ଆମ ଜିଲା ଖବର

ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ

ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ ମାମୁଙ୍କ…

7 years ago

ଧୂପକାଠି ନିଆଁରୁ ଜଳିଗଲା ପିବିସି ପାଇପ

ବ୍ରହ୍ମପୁର ଅଫିସ,୨୦। ୭: ଗଞ୍ଜାମ ଜିଲା ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଶଶିଭୂଷଣ ମହିଳା ମହାବିଦ୍ୟଳୟ ପାର୍ଶ୍ୱରେ ଥିବା ପୁରୁଣା ଖ୍ରୀଷ୍ଟିୟାନ ସାହିରେ ରଖାଯାଇଥିବା ପିବିସି ପାଇପ୍‌ରେ…

7 years ago

ନିର୍ମାଣ ହେବ ଦ୍ୱିତୀୟ ବ୍ରାହ୍ମଣୀ ସେତୁ: ଦାଣ୍ଡିଆପାଲ୍ଲୀରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ରାଉରକେଲା ଅଫିସ,୨୦।୭: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଦାଣ୍ଡିଆପାଲ୍ଲୀଠାରେ ଶନିବାର ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନିଆଯାଇଛି। ଉତ୍ତେଜନା ଆଶଙ୍କାରେ ଘଟଣାସ୍ଥଳରେ…

7 years ago

ଶିଶୁକନ୍ୟାର ମୃତଦେହରୁ ଆଖି ଗାଏବ ଘଟଣା: ଖୋଳତାଡ଼ ଆରମ୍ଭ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଚାଲିଛି ଆଲୋଚନା

ଅନୁଗୋଳ ଅଫିସ,୨୦।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ଜଣେ ୪ ବର୍ଷର ଶିଶୁକନ୍ୟା ପ୍ରୀତି ଗୋଚ୍ଛାୟତଙ୍କ ମୃତଦେହରୁ ଦୁଇ ଆଖି ଗାଏବ ହେବା…

7 years ago

ଚତୁର୍ଥଦିନରେ ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୦।୭: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ଥିବା ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା ଶନିବାର ଚତୁର୍ଥ ଦିନରେ ପହଞ୍ଚିଛି।…

7 years ago

ଖବରଦାତାଙ୍କୁ ଆକ୍ରମଣ ଘଟଣା: ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନିନ୍ଦା

ବ୍ରହ୍ମପୁର ଅଫିସ,୨୦।୭: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେବ ଖବରଦାତାଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଛି। ଏହାକୁ ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦୃଢ଼…

7 years ago

ଧରିତ୍ରୀରେ ଖବର ପ୍ରକାଶିତ ହେବାପରେ ଚେତିଲା ପୂର୍ତ୍ତ ବିଭାଗ: ରାତିଅଧିଆ ରାସ୍ତା ମରାମତି କାର୍ଯ୍ୟ ଶେଷ

ଦାରିଙ୍ଗବାଡ଼ି,୨୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ହେଉଥିଲା। ତେବେ ରାସ୍ତା ମରାମତି ଦିଗରେ ବିଭାଗ ପଦକ୍ଷେପ ନେବା…

7 years ago

ପରକୀୟାପ୍ରୀତିରୁ ସିଙ୍ଗାରମୁଣ୍ଡା ଗାଁରେ ଯୁବକଙ୍କୁ ହତ୍ୟା, ୨ ଅଟକ

ବଡ଼ଗାଁ, ୨୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ସିଙ୍ଗାରମୁଣ୍ଡା ଗ୍ରାମରେ ଶୁକ୍ରବାର ରାତି ପ୍ରାୟ ୯ଟାରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

7 years ago

ଆସିକା: ସ୍କୁଲରେ ବିସ୍ଫୋରଣ, ୨ ଛାତ୍ର ଗୁରୁତର

ଆସିକା, ୨୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ସକାଳ ପ୍ରାୟ…

7 years ago

ବଜାଜ୍‌ ପ୍ଲାଟିନା ଏଚ୍‌ ଗିଅରର ବଜାର ପ୍ରବେଶ

କାମାକ୍ଷାନଗର, ୨୦।୭(ଡି.ଏନ୍‌.ଏ.) - ଢେଙ୍କାନାଳ ଜିଲା କାମାକ୍ଷାନଗର ଶ୍ରୀକୃଷ୍ଣ ଅଟୋ ପକ୍ଷରୁ ଶୁକ୍ରବାର ବଜାଜ ଅଟୋ କମ୍ପାନୀର ନୂତନ ମଡେଲ ବାଇକ୍‌ ‘ବଜାଜ ପ୍ଲାଟିନା ଏଚ୍‌ ଗିଅର’…

7 years ago