ଆମ ଜିଲା ଖବର

ବିଇଓଙ୍କ ଦ୍ୱାରସ୍ଥ ହେଲା ଶିକ୍ଷକ ସଂଘ

ଦେଓଗାଁ,୧୫ା୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ନିୟମିତ ଶିକ୍ଷକ ଓ ଜିଲା ପରିଷଦ ଶିକ୍ଷକ ଏ ଯାଏ ଜୁନ ମାସର ଦରମା ପାଇ ନାହାନ୍ତି। ଏଥିସହ ବିଇଓ…

7 years ago

ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟ୍‌: ପୋଲିସ-ଅପରାଧୀ ମୁହାଁମୁହିଁ; ବିସ୍ଫୋରଣରେ ଡକାୟତ ମୃତ

ଭଞ୍ଜନଗର/ଆସିକା,୧୬।୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କଣ୍ଟେଇପଲ୍ଲୀ ଜଙ୍ଗଲ ରାସ୍ତାରେ ସୋମବାର ସକାଳେ ଜଣେ ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ୧ଲକ୍ଷ ୧୦ ହଜାର ଟଙ୍କା ଲୁଟ୍‌…

7 years ago

ଖଲ୍ଲିକୋଟ କଲେଜ ଏମ୍‌ସିଏ ଛାତ୍ରୀ ତୃପ୍ତିମୟୀ ପଣ୍ଡା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଚିଙ୍କାରା ଗିରଫ, ଆନ୍ଧ୍ର ପୋଲିସକୁ ହସ୍ତାନ୍ତର

ଛତ୍ରପୁର,୧୫।୭(ଡି.ଏନ୍‌.ଏ)- ଗଞ୍ଜାମ ଜିଲା ଖଲ୍ଲିକୋଟ କଲେଜର ଏମ୍‌ସିଏ ଛାତ୍ରୀ ତଥା ଛତ୍ରପୁରର ବିବେକାନନ୍ଦ ପଣ୍ଡାଙ୍କ ଝିଅ ତୃପ୍ତିମୟୀଙ୍କୁ ୨୦୧୬ ଅଗଷ୍ଟ ୨୫ ତାରିଖରେ ହତ୍ୟା କରାଯାଇଥିଲା। ଏହି…

7 years ago

ପରଜଙ୍ଗ ପୋଲିସକୁ ଦୁର୍ବୃତ୍ତଙ୍କ ଖୋଲା ଚ୍ୟାଲେଞ୍ଜ: ଥାନାଠାରୁ ଅନତି ଦୂରରେ ପୁଣି ଲୁଟ୍‌ ଉଦ୍ୟମ, ଅଳ୍ପକେ ବର୍ତ୍ତିଲେ ଯୁବକ

ପରଜଙ୍ଗ,୧୫।୭(ଡି.ଏନ୍‌.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ- ଭାଲୁମୁଣ୍ଡା ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗାଁ ନିକଟରେ ସୋମବାର ପୁଣି ଜଣେ ଯୁବକଙ୍କଠାରୁ ଲୁଟ…

7 years ago

ଘର ନିର୍ମାଣ ଲାଗି ଜମି ଆବଶ୍ୟକ, ଜିଲାପାଳଙ୍କୁ ଭେଟିଲେ ଶେରଗଡ଼ ହରିଜନ ପରିବାର

ଛତ୍ରପୁର,୧୫।୭(ଡି.ଏନ୍‌.ଏ.)- ଶେରଗଡ଼ ତହସିଲ ଅଧୀନ ଶେରଗଡ଼ ଗାଁର ହରିଜନ ଲୋକେ ଘର ନିର୍ମାଣ ଲାଗି ଜମି ଯୋଗାଇବାକୁ ପ୍ରଶାସନ ନିକଟରେ ଦାବି କରି ଆସୁଛନ୍ତି। ପୂର୍ବରୁ ଏନେଇ…

7 years ago

ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ : କଟୁରି ଆକ୍ରମଣରେ ଯୁବକ ଗୁରୁତର

ଅନୁଗୋଳ ଅଫିସ,୧୫।୭: ଅନୁଗୋଳ ଜିଲା ତାଳଚେର ସନ୍ଥପଡ଼ା ଗାଁରେ ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ ହୋଇଛି। ଏହି ହିଂସାକାଣ୍ଡ ବେଳେ କଟୁରି ଆକ୍ରମଣରେ ସନ୍ଥପଡ଼ା ଅଞ୍ଚଳର ସୁଶାନ୍ତ କୁମାର…

7 years ago

ପୁରୁଷୋତ୍ତମପୁରରେ ପୁଣି ମାତିଲେ ଲୁଟେରା : ବନ୍ଧୁକମୁନରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କଠାରୁ ଲୁଟ୍‌

ପୁରୁଷୋତ୍ତମପୁର,୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ପୁଣି ମାତିଛନ୍ତି। ଭୂତସରସିଙ୍ଗ - କୋଦଳା ମୁଖ୍ୟରାସ୍ତାର ଅରଖପୁର ଛକ ଭଙ୍ଗାଶଙ୍ଖ ନିକଟରେ ସୋମବାର ସକାଳେ କଳାମୁଖାଧାରୀ…

7 years ago

ଗ୍ରାହକ ସେବାକେନ୍ଦ୍ରରୁ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଗାଏବ, ବ୍ୟାଙ୍କ ଘେରାଉ

ନୂଆପଡ଼ା,୧୫।୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ଗ୍ରାହକ ସେବା କେନ୍ଦ୍ର(ଏସ୍‌ବିଆଇ)ରେ ଗ୍ରାହକମାନଙ୍କ ଆକାଉଣ୍ଟରୁ ପରିଚାଳକ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି।…

7 years ago

ପାଣିରେ ବୁଡ଼ି ଆଶ୍ରମ ବିଦ୍ୟାଳୟ ଛାତ୍ର ମୃତ : କର୍ମଚାରୀଙ୍କ ଅବହେଳା ଅଭିଯୋଗ, ଉତ୍ତେଜନା

କୋରୁକୋଣ୍ଡା,୧୫।୭(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ଗଙ୍ଗଲା ଆବାସିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ଛାତ୍ର ଅମିତ କାଲେକୁରା ଶୌଚ ପାଇଁ ବିଦ୍ୟାଳୟ ବାହାରକୁ ଯାଇଥିବାବେଳେ ପାଣିରେ ବୁଡ଼ି ମୃତ୍ୟୁ…

7 years ago

ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର

ପାଟଣା,୧୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ପୁଟୁଳିଆ ପେଟ୍ରୋଲ ପମ୍ପ ବାଙ୍କ ନିକଟରେ ସୋମବାର ପୂର୍ବାହ୍ନରେ ଏକ ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର ହୋଇ ପାଟଣା…

7 years ago