ଆମ ଜିଲା ଖବର

ଦାମୋଦରପୁରବାସୀଙ୍କ ରାଜପଥ ଅବରୋଧ

ଗଞ୍ଜାମ,୧୮ା୭(ଡି.ଏନ.ଏ.)- ଗଞ୍ଜାମ ଏନଏସି ଦାମୋଦରପୁର ଗ୍ରାମ ୧୧ନଂ. ଓ୍ବାର୍ଡରେ ଦୀର୍ଘଦିନ ଧରି ପାନୀୟ ଜଳ ସମସ୍ୟା ଲାଗିଛି। ବାରମ୍ବାର ସମସ୍ୟା ନେଇ ଅବଗତ କଲେ ମଧ୍ୟ ପ୍ରଶାସନ…

7 years ago

ଗୋରୁପଲ ଉପରେ ମାଡିଗଲା ଟ୍ରକ୍‌, ୬ ମୃତ

ହିଞ୍ଜିଳିକାଟୁ,୧୮।୭(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ସହରରେ ବୁଧବାର ବିଳମ୍ବିତ ରାତିରେ ଏକ ସିମେଣ୍ଟ ବୋଝେଇ ଟ୍ରକ ରାସ୍ତା ଉପରେ ଶୋଇଥିବା ଗୋରୁପଲଙ୍କ ଉପରେ ମାଡିଯିବାରୁ ୬ଗୋରୁଙ୍କ ମୃତ୍ୟୁ ଘଟିଛି। ପ୍ରକାଶ…

7 years ago

କାମାକ୍ଷାନଗରରେ ନୀତି ଆୟୋଗ ସଦସ୍ୟ: ଶିକ୍ଷା, ବିଦ୍ୟୁତ୍‌ ବ୍ୟବସ୍ଥା ସ୍ଥିତି ପରିଖିଲେ

କାମାକ୍ଷାନଗର, ୧୮।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅଞ୍ଚଳକୁ ଗୁରୁବାର ପରିଦର୍ଶନରେ ଆସିଥିଲେ ନୀତି ଆୟୋଗ ସଦସ୍ୟା ମାନ୍‌ସୀ ସିଂ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ, ରାସ୍ତା…

7 years ago

ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ଢେଙ୍କାନାଳ ଅଫିସ,୧୮।୭-ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ଅପରାହ୍ନରେ ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏଥିସହ ବିଦ୍ୟୁତ୍‌ ସରବରାହରେ ବିଭ୍ରାଟ ଦେଖାଦେଇଛି। ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ…

7 years ago

ବର୍ଷା ଅଭାବରୁ ଚାଷ ଜମି ଫାଟିଲା

ବଡ଼ଗାଁ, ୧୮।୭ (ଡି.ଏନ.ଏ)-ବଡଗାଁ ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ସ୍ବାଭାବିକ ବର୍ଷା ଠାରୁ ଅତି କମ୍‌ ବୃଷ୍ଟିପାତ ଯୋଗୁ ମାଳ ଓ ଗୋଡା ଜମି ଫାଟି ଆଁ…

7 years ago

ସମୟ ପୂର୍ବରୁ ବନ୍ଦ ହେଉଛି ସ୍କୁଲ: ୬୦ ଶିକ୍ଷକଙ୍କୁ କୈଫିୟତ ତଲବ

ପଟ୍ଟାଙ୍ଗି,୧୮ା୭(ଡି.ଏନ୍‌.ଏ.): ଖରା ଛୁଟି ପରେ ଜୁନ୍‌ ୨୨ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଖୋଲିଥିଲା। କିନ୍ତୁ ପାଠପଢ଼ାରେ କମ୍‌ ସମୟ ଦେଇ ଛୁଟି ହେବାର ନିର୍ଦ୍ଧାରିତ ସମୟ…

7 years ago

ମଦବିକ୍ରିକୁ ବିରୋଧ: ଏସ୍‌ଏଚ୍‌ଜି ମହିଳା ଥାନାର ଦ୍ୱାରସ୍ଥ

ମୁରିବାହାଲ, ୧୮।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ବଡସାଇମରା ଗ୍ରାମ ପଞ୍ଚାୟତ ଅଧୀନ ଧୁମାମାଲ ଗ୍ରାମରେ ବ୍ୟାପକ ମଦ କାରବାର ଚାଲିଛି। ସ୍ଥାନୀୟ ପୋଲିସ ଓ ଅବକାରୀ…

7 years ago

ଅବରୋଧମୁକ୍ତ ହେଲା ପଣସୁରିଆ ପାଣିନାଳ

ତିହିଡ଼ି, ୧୮।୭ (ଡି.ଏନ.ଏ.) - ତିହିଡ଼ି ତହସିଲ ଅଧୀନ ମଙ୍ଗରାଜପୁର ମୌଜାରେ ଥିବା ପଣସୁରିଆ ପାଣିନାଳ ଗୁରୁବାର ଅବରୋଧମୁକ୍ତ ହୋଇଛି। ତହସିଲଦାର ଅନିତା ନାୟକ ଓ ତିହିଡ଼ି…

7 years ago

ନବକିଶୋରଙ୍କୁ ସହାୟତାର ହାତ ବଢ଼ାଇଲା ପ୍ରଶାସନ

ବନ୍ତ, ୧୮।୭ (ଡି.ଏନ.ଏ.) - ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡ଼ା ଗ୍ରାମର ନରେନ୍ଦ୍ର ସାମଲଙ୍କ ପୁଅ ନବକିଶୋର(୧୬)ଙ୍କୁ ବ୍ଲକ ପ୍ରଶାସନ ସହାୟତାର ହାତ ବଢ଼ାଇଛି। ବର୍ଷକ…

7 years ago

ତାରିଣୀ ଷ୍ଟୋର ଗୋଦାମରୁ ଚୋରି

ଝୁମ୍ପୁରା, ୧୮।୭(ଡି.ଏନ.ଏ.)-ଝୁମ୍ପୁରା ବଜାରର ମଧ୍ୟଭାଗରେ ଥିବା ତାରିଣୀ ଷ୍ଟୋର ରାଶନ ଦୋକାନର ଗୋଦାମ ଗୃହରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ଜିନିଷ ଚୋରି ହୋଇଥିବା ନେଇ ଗୁରୁବାର…

7 years ago