ଆମ ଜିଲା ଖବର

ଲାଞ୍ଚ ନେଇ ଧରାପଡ଼ିଲେ ଜୁନିୟର ଇଞ୍ଜିନିୟର

କେନ୍ଦୁଝର/ପାଟଣା, ୨୨।୭ (ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଜୁନିୟର ଇଞ୍ଜିନିୟର ବିଭୂତି ଭୂଷଣ ପ୍ରଧାନ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଖବରରୁ…

7 years ago

ପ୍ରଥମ ସୋମବାରରେ କାଉଡ଼ିଆଙ୍କ ଜଳଲାଗି

ଆରଡ଼ି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ହଜାର ହଜାର କାଉଡ଼ିଆ ଶ୍ରାବଣ ମାସର ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳଲାଗି କରିଛନ୍ତି। ରବିବାର ରାତି ୧୧ଟାରୁ ଏହି…

7 years ago

ପୋଲିସ ଇନ୍‌ଫର୍ମର ସନ୍ଦେହ : ସାପ୍ତାହିକ ବଜାରରେ ଠିକାଦାରଙ୍କୁ ହତ୍ୟା

ଲାଞ୍ଜିଗଡ଼,୨୨।୭(ଡି.ଏନ.ଏ.) : କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦିନ ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଜଣେ ଠିକାଦାରଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା…

7 years ago

ଲୁଟ୍‌ ସମ୍ପତ୍ତିର ମିଳୁନାହିଁ ପତ୍ତା :ଅନିଶ୍ଚିତତା ମଧ୍ୟରେ ତାଳଚେର-ଡୁବୁରୀ-ଚଣ୍ଡିଖୋଲ ୪ ଲେନ ନିର୍ମାଣ କାର୍ଯ୍ୟ

ଯାଜପୁର ଅଫିସ,୨୨ା୭ : ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଅଧୀନରେ ତାଳଚେର-ଡୁବୁରୀ-ଚଣ୍ଡିଖୋଲ ୨୦୦ନମ୍ବର ଜାତୀୟ ରାଜପଥର ୪ଲେନ ନିର୍ମାଣ କାର୍ଯ୍ୟରେ ଠିକା ସଂସ୍ଥାର ଅବହେଳା ଯୋଗୁ ସରକାରଙ୍କ…

7 years ago

ବଣ୍ଡାଘାଟିରେ ଜଳକଷ୍ଟ: ବର୍ଷାଦିନେ ବି ଚୁଆପାଣି ଭରସା

ଗୋବିନ୍ଦପାଲି,୨୨ା୭(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ବର୍ଷାଦିନେ ମଧ୍ୟ ଲୋକେ ଚୁଆପାଣି ଉପରେ ନିର୍ଭର କରୁଛନ୍ତି। ପାନୀୟ…

7 years ago

ମହିଳାଙ୍କ ଉଦ୍ୟମରୁ ସମ୍ଭବ: ୧୭ବର୍ଷ ହେଲା ଖେମୁଣ୍ଡିଆମୁଣ୍ଡା ନିଶାମୁକ୍ତ

ସୋନପୁର,୨୨।୭: ଗାଁର ନା ଖେମୁଣ୍ଡିଆମୁଣ୍ଡା। ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ ରେଙ୍ଗାଲି ପଞ୍ଚାୟତ ଅଧୀନ ଏହି ଗାଁ ବାରପାହାଡ ସଂରକ୍ଷିତ ଜଙ୍ଗଲପାର୍ଶ୍ୱରେ ଅବସ୍ଥିତ। ଲୋକସଂଖ୍ୟା ୩୦୦ରୁ ଊର୍ଦ୍ଧ୍ୱ।…

7 years ago

ଚାଷ ଜମି ଫାଟି ଆଁ କଲାଣି, ଗଜା ମରୁଡି ଆଶଙ୍କା

ବୌଦ୍ଧ,୨୨।୭(ସ୍ବ.ପ୍ର) ବୌଦ୍ଧ ଜିଲାରେ ବର୍ତ୍ତମାନ ବର୍ଷା ନ ଥିବାରୁ ଚାଷ ଜମି ଗୁଡିକ ଫାଟି ଆଁ କଲାଣି । ଏହାସହ ତଳି ଗୁଡିକ ମରିବାକୁ ବସିଲାଣି। ଦୁଇ…

7 years ago

କେନ୍ଦରା ସ୍ବରରେ ଜୀବନ

ଭବାନୀପାଟଣା, ୨୨ା୭(ଡି.ଏନ.ଏ.)-ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୁକ୍କାୟିତ ପ୍ରତିଭାମାନଙ୍କୁ ଚିହ୍ନଟ କରିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ଏଥିପାଇଁ କଳାକାର ପେନ୍‌ସନ ଯୋଜନା ପ୍ରଣୟନ କରାଯାଇଛି। ବୟସର ଅପରାହ୍ନରେ…

7 years ago

ମାନବିକତାର ବାର୍ତ୍ତା ଦେଲେ ଯୁବ ସ୍ବେଚ୍ଛାସେବୀ: କୁଷ୍ଠରୋଗୀଙ୍କ ଘା’ ସଫା କଲେ

ବଲାଙ୍ଗୀର ଅଫିସ, ୨୨ା୭: ବଲାଙ୍ଗୀର ସୁଦପଡାସ୍ଥିତ କୁଷ୍ଠ କଲୋନୀରେ ବିଙ୍ଗ୍‌ ହ୍ୟୁମାନ୍‌ ଫାଉଣ୍ଡେସନ୍‌ର ସ୍ବେଚ୍ଛାସେବୀମାନେ ଏକ ମହତ୍‌ ସେବା କାର୍ଯ୍ୟ କରି ସମାଜକୁ ଏକ ଭିନ୍ନ ବାର୍ତ୍ତା…

7 years ago

ବର୍ଷା ଅଭାବ, ଅଟକି ଯାଇଛି ରୁଆବିହୁଡା କାମ

ବିଜେପୁର, ୨୨।୭ (ଡି.ଏନ.ଏ) ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁ ବରଗଡ ଜିଲା ବିଜେପୁର ଅଞ୍ଚଳରେ ମରୁଡି ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଦେଖାଗଲାଣି । ଏଠାକାର…

7 years ago