡ଼ ଅଫିସ୍,୨୨।୭- ନାଁ ତାଙ୍କର କୁଲରନ୍ ନାୟକ। ବରଗଡ଼ ଜିଲା ବରପାଲି ଏନଏସି ଅଧିନ ୱାର୍ଡ଼ ନଂ-୩ରେ ସେ ବର୍ତ୍ତମାନ ରହୁଛନ୍ତି । ପରିଣତ ବୟସରେ ସେ…
ବରଗଡ଼ ଅଫିସ୍,୨୨।୭-ଅନେକ ସମୟରେ କିଛି ପୋଲିସ କର୍ମଚାରୀ ନିଜ ଖାକି ବର୍ଦ୍ଦିର ଅପବ୍ୟବହାର କରିଥାନ୍ତି । କେତେବେଳେ ଦାଦାଗିରି ତ ଆଉ କେବେ ଲୁଟ୍ପାଟ୍, ମାଡ଼ପିଟ୍ ଘଟଣାରେ…
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୨।୭(ଡି.ଏନ୍.ଏ.): ଗତ କିଛିଦିନ ହେଲା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ କାଟିଙ୍ଗିଆ ପଞ୍ଚାୟତର କାଟିଙ୍ଗିଆ ସମେତ ମହାଗୁଡ଼ା, ମୁଣ୍ଡିଗାଁ, ତିଆରିଗାଁ ଆଦି ଗ୍ରାମରେ…
ଧର୍ମଶାଳା,୨୨ା୭(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ରଥିଆ ନିକଟରେ ସୋମବାର ଭୋର ସମୟରେ ଏକ ଗୋରୁ ବୋଝେଇ କଣ୍ଟେନର ଦୁର୍ଘଟଣାଗ୍ରସ୍ତ…
ଛେଣ୍ଡିପଦା,୨୨।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗ୍ରାମରେ ସୋମବାର ସାପ କାମୁଡ଼ାରେ ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଶିବୁ ବେହେରାଙ୍କ ଦେଢ଼…
ବାଲିଗୁଡ଼ା,୨୨।୭(ଡି.ଏନ୍.ଏ.): ଶ୍ରାବଣ ମାସ ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳାଭିଷେକ ଲାଗି ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଜମିଛି। ପ୍ରତ୍ୟୁଷରୁ ଖଡ଼ଗ ନଦୀ ନିକଟରେ କାଉଡ଼ିଆଙ୍କ ଭିଡ଼ ଲାଗିଥିଲା।…
ବାଲିଗୁଡ଼ା,୨୨।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ନିକଟସ୍ଥ ସାରଙ୍ଗଡ଼ସ୍ଥିତ ସଦ୍ଭାବନା ଗୃହ ପରିସରରେ ଜିଲା ଆଇସିଟି ବିଦ୍ୟାଳୟ ସଂଯୋଜକ ସଂଘ ତଥା କମ୍ପ୍ୟୁଟର ଶିକ୍ଷକ ସଂଘର ସଭାପତି ବିନୋଦ…
କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର, କେନ୍ଦ୍ରାପଡ଼ା,…
କୋରାପୁଟ,୨୨।୭(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ଅଧୀନରେ ପୋଲିସସ୍ତରରେ ଅଦଳବଦଳ ହୋଇଥିବା ରେଞ୍ଜ କାର୍ଯ୍ୟାଳୟର ବିଜ୍ଞପ୍ତିରୁ ଜଣାଯାଇଛି ା ଏଥିରେ ୮ ଜଣ ଇନ୍ସପେକ୍ଟର, ୩ ଜଣ…